ଜାନୁଆରୀରୁ ମିଳିବ ମାସିକିଆ ପିଡିଏସ୍ ରାସନ, ୨୫ ସୁଦ୍ଧା ବଣ୍ଟନ ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୧।୧୨: ଖାଦ୍ୟ ସୁରକ୍ଷା ଅଧିନରେ ଥିବା ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ଠାରୁ ମାସିକିଆ ରାସନ ପ୍ରଦାନ କରାଯିବ। ଏଥି ନିମନ୍ତେ ରାଜ୍ୟ ସରକାର ସରକାରୀ ଗୋଦାମରୁ ନିର୍ଦ୍ଧାରିତ ସମୟରେ ପିଡିଏସ୍ ସାମଗ୍ରୀ ଉଠାଣ ଓ ବଣ୍ଟନ ବ୍ୟବସ୍ଥା କରିବା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭଦ୍ରକରେ ହେବ ବୟନ ପାର୍କ, ଏତିକି କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶନିବାର ଭଦ୍ରକରେ ବୟନ ପାର୍କ ପାଇଁ ୪୩୮୨ କୋଟି ଟଙ୍କା ମଞ୍ଜୁର କରିଥିବା ନେଇ ସୂଚନା ଦେଇଛନ୍ତି। ଆଇଓସିଏଲ୍ ଏନେଇ ଅର୍ଥ ମଞ୍ଜୁର କରିଥିବା…
ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ। ପୂର୍ବରୁ ଏକାସାଙ୍ଗରେ ୩…
୨୮ରେ ସମ୍ବଲପୁର ଆସିବେ ଶାହା
ଭୁବନେଶ୍ୱର,୨୧।୧୨: ଓଡ଼ିଶା ଆସିବେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତା ୨୮ରେ ସେ ସମ୍ବଲପୁର ଗସ୍ତ କରିବେ। ଏନେଇ ଶନିବାର ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ସୂଚନା ଦେଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବେ। ଏହାପରେ…
କାଲିଠୁ କମିବ ବର୍ଷା
ଭୁବନେଶ୍ୱର,୨୧।୧୨: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବା ପରେ ରବିବାରଠାରୁ ବର୍ଷାର ପରିମାଣ କମିବ । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାପାତ୍ର ଶନିବାର ସୂଚନା ଦେଇଛନ୍ତି। ଅବପାତ ଆସନ୍ତା ୧୨ ଘଣ୍ଟା ମଧ୍ୟରେ…
ଚତୁର୍ଥ ପର୍ଯ୍ୟାୟରେ ‘ସୁଭଦ୍ରା ଟଙ୍କା’ ପାଇବେ ୨୦ ଲକ୍ଷ ମହିଳା, ଏହି ଦିନ ଆକାଉଣ୍ଟକୁ ଆସିବ ଟଙ୍କା…
ଭୁବନେଶ୍ୱର,୨୧।୧୨: ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କାକୁ ନେଇ ଲାଗି ରହିଥିବା ଅନିଶ୍ଚିତତା ଉପରୁ ହଟିଛି ପରଦା। ଏବେ ଯୋଗ୍ୟ ହିତାଧିକାରୀଙ୍କ ଯାଞ୍ଚ କରାଯାଉଛି। ଯାଞ୍ଚ ସରିଲେ ଆସନ୍ତା ୩୦ରେ ଟଙ୍କା ଦେବାକୁ ଟାର୍ଗେଟ ରଖାଯାଇଛି। ଯଦି ଏହା ନ ସରେ ତେବେ…
ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ
ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ” ପ୍ରତିଧ୍ଵନି” ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଗୁରୁ ପଦ୍ମଶ୍ରୀ ଅରୁଣା ମହାନ୍ତି ଉଦଘାଟନ କରିଥିଲେ।…
ଅବପାତରେ ପରିଣତ ହେଲା ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳ ଛେଚିବ
ଭୁବନେଶ୍ୱର,୨୧।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ ରହିଛି। ଏହାର ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି।…
୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ…
ଖୁବ୍ଶୀଘ୍ର କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’
ଭୁବନେଶ୍ୱର,୨୧ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ସ୍କୁଲ ଶିକ୍ଷା ବ୍ୟବସ୍ଥାର ନବୀକରଣ କରାଯିବ। ବଦଳିବ ‘ମୋ ସ୍କୁଲ ଅଭିଯାନ’ ନାଁ। ଖୁବ୍ଶୀଘ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ ‘ପଞ୍ଚସଖା ଶିକ୍ଷା ସେତୁ ଯୋଜନା’। ଏ ନେଇ ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ…
ଦିନକରେ ଭୁବନେଶ୍ୱର ତାପମାତ୍ରା ୮.୬ ଡିଗ୍ରୀ ଖସିଲା
ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଦିନକରେ ଭୁବନେଶ୍ୱରର ଦିନ ତାପମାତ୍ରା ୮.୬ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୩୦ରେ ସହରର ତାପମାତ୍ରା ୨୬.୮ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିବାବେଳେ ଶୁକ୍ରବାର ସକାଳୁ ତୁହାକୁ…
ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆଇଡି ନମ୍ବର
ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ରାଜ୍ୟର ସମସ୍ତ ଚାଷୀଙ୍କ ତଥ୍ୟ ସରକାରଙ୍କ ପାଖରେ ରହିବ। ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ଚାଷୀ ପଞ୍ଜିକା ପ୍ରସ୍ତୁତି ନିମନ୍ତେ ଜାନୁଆରୀ ପହିଲାରୁ ପ୍ରତି ପଞ୍ଚାୟତରେ ଶିବିର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପ୍ରତ୍ୟେକ ଚାଷୀଙ୍କୁ ୧୪…
Archives


