ମେଟ୍ରୋ

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର...

ହସାଇଲେ ସୁନୀଲ୍‌, ତାତି ବଢ଼ାଇଲେ ଶିଳ୍ପା

ରଙ୍ଗବତୀରେ ଏଣ୍ଟ୍ରି, ମୁଁ ସଫେଇ ବାଲାରେ ନାଚିଲେ ଗ୍ରୋଭର ରଙ୍ଗବତୀ ଗୀତରେ ଏଣ୍ଟ୍ରି କଲେ ଲୋକପ୍ରିୟ କମେଡିଆନ୍‌ ସୁନୀଲ୍‌ ଗ୍ରୋଭର୍‌। କହିଲେ ଜୟ ଜଗନ୍ନାଥ। ଓଡ଼ିଶାର ଲୋକପ୍ରିୟ ଓ ଚର୍ଚ୍ଚିତ ଗୀତ ରଙ୍ଗବତୀରେ ମଞ୍ଚକୁ ସ୍ବାଗତ କରିବା ସୌଭାଗ୍ୟ ବୋଲି...

ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ : ମେୟର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ୍‌ ସୁରକ୍ଷା ଟ୍ରଷ୍ଟ, ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ଓ ଜାତୀୟ ଉଠାଦୋକାନୀ ମହାସଂଘ ପକ୍ଷରୁ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଉଠାଦୋକାନୀ...

ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ...

ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ,...

ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ...

ଅର୍ଚ୍ଚନାଙ୍କ ପାଇଁ ହେବ ସ୍ବତନ୍ତ୍ର ପରୀକ୍ଷା ଗୃହ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଆଇନ ପରୀକ୍ଷା ଦେବେ । ଏ ନେଇ ସେ ଜେଲ୍‌ ଭିତରେ ଫର୍ମ ଫିଲଅପ୍‌ କରିଛନ୍ତି। ଫର୍ମକୁ କ୍ୟାପିଟାଲ ଲ’ କଲେଜରେ ଅର୍ଚ୍ଚନାଙ୍କ ଓକିଲ ଦେବାଶିଷ ମହାପାତ୍ର ଦାଖଲ କରିଛନ୍ତି । ଛାତ୍ରୀଛାତ୍ର ଅର୍ଚ୍ଚନାଙ୍କ...

ରାସ୍ତାରେ ଜଳିଗଲା ବୁଲେଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍‌ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍‌ ବୁଲେଟ୍‌ରେ ନିଆଁ ଲାଗିବାର କାରଣ...

ତାମିଲନାଡ଼ୁ କ୍ରୀଡ଼ାମନ୍ତ୍ରୀ ବୁଲିଲେ ଭୁବନେଶ୍ୱର

ଭୁବନେଶ୍ୱର,୨୦।୧(ବ୍ୟୁରୋ): ହକି ବିଶ୍ୱକପ ଦେଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ତାମିଲନାଡ଼ୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ ଓଡ଼ିିଶା  ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଗୁରୁବାର ମ୍ୟାଚ...

ସାଧାରଣତନ୍ତ୍ର ଦିବସରେ ୨୦ ମନ୍ତ୍ରୀ କରିବେ ପତାକା ଉତ୍ତୋଳନ: କିଏ କେଉଁଠି …

ଭୁବନେଶ୍ୱର,୨୦।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଖେଇ ଆସୁଥିବାରୁ ସବୁଠି ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରାଜ୍ୟସ୍ତରୀୟ ପରେଡ ଆୟୋଜିତ ହେବାକୁ ଥିବାବେଳେ ୨୦ ଜିଲାରେ ମନ୍ତ୍ରୀ ପତାକା ଉତ୍ତୋଳନ କରିବେ । ଏ ନେଇ ଶୁକ୍ରବାର ଏକ ତାଲିକା ପ୍ରକାଶ ପାଇଛି ।...

ରାସ୍ତାରେ ଅଳିଆ ପଡ଼ିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୦।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ପରିମଳ ବ୍ୟବସ୍ଥା ସୁଧୁରିବାର ନାଁ ଧରୁନି। କାନ୍ଥବାଡ଼ରେ ଯେତେ ରଙ୍ଗ ବୋଳି ସୌନ୍ଦର୍ଯ୍ୟକରଣ କରାଗଲେ ବି ସହରର ବିଭିନ୍ନ ସ୍ଥାନରେ ଏବେ ବି ଅଳିଆ ଆବର୍ଜନା ପଡ଼ିରହୁଛି। ଗଳିକନ୍ଦି ଏପରିକି କେତେକ ମୁଖ୍ୟରାସ୍ତାରେ ମଧ୍ୟ...

୫-ଟି ରୂପାନ୍ତରଣ ହେବ ସବୁ ଡିଏଚ୍‌ଏଚ୍‌

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଓଡ଼ିଶାରେ ସ୍ବାସ୍ଥ୍ୟସେବାର ବିକାଶ ପାଇଁ ରାଜ୍ୟ ସରକାର ହସ୍ପିଟାଲଗୁଡ଼ିକୁ ୫-ଟି ରୂପାନ୍ତରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ଜାନୁୟାରୀରୁ ଅକ୍ଟୋବର ମାସ ମଧ୍ୟରେ ହେବ। ତେବେ ଏହି ପର୍ଯ୍ୟାୟରେ କେଉଁ ହସ୍ପିଟାଲଗୁଡ଼ିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri