ଆଜି ଭୁବନେଶ୍ୱରରେ ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଦିନର ଅବଧି ପ୍ରାୟ ୧୦ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ ୩୬…
ଓଡ଼ିଶା ପାଇଁ ସ୍ବତନ୍ତ୍ର ସହାୟତା ଦାବି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ୨୦୨୫-୨୬ ଆର୍ଥିକବର୍ଷ ପାଇଁ କେନ୍ଦ୍ର ସରକାର ବଜେଟ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ଏ ନେଇ ରାଜସ୍ଥାନର ଜୟସାଲମେରଠାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ ପରାମର୍ଶ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଯୋଗଦେଇ ମୁଖ୍ୟମନ୍ତ୍ରୀ…
ବଙ୍ଗୋପସାଗରରେ ଲଘୁଚାପ,୪ଜିଲାକୁ ପ୍ରବଳ ବର୍ଷା ଆଲର୍ଟ!
ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ଉପକୂଳ ଓଡିଶାରେ ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଚାଷୀଙ୍କୁ ବ୍ୟଥିତ କରିଛି। ବିଲରେ ପାଚିଲା ଧାନ ଲହଡି ମାରୁଛି। ଖଳାକୁ ଆସିବା ଆଗରୁ ଅଦିନିଆ ବର୍ଷା…
ନୂଆବର୍ଷ ପାଳନ ବେଳେ ଅବକାରୀ ନିୟମ ଉଲଂଘନ କଲେ କାର୍ଯ୍ୟାନୁଷ୍ଠାନ: ସତର୍କ କରାଇଲେ ମନ୍ତ୍ରୀ
ଭୁବନେଶ୍ୱର,୨୦।୧୨: ନୂଆ ବର୍ଷ ପାଳନ ସମୟରେ ଅବକାରୀ ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଶୁକ୍ରବାର ମନ୍ତ୍ରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ଚେତାବନୀ ଦେଇଛନ୍ତି। ନୂତନ ବର୍ଷ ପାଳନ ପୂର୍ବରୁ ବାର ମାଲିକଙ୍କ ଉପରେ…
ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍
ଭୁବନେଶ୍ୱର,୨୦।୧୨: ପୂର୍ବତନ ପ୍ରଦେଶ କଂଗ୍ରେସ ସଭାପତି ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ରେଡ୍ । ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ଇଡି ପକ୍ଷରୁ ରେଡ୍ କରାଯାଉଛି ।
ଡିସେମ୍ବର ୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ
ଭୁବନେଶ୍ୱର,୨୦।୧୨: ଆଗାମୀ ଡିସେମ୍ବର ୨୩ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ଏବଂ…
ଲଘୁଚାପ ବର୍ଷା: ବିଲରୁ ଧାନ ଉଠାଇବାରେ ବ୍ୟସ୍ତ ଚାଷୀ
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ…
ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍ଛିପ୍ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର…
ରାଜ୍ୟର କିଛି ସ୍ଥାନରେ ବର୍ଷା : ଆହୁରି ୨ ଦିନ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…
ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ: ବିଜେଡି
ଭୁବନେଶ୍ୱର୨୦।୧୨(ଅନିଲ ଦାସ): ପାର୍ଲାମେଣ୍ଟରେ ଘଟିଥିବା ଘଟଣା ସଂସଦର ଗରିମା କ୍ଷୁଣ୍ଣ କରିଥିବା ବେଳେ ଏହାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ ବୋଲି ବିଜୁ ଜନତା ଦଳ ଦାବି କରିଛି। ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍ ମହାନ୍ତି କହିଛନ୍ତି, ଗଣତନ୍ତ୍ରର ମନ୍ଦିର…
ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ…
ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ
ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା…
Archives


