ମେଟ୍ରୋ

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି କିସ୍ତି ନମିଳିଥିଲେ ଏକାଥରକେ ସରକାର ଦେବେ ୩ଟି କିସ୍ତିର ଟଙ୍କା । ଚଳିତ ମାସ…

ଆହୁରି ୩ ଦିନ କରିବ କଲବଲ: ଏହି ୩ ଜିଲାକୁ ହିଟୱେଭ ଆଲର୍ଟ

ଭୁବନେଶ୍ୱର,୧୬।୩: ରାଜ୍ୟରେ ଉପରମୁହାଁ ହେଉଛି ପାରଦ। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଆଜିଠାରୁ ଆହୁରି ପ୍ରଚଣ୍ଡ ହେବ ତାତି। ଆସନ୍ତା ୩ ଦିନ ତାତିରୁ ତ୍ରାହି ମିଳିବ ନାହିଁ ନିସ୍ତାର। ଆସନ୍ତା ୩ ଦିନ ପାଇଁ ରାଜ୍ୟରେ…

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।   ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ…

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: କହିଲେ କରିହେବନି ତାଙ୍କ ଭୂମିକାକୁ ଅସ୍ବୀକାର

ଭୁବନେଶ୍ୱର,୧୬ । ୩ : ଆଧୁନିକ ଓଡ଼ିଆ ସାହିତ୍ୟର ପ୍ରଥିତଯଶା କବି ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପଦ୍ମଭୂଷଣ ସ୍ବର୍ଗତ ରଥ ଭାରତୀୟ ସାହିତ୍ୟ ଜଗତର…

ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ

ଭୁବନେଶ୍ୱର,୧୬।୩: ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍‌ ପରିଚିତ। ‘ସପ୍ତମ ଋତୁ’ ପାଇଁ…

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଚସା ପରେ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ଖବର ପାଇ ପୋଲିସ…

ଆସୁଛି ବର୍ଷା: ଏହି ଦୁଇ ଦିନ ଛେଚିବ

ଭୁବନେଶ୍ୱର,୧୫।୪: ରାଜ୍ୟରେ କିଛିଦିନ ହେଲା ତାପମାତ୍ରା ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହୋଇଛି। ଶନିବାର ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ…

ରାଜଧାନୀରେ ଗଡ଼ିଲା ୨ ମୁଣ୍ଡ

ଭୁବନେଶ୍ୱର,୧୫।୩: ହୋଲିରେ ରକ୍ତ ରଞ୍ଜିତ ହେଲା ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱରରେ ଗଡ଼ିଛି ୨ ମୁଣ୍ଡ। ଶହୀନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରିଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ ମଧ୍ୟ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମିଳିଥିବା…

ନବୀନଙ୍କ ପରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦିଲ୍ଲୀରେ ହେବ କି ବଡ଼ ଡିଲ୍‌! ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୩: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି ସିଏମ। ଏହାପୂର୍ବରୁ ଶୁକ୍ରବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ। ଚର୍ଚ୍ଚା ହେଉଥିଲା କି, ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ…

ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…

ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…

ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି,…

ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?