ଲଘୁଚାପ କ୍ଷେତ୍ର ସକ୍ରିୟ: ଏହି ସବୁ ଜିଲାରେ ବର୍ଷିବ, ଆଗାମୀ ୧୨ ଘଣ୍ଟାରେ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ଛିପ୍ଛିପ୍ ବର୍ଷା ଆରମ୍ଭ ହୋଇଯାଇଛି। ଏଥିସହ ରବିବାର…
ରାଜ୍ୟର କିଛି ସ୍ଥାନରେ ବର୍ଷା : ଆହୁରି ୨ ଦିନ…
ଭୁବନେଶ୍ୱର,୨୦।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ଶୁକ୍ରବାର ସକାଳୁ କିଛିସ୍ଥାନରେ ବର୍ଷା ହୋଇଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।…
ଘଟଣାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ: ବିଜେଡି
ଭୁବନେଶ୍ୱର୨୦।୧୨(ଅନିଲ ଦାସ): ପାର୍ଲାମେଣ୍ଟରେ ଘଟିଥିବା ଘଟଣା ସଂସଦର ଗରିମା କ୍ଷୁଣ୍ଣ କରିଥିବା ବେଳେ ଏହାର ସତ୍ୟାସତ୍ୟ ଲୋକଲୋଚନକୁ ଆସୁ ବୋଲି ବିଜୁ ଜନତା ଦଳ ଦାବି କରିଛି। ବିଜେଡି ମୁଖପାତ୍ର ତଥା ମିଡିଆ ସଂଯୋଜକ ଲେନିନ୍ ମହାନ୍ତି କହିଛନ୍ତି, ଗଣତନ୍ତ୍ରର ମନ୍ଦିର…
ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ। ମୁଖ୍ୟମନ୍ତ୍ରୀ…
ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ
ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ ସୂଚନା…
ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….
ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଶ୍ବ ଏନ୍ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ।…
ଆଗାମୀ ୩ ଦିନ ଯାଏ ବର୍ଷା
ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବେ ଚାଷୀମାନେ…
କାହିଁକି ବାରମ୍ବାର ଓଡ଼ିଶା ଆସୁଛନ୍ତି ଶାହା, ମାସକ ପରେ ପୁଣି ଫୋକସ୍ରେ….
ଭୁବନେଶ୍ୱର,୧୯।୧୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନିଆ ଗସ୍ତରେ ଓ ଆସିବେ ଶାହା । ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ…
ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି
ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି ଏକ ଗଣବିକ୍ଷୋଭ କରିବ। ବୁଧବାର ଶଙ୍ଖଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ କମିଟିର…
ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…
ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…
ଆଇଏଏସ୍ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ
ଭୁବନେଶ୍ୱର୧୮।୧୨: ଆଇଏଏସ୍ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ। ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର…
‘ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’
ଭୁବନେଶ୍ୱର,୧୮ା୧୨: ଖୁବ୍ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍ ସହ କେନ୍ଦ୍ରୀୟ ଟିମ୍ର ଆଲୋଚନା…
Archives


