ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି: ଏତିକି ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା…
ଭୁବନେଶ୍ୱର,୯ା୧୦: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟ ସରକାରଙ୍କ ବିଭିନ୍ନ ଉଦ୍ୟୋଗ(ପିଏସୟୁ)ରେ କାର୍ଯ୍ୟରତ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବଢ଼ିଛି। ଏହି ଭତ୍ତା ୪ ପ୍ରତିଶତ ବୃଦ୍ଧି ହୋଇଛି। । ଫଳରେ ୪୬%ରୁ ବଢ଼ି ଏହି ମହଙ୍ଗା ଭତ୍ତା ୫୦%ରେ...
ବଡ଼ ସୂଚନା: ବାରିପଦାରେ ହେବ କଳାବାଘ ସଫାରୀ
ଭୁବନେଶ୍ୱର,୯।୧୦: ଖୁବଶ୍ରୀର୍ଘ ବାରିପଦାରେ ଏକ କଳାବାଘ ସଫାରୀ ହେବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ ବୁଧବାର ଏକ ବଡ଼ ସୂଚନା ଦେଇଛନ୍ତି। କଳାବାଘ ସଫାରୀ ତିଆରି ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଏପରିକି ସିଜେଡ୍ଏଠାରୁ ଅନୁମତି ମିଳିସାରିଛି। ହେଲେ...
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଯଦି ତ୍ରୁଟି ଅଛି ତେବେ…
ଭୁବନେଶ୍ୱର,୯ା୧୦: ବୁଧବାର ଅର୍ଥାତ୍ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ୫୦୦୦ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି। ତେବେ ଖୁବ୍ଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ପ୍ରେସ୍ମିଟ୍ରେ...
ଆଜି ଖାତାକୁ ଆସିନି ସୁଭଦ୍ରା ଟଙ୍କା, ପୁନର୍ବାର କରିପାରିବେ କି ଆବେଦନ, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା…
ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ...
ଆସିଲା ସୁଭଦ୍ରା ଟଙ୍କା: କୋଟିଏତମ ହିତାଧୀକାରୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବଡ଼ ପୁରସ୍କାର
ଭୁବନେଶ୍ୱର,୯।୧୦: ଖାତାକୁ ଆସିଛି ସୁଭଦ୍ରା ଟଙ୍କା। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ...
‘ଯାହା ପ୍ରତିଶ୍ରୁତି ଦେଉ ତାହା ପାଳନ କରୁ’ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ଏମିତି କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୧୦: ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପଠାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ବକ୍ତବ୍ୟ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,...
ଆଜି ସୁଭଦ୍ରା ଟଙ୍କା ନ ଆସିଲେ, ପୁଣି କେବେ ମିଳିବ… ଆସିଲା ବଡ଼ ଅପଡେଟ୍
ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା ଆସିଛି । ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ସୁଭଦ୍ରା ଟଙ୍କା ବଣ୍ଟନ କରିଛନ୍ତି। ତେବେ ଆଜି ସନ୍ଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ...
ସୁଭଦ୍ରା ଟଙ୍କାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ଆଜି ସନ୍ଧ୍ୟା ସୁଦ୍ଧା…
ଭୁବନେଶ୍ୱର,୯।୧୦: ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ’ସୁଭଦ୍ରା’ ଟଙ୍କା। ବାରିପଦା ଛଉ ପଡ଼ିଆ ସଭାରେ ମୁଖ୍ୟମନ୍ତ୍ରୀ ଏହି ଟଙ୍କା ବଣ୍ଟନ କରିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ...
ମହିଳାଙ୍କୁ ଦଶହରା ଭେଟି, ଖାତାକୁ ଆସିଲା ସୁଭଦ୍ରା ଟଙ୍କା, ଏମିତି କରନ୍ତୁ ଚେକ୍….
ଭୁବନେଶ୍ୱର,୯।୧୦: ‘ସୁଭଦ୍ରା’ ଯୋଜନାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତି ଟଙ୍କା ଖାତାକୁ ଆସିଛି। ଏନେଇ ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ। ତେବେ ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି ଟଙ୍କା ଆସିଲା କି ନାହିଁ ଜଣେ...
ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା
ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର...
ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର):ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ ’ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ...
ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା: ୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ
ଭୁବନେଶ୍ୱର,୯।୧୦(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପୂର୍ବାଳି ବାୟୁ ପ୍ରଭାବରେ ରାଜ୍ୟକୁ କ୍ରମାଗତ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ...
Archives


