ପ୍ରେସ ଗ୍ୟାଲେରୀ ସାମ୍ବାଦିକଙ୍କୁ ମୋବାଇଲମନା
ଭୁବନେଶ୍ୱର,୧୨।୩।:ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି। ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା…
୨୪ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର,୧୨।୩: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସିବେ । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ…
ବିଜେଡିକୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ଭାଜପା ରାଜ୍ୟ ମୁଖପାତ୍ର: କହିଲେ, ଏବେ ବି ତାମିଲ…
ଭୁବନେଶ୍ୱର,୧୨ା୩(ସୁନିତ୍ ମିଶ୍ର):ଦେଶରେ ଇଣ୍ଡିଆ ମେଣ୍ଟର କିଛି ରାଜନୈତିକ ଦଳ ଡିଲିମିଟେଶନକୁ ନେଇ ଅଯଥାରେ ମିଥ୍ୟା ପ୍ରଚାର କରୁଛନ୍ତି। ବିବାଦୀୟ ବୟାନ ଦେଇ ଲୋକଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି କରୁଛନ୍ତି ା ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଦେଶର ଗଣତନ୍ତ୍ରକୁ ସୁଦୃଢ଼ କରିବ। ସାରା…
ଅସମ୍ଭାଳ ହେବ ତାତି: ୮ ଜିଲାକୁ ହିଟୱେଭ ଆଲର୍ଟ
ଭୁବନେଶ୍ୱର,୧୨।୩: ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍ ଉପରେ ରହୁଛି। ୩ ଦିନ ଧରି ତାତିବ ଆଭ୍ୟନ୍ତରୀଣ ଓଡ଼ିଶା, ଅସମ୍ଭାଳ ହେବ ତାତି।୮ ଜିଲାକୁ ହିଟୱେଭ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ଏସବୁ…
ସୀମା ପୁନଃ ନିର୍ଦ୍ଧାରଣ ନେଇ ଷ୍ଟାଲିନ୍ଙ୍କ ବୈଠକରେ ଯୋଗଦେବ ବିଜେଡି
ଭୁବନେଶ୍ୱର,୧୨ା୩(ସୁନିତ୍ ମିଶ୍ର):ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ୍ ଡାକିଥିବା ବୈଠକରେ ବିଜେଡି ଯୋଗଦେବ। ମଙ୍ଗଳବାର ଡିଏମ୍କେ ସାଂସଦ ଦୟାନିଧି ମାରାନ୍ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଥିଲେ। ନବୀନ ଏବଂ ମାରାନ୍ଙ୍କ…
ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ସଂଖ୍ୟା ଛୁଇଁଲାଣି ୩୭୩୮
ଭୁବନେଶ୍ୱର,୧୦।୩(ରବିନାରାୟଣ ଜେନା): ରାଜ୍ୟରେ ଦିନକୁ ଦିନ ବାଲାଂଦେଶୀ ଅନୁପ୍ରବେଶକାରୀ ବଢୁଛନ୍ତି। ଖାଲି ଯେ ସେମାନଙ୍କ ସଂଖ୍ୟା ବଢୁଛି ତାହା ନୁହେଁ, ସେମାନେ ରାଜ୍ୟରେ ବିଭିନ୍ନ ପ୍ରକାର ଅପରାଧିକ ମାମଲା ଘଟାଉଛନ୍ତି। ଅଦ୍ୟାବଧି ରାଜ୍ୟର ୩୭୩୮ ଜଣ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ ହୋଇଛନ୍ତି…
ତାରାଙ୍କ ବିରୋଧରେ ଆକ୍ସନ: ମୁହଁ ଖୋଲିଲେ କଂଗ୍ରେସ ନେତା, କହିଲେ ରାତିସାରା ବିଧାନସଭା ଆଗରେ…
ଭୁବନେଶ୍ୱର,୧୧।୩: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି…
ବିଧାନସଭାରେ ହାତାହାତି: ମନ୍ତ୍ରୀ, ବିଧାୟକଙ୍କ ବିରୋଧରେ ଆକ୍ସନ ନେବାକୁ ବାଚସ୍ପତିଙ୍କୁ କଂଗ୍ରେସର ଚିଠି
ଭୁବନେଶ୍ୱର,୧୧।୩: କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଙ୍ଗଳବାର ବାଚସ୍ପତିଙ୍କୁ ଏକ ଚିଠି ଲଖିଛନ୍ତି। ଚିଠିରେ ମନ୍ତ୍ରୀ, ଭାଜପା ବିଧାୟକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ମଙ୍ଗଳବାର ଗୃହରେ ହଟ୍ଟଗୋଳ ସମୟର ଭିଡିଓ ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ତାରା ସସପେଣ୍ଡ: କଂଗ୍ରେସ ନେତାଙ୍କ ପାଇଁ ବାହାରିଲା ବିଜେଡି
ଭୁବନେଶ୍ୱର,୧୧।୩: ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କଂଗ୍ରେସ ନେତା ତାରା ବାହିନୀପତିଙ୍କୁ ସସପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ। ମଙ୍ଗଳବାର ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି…
ବିଧାନସଭାରେ ହାତାହାତି: ତାରାଙ୍କ ବିରୋଧରେ ବଡ଼ ଆକ୍ସନ
ଭୁବନେଶ୍ୱର,୧୧।୩: ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ…
ଶିକ୍ଷା ମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟରେ ଲାଗୁ ହେବ ନୂଆ ଶିକ୍ଷା ନୀତି
ଭୁବନେଶ୍ୱର,୧୧।୩: ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ରାଜ୍ୟରେ ଜାତୀୟ ଶିକ୍ଷା ନୀତି ଲାଗୁ ହେବ ବୋଲି ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ଏନେଇ…
ଚାଷୀଙ୍କ ପରେ ଦିବ୍ୟାଙ୍ଗଙ୍କ ଆନ୍ଦୋଳନକୁ ଭଣ୍ଡୁର କଲା ପୋଲିସ୍ : ଆନ୍ଦୋଳନ ପୂର୍ବରୁ ଦିବ୍ୟାଙ୍ଗକୁ ଉଠାଇ ନେଲା ଥାନାକୁ
ବରଗଡ଼,୧୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଭିନ୍ନକ୍ଷମମାନଙ୍କୁ ନେଇ ଗଠିତ ପେରେଣ୍ଟସ୍ ଆସୋସିଏଶନ ସେମାନଙ୍କ ୮ଦଫା ଉପରେ ପ୍ରଶାସନ କୌଣସି ପଦକ୍ଷେପ ନେଇ ନଥିବା ଅଭିଯୋଗ କରି ଏହାର ପ୍ରତିବାଦରେ ମଙ୍ଗଳବାର ସକାଳ ପ୍ରାୟ ସାଢେ ୯ଟାରେ ରାସ୍ତା ଅବରୋଧ ପାଇଁ ବରଗଡ଼…

