ମେଟ୍ରୋ

ଆଜିଠୁ ଲକ୍ଷ୍ୟପତି ଦିଦିଙ୍କୁ ମିଳିବ ଟ୍ରେନିଂ

ଭୁବନେଶ୍ୱର,୧୧।୩ ଆଜିଠୁ ସମସ୍ତ ଜିଲାରେ ଲକ୍ଷପତି ଦିଦି’ କର୍ମଶାଳା ଆରମ୍ଭ ହୋଇଛି । ଏହି କର୍ମଶାଳାରେ ସମ୍ଭାବ୍ୟ ଲକ୍ଷପତି ଦିଦି’ଙ୍କୁ ପ୍ରଶିକ୍ଷଣ ଦିଆଯିବ। ଲକ୍ଷପତି ଦିଦି’ଙ୍କ କ୍ଷମତା ଓ ଦକ୍ଷତା ବୃଦ୍ଧି ପାଇଁ ମିଳିବ ପ୍ରଶିକ୍ଷଣ ଓଡ଼ିଶା ଜୀବିକା ମିଶନରେ କାର୍ଯ୍ୟକାରୀ…

ଗତ ୯ ମାସରେ ଏତିକି କୋଟି ଟଙ୍କା ଋଣ କରିଛନ୍ତି ମୋହନ ସରକାର, ବିଧାନସଭାରେ ରଖିଲେ ତଥ୍ୟ

ଭୁବନେଶ୍ୱର,୧୧।୩: ଗତ ୯ ମାସରେ ଓଡ଼ିଶାର ଭାଜପା ସରକାର ବିଭିନ୍ନ ଉତ୍ସରୁ ୨୧,୦୦୦ କୋଟି ଟଙ୍କାରୁ ଅଧିକ ଋଣ ସଂଗ୍ରହ କରିଛନ୍ତି। ମଙ୍ଗଳବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ପ୍ରକାଶ କରିଛନ୍ତି। ଗତ ବର୍ଷ ଜୁନ୍ ମାସରୁ ଚଳିତ…

୩ ବର୍ଷର ପ୍ରେମ ପରେ ବିବାହ ବନ୍ଧନରେ ବାନ୍ଧିହେବେ ବିଜେଡି ନେତା ପ୍ରଦୀପ ମାଝି , ଜାଣନ୍ତୁ କେଉଁଠି ହୋଇଥିଲା ପ୍ରଥମ ଦେଖା 

ଭୁବନେଶ୍ୱର,୧୧।୩: ବଢ଼ଛି ବୟସ, ପଡ଼ୁଛି ହାତଗଣ୍ଠି । ବିବାହ ବନ୍ଧନରେ ବାନ୍ଧି ହେଉଛନ୍ତି ନେତା ଓ ବିଧାୟକ । ବର୍ତ୍ତମାନ ବିବାହକୁ ନେଇ ଓ ନେତା ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ ବିବାହ କରିଥିବା…

ଜାଣନ୍ତୁ ନବୀନଙ୍କୁ ଭେଟି କ’ଣ କହିଲେ ମନ୍ମମଥଙ୍କ ପତ୍ନୀ

ଭୁବନେଶ୍ୱର,୧୧।୩: ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ସୁର ରାଉତ ରାୟଙ୍କ ପୁଅ ମନ୍ମମଥ ନିକଟରେ ବିବାହ କରିଛନ୍ତି। ତେବେ ସେ ତାଙ୍କ ପତ୍ନୀଙ୍କୁ ନେଇ ବିଜେଡି ସୁପ୍ରିମୋଙ୍କ ପାଖକୁ ଯାଇଥିଲେ। ଶେଠାରେ ସେ ତାଙ୍କ ଆଶୀର୍ବଦ ବିକ୍ଷା କରିଥିଲେ। ବିବାହ କର୍ମ…

୧୧ ବର୍ଷରେ ୩୮ ହାତେଇଛନ୍ତି ଜିଏ ପ୍ଲଟ

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ଗତ ୧୧ବର୍ଷ ମଧ୍ୟରେ ବିଏମ୍‌ସି ଅଞ୍ଚଳରେ ୩୮ ଜଣଙ୍କୁ ଜିଏ ପ୍ଲଟ ଆବଣ୍ଟନ କରାଯାଇଛି। ସେଥିମଧ୍ୟରେ ୧୩ଜଣ ବ୍ୟକ୍ତିବିଶେଷ ରହିଥିବାବେଳେ ୨୫ ଅନୁଷ୍ଠାନ ରହିଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହକୁ ଦେଇଥିବା ତଥ୍ୟ ଅନୁଯାୟୀ, ୨୦୧୪ରୁ…

ଆଜିଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ): ରାଜ୍ୟର ସବୁ ଜିଲାରେ ମଙ୍ଗଳବାରଠାରୁ ଆରମ୍ଭ ହେବ ଲକ୍ଷପତି ଦିଦି କର୍ମଶାଳା। କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ‘ଲକ୍ଷପତି ଦିଦି’ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାକୁ ସଫଳ କରିବା ଲାଗି…

ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ଚିନ୍ତା:ଅପେକ୍ଷାରେ ୨୩, ଛାଡ଼ୁନାହାନ୍ତି ୯

ଭୁବନେଶ୍ୱର,୧୧।୩ (ରବିନାରାୟଣ ଜେନା):ରାଜ୍ୟରେ ଭାଜପା ସରକାରକୁ ପ୍ରାୟ ୯ ମାସ ବିତିବାକୁ ବସିଲାଣି। ହେଲେ ଏପର୍ଯ୍ୟନ୍ତ ସମସ୍ତ ୧୪୭ ବିଧାୟକଙ୍କୁ ସରକାରୀ କ୍ୱାର୍ଟର୍ସ ମିଳିପାରି ନାହିଁ। କେଉଁଠି ପୂର୍ବତନ ବିଧାୟକ କିମ୍ବା ସ୍ବର୍ଗତ ବିଧାୟକଙ୍କ ନାଁରେ ସରକାରୀ ବାସବଭବନ ରହିଛି ତ…

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ ପରେ ଜାମିନ

ଭୁବନେଶ୍ୱର,୧୧।୩(ସତ୍ୟଜିତ୍‌ ରାଉତ): ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡ୍‌ରେ ‘ଧରିତ୍ରୀ ଲାଇଭ୍‌’ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ସହ ଗାଡ଼ି କ୍ଷତିଗ୍ରସ୍ତ କରି କ୍ୟାମେରା ଭାଙ୍ଗିବା ମାମଲାରେ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଅଭିଯୁକ୍ତଦ୍ୱୟ ହେଲେ ଝାରପଡା ମହାଦେବନଗରରେ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଅଧିକାଂଶ ସ୍ଥାନରେ ତାପମାତ୍ରା ୩୭ଂ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ସୋମବାର ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୩୮ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀର ଓ ଝାରସୁଗୁଡ଼ାରେ ୩୭.୪, ସୋନପୁର ୩୭.୨, ଭବାନୀପାଟଣା ୩୭,…

୧୪ରେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ଦେଖାଯିବ

ଭୁବନେଶ୍ୱର,୧୧ା୩(ସୁଚିସ୍ମିତା ସାହୁ):ଚଳିତବର୍ଷ ମୋଟ ୪ଟି ସୂର୍ଯ୍ୟୋପରାଗ ଓ ଚନ୍ଦ୍ରଗ୍ରହଣ ସଂଗଠିତ ହେବ। ଦୁଇଟି ଆଂଶିକ ସୂର୍ଯ୍ୟୋପରାଗ ଏବଂ ଦୁଇଟି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଦେଖିବାକୁ ମିଳିବ। ବର୍ଷର ପ୍ରଥମ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାର୍ଚ୍ଚ ୧୪ରେ ହେବ। ଏହା ଆମେରିକା, ପଶ୍ଚିମ ୟୁରୋପ, ପଶ୍ଚିମ…

ଭାଜପା ନୂଆ ରାଜ୍ୟ ସଭାପତି : କାହା ନାଁରେ ବାଜିବ…

ଭୁବନେଶ୍ୱର,୩।୧୦: ଖୁବଶୀଘ୍ର ଘୋଷଣା ହେବ ଭାଜପା ନୂଆ ରାଜ୍ୟ ସଭାପତି ନାଁ। ଏ ନେଇ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାାଦକ ତରୁଣ ଚୁଗ ସୂଚନା ଦେଇଛନ୍ତି। ତେବେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଥିଲା, ଆଲୋଚନା ମଧ୍ୟ ହୋଇଥିଲା ।…

ଜୟନାରାୟଣଙ୍କ ବିବାଦୀୟ ବୟାନ: ବାବୁ ସିଂ କହିଲେ ଓଡ଼ିଶାର ସ୍ବାର୍ଥ ପାଇଁ… …

ଭୁବନେଶ୍ୱର,୧୦।୩: ଜୟନାରାୟଣଙ୍କ ବୟାନକୁ ନେଇ ମୁହଁ ଖୋଲିଲା ଭାଜପା। ଭାଜପା ବିଧାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାର ସ୍ବାର୍ଥ ପାଇଁ ଇଞ୍ଚେ ବି ସାଲିସ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ତାଙ୍କୁ ପଚାରି ବୁଝିବେ। ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?