ମେଟ୍ରୋ

ମାଷ୍ଟରକ୍ୟାଣ୍ଟିନରେ ଖଣ୍ଡଯୁଦ୍ଧ: ପୋଲିସକୁ ଢେଲା ପଥର ମାଡ଼, ଭାଙ୍ଗିଲେ ଆମ ବସ୍‌

ଭୁବନେଶ୍ୱର,୧୯।୮: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟର କ୍ୟାଣ୍ଟିନ ଛକ । ପୋଲିସ ପକ୍ଷରୁ ଲାଠି ଚାର୍ଜ । ପୋଲିସ ଉପରକୁ ମଧ୍ୟ ଢେଲା ପଥର ମାଡ । OLA, Uber, Rapido ଅନଲାଇନ ଚାଳକ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଥିବା ବେଳେ…

ସ୍ଥାୟୀ ନୂଆ ଡିଜିପି କିଏ ହେବେ: ଧରୁଛି ଜାତୀୟସ୍ତର ରଙ୍ଗ

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ):ଓଡ଼ିଶାର ସ୍ଥାୟୀ ନୂଆ ଡିଜିପି କିଏ ହେବେ ତାହା କିଛିଦିନ ହେବ ସୁପ୍ରିମକୋର୍ଟଙ୍କ ଚୂଡ଼ାନ୍ତ ରାୟ ଉପରେ ନିର୍ଭରକରୁଛି। ମଙ୍ଗଳବାର ଉଚ୍ଚ ନ୍ୟାୟାଳୟରେ ଏ ବିଷୟରେ ଶୁଣାଣି ହୋଇଛି। କୋର୍ଟରେ ଏ ବିଷୟରେ ଦୀର୍ଘ ସମୟ ଆଲୋଚନା ହେବାପରେ ସେପ୍ଟେମ୍ବର…

ସୁପ୍ରିମକୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିରୋଧରେ ଏତେ ଅପରାଧିକ ମାମଲା

ଭୁବନେଶ୍ୱର, ୧୯।୮: ନେତାମାନଙ୍କ ବିରୋଧରେ ରହିଥିବା ଅପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ ଆସିଛି। ବରିଷ୍ଠ ଆଇନଜୀବୀ ବିଜୟ ହଂସାରିଆ କହିଛନ୍ତି ଯେ, ୨୮ଟି ରାଜ୍ୟରୁ ୧୪ଟି…

ନିଖୋଜ ମା’ଙ୍କୁ ଖୋଜୁଛି ବିଜୟ: ବଜାରରୁ ଗଳିକନ୍ଦି ବୁଲି ମାରୁଛନ୍ତି ପୋଷ୍ଟର

ଭୁବନେଶ୍ୱର, ୧୯ା୮(ପ୍ରସନଜିତ୍‌ ସାହୁ):ରାଜଧାନୀ ଭୁବନେଶ୍ବରରେ ନିଖୋଜଙ୍କ ସଂଖ୍ୟା ବଢି ଚାଲୁଥିବା ବେଳେ ଉଦ୍ଧାର କରିବାରେ ବିଫଳ ହେଉଛି କମିଶନରେଟ୍‌ ପୋଲିସ। ସିସିଟିଭି ଫୁଟେଜ୍‌ ଯାଞ୍ଚ ଆଳରେ ପୋଲିସ ଦିନ ଗଡାଉଥିବା ଅଭିଯୋଗ ହେଉଛି। ଫଳରେ ୮ ଦିନ ହେବ ନିଖୋଜ ମା’…

୨୦ରୁ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌, ଏମ୍‌.ଏଡ୍‌ ନାମଲେଖା ଆବେଦନ: ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୯ା୮(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଅଧୀନରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍‌ ବି.ଏଡ୍‌-ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୨୦ ତାରିଖ ଅପରାହ୍ନ ୨ଟାରୁ ଆବେଦନ ଆରମ୍ଭ ହେବ। ଛାତ୍ରୀଛାତ୍ର ସାମ୍ସ ପୋର୍ଟାଲ ମାଧ୍ୟମରେ କମନ ଆପ୍ଲିକେଶନ ଫର୍ମ ପୂରଣ…

ପୁଣି ସୃଷ୍ଟି ହେବ ଲଘୁଚାପ: ୩ ଦିନ ପରେ ବଢିବ ବର୍ଷା

ଭୁବନେଶ୍ୱର,୧୯ା୮(ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ସକ୍ରିୟ ଅବପାତ ଝାଡ଼ଖଣ୍ଡ ଓ ବିହାର ମଧ୍ୟଦେଇ ଗତି କରିବା ସହ ଦୁର୍ବଳ ହୋଇ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ବୁଧବାରଠାରୁ ଶୁକ୍ରବାର…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା ୮୫୦୦ ଟଙ୍କା, ଅଣସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା, ଜଳସେଚିତ…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି ଟଙ୍କାର ୧୦ ସୂତ୍ରୀ ପ୍ୟାକେଜ ଘୋଷଣା କରାଯାଇଛି। ୩୩% କିମ୍ବା ଊର୍ଦ୍ଧ୍ୱ ଫସଲ…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ପୁଣିଥରେ ଉତ୍ତର…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ ଦେଶର ନେତାମାନେ ସାମିଲ ଅଛନ୍ତି। ଆସନ୍ତା ବର୍ଷ ୭ଟି ରାଜ୍ୟରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?