ମେଟ୍ରୋ

ଅନୁଦାନପ୍ରାପ୍ତ କଲେଜ ଶିକ୍ଷକଙ୍କ ଦରମା ବଢ଼ିଲା: କ୍ୟାବିନେଟ୍‌ରେ ୧୨ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ କଲେଜ, ମାଧ୍ୟମିକ ସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସଂଶୋଧିତ ସପ୍ତମ ବେତନ କମିଶନ ହାରରେ ଅନୁଦାନ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷକ ଓ କର୍ମଚାରୀମାନେ ସଂଶୋଧିତ ହାରରେ ଦରମା ପାଇବେ।...

ବରିଷ୍ଠ ଓଏଏସ୍‌ ଶ୍ୟାମଭକ୍ତ ମିଶ୍ର ହେଲେ ଓପିଏସ୍‌ସି ସଦସ୍ୟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଓଏଏସ୍‌ ଅଫିସର ଶ୍ୟାମଭକ୍ତ ମିଶ୍ରଙ୍କୁ ଲୋକସେବା ଆୟୋଗର ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ବୟନିକାର ପରିଚାଳନା ନିର୍ଦ୍ଦେଶକ ଓ ରାଜ୍ୟ ହସ୍ତତନ୍ତ...

କରୋନା ନିୟମରେ ଚାଲିବ ଖଣ୍ଡଗିରି ମେଳା

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଆସନ୍ତା ମାଘସପ୍ତମୀରୁ ଖଣ୍ଡଗିରିରେ ପ୍ରସିଦ୍ଧ କୁମ୍ଭମେଳା ଆରମ୍ଭ ହେବ। ଏହି ଉପଲକ୍ଷେ ଯାତ୍ରାକୁ ଅନୁମତି ମିଳିଛି।୩୦ ତାରିଖରୁ ୫ଟି ପେଣ୍ଡାଲରେ ଯାତ୍ରା ପାର୍ଟି ନାଟକ ପରିବେଷଣ କରିବେ।କରୋନା ଗାଇଡ୍‌ଲାଇନ୍‌ ଅନୁଯାୟୀ, ପ୍ରସିଦ୍ଧ ଖଣ୍ଡଗିରି ମେଳା ଚାଲିବ ବୋଲି ଶନିବାର...

ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ବେସରକାରୀ କଲେଜ କର୍ମଚାରୀଙ୍କ ଦରମା ବଢ଼ାଇଛନ୍ତି ସରକାର। ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଗ୍ରାଣ୍ଟ-ଇନ୍‌-ଏଡ ବୃଦ୍ଧି ଉପରେ ମଞ୍ଜୁରୀ ମିଳିଛି। ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍‌-ଏଡ୍‌ ବଢ଼ିବା ସହ ପିଛିଲା ଭାବେ ୨୦୨୨ ଜାନୁୟାରୀ...

ରାଜ୍ୟ ସରକାର ଆବାସ ଘର ବଣ୍ଟନରେ ସାଧୁତା ଅବଲମ୍ବନ କରନ୍ତୁ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୧।୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶାକୁ ପର୍ଯ୍ୟାପ୍ତ ଘର ଦେଇଛନ୍ତି। ତେଣୁ ରାଜ୍ୟ ସରକାର ଗରିବ ଲୋକଙ୍କ ଉପରେ ଚାପ ନ ପକାଇ ତାଲିକାରେ ସାଧୁତା ଅବଲମ୍ବନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏ ସମ୍ପର୍କରେ ଶୁକ୍ରବାର ଧର୍ମେନ୍ଦ୍ର...

ହସାଇଲେ ସୁନୀଲ୍‌, ତାତି ବଢ଼ାଇଲେ ଶିଳ୍ପା

ରଙ୍ଗବତୀରେ ଏଣ୍ଟ୍ରି, ମୁଁ ସଫେଇ ବାଲାରେ ନାଚିଲେ ଗ୍ରୋଭର ରଙ୍ଗବତୀ ଗୀତରେ ଏଣ୍ଟ୍ରି କଲେ ଲୋକପ୍ରିୟ କମେଡିଆନ୍‌ ସୁନୀଲ୍‌ ଗ୍ରୋଭର୍‌। କହିଲେ ଜୟ ଜଗନ୍ନାଥ। ଓଡ଼ିଶାର ଲୋକପ୍ରିୟ ଓ ଚର୍ଚ୍ଚିତ ଗୀତ ରଙ୍ଗବତୀରେ ମଞ୍ଚକୁ ସ୍ବାଗତ କରିବା ସୌଭାଗ୍ୟ ବୋଲି...

ସମସ୍ତ ଉଠାଦୋକାନୀଙ୍କୁ ଥଇଥାନ କରାଯିବ : ମେୟର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ ଓ ଭେଣ୍ଡିଂଜୋନ୍‌ ସୁରକ୍ଷା ଟ୍ରଷ୍ଟ, ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ଓ ଜାତୀୟ ଉଠାଦୋକାନୀ ମହାସଂଘ ପକ୍ଷରୁ ଜାତୀୟ ଉଠାଦୋକାନୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ହଜାର ହଜାର ଉଠାଦୋକାନୀ...

ହକି ଟିକେଟ ବ୍ଲାକ୍‌: ଆଉ ୪ ଗିରଫ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ ଦେଖିବାକୁ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି। ହେଲେ ଟିକେଟ ମିଳୁ ନ ଥିବାରୁ ଅନେକ ନିରାଶ ହୋଇଛନ୍ତି। ଏପରି ସ୍ଥିତିରେ ଦଲାଲଙ୍କ ହାତରେ ପୁଳାପୁଳା ଟିକେଟ ଦେଖିବାକୁ ମିଳୁଛି। ସେମାନେ ଟିକେଟ...

ଆଜି କ୍ୟାବିନେଟ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତିରାଜ,...

ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଥିଲେ। ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ସେ ନୟାପଲ୍ଲୀସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟରେ ପହଞ୍ଚତ୍ବା ପରେ ଅଧିକାରୀମାନେ ତାଙ୍କୁ ଜେରା କରିଥିଲେ। ତେବେ...

ଅର୍ଚ୍ଚନାଙ୍କ ପାଇଁ ହେବ ସ୍ବତନ୍ତ୍ର ପରୀକ୍ଷା ଗୃହ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ଆଇନ ପରୀକ୍ଷା ଦେବେ । ଏ ନେଇ ସେ ଜେଲ୍‌ ଭିତରେ ଫର୍ମ ଫିଲଅପ୍‌ କରିଛନ୍ତି। ଫର୍ମକୁ କ୍ୟାପିଟାଲ ଲ’ କଲେଜରେ ଅର୍ଚ୍ଚନାଙ୍କ ଓକିଲ ଦେବାଶିଷ ମହାପାତ୍ର ଦାଖଲ କରିଛନ୍ତି । ଛାତ୍ରୀଛାତ୍ର ଅର୍ଚ୍ଚନାଙ୍କ...

ରାସ୍ତାରେ ଜଳିଗଲା ବୁଲେଟ୍‌

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍‌ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍‌ ବୁଲେଟ୍‌ରେ ନିଆଁ ଲାଗିବାର କାରଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri