ମେଟ୍ରୋ

ଛୁଟିରେ ଥିବା ଡାକ୍ତରଙ୍କୁ ଚେତାବନୀ ଦେଲେ ସରକାର, କାର୍ଯ୍ୟରେ ଯୋଗ ନ ଦେଲେ…

ଭୁବନେଶ୍ୱର,୩ା୧୨(ଅନିଲ ଦାସ):ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କୁ ସରକାର ଚେତାବନୀ ଦେଇଛନ୍ତି। ତୁରନ୍ତ କାର୍ଯ୍ୟରେ ଯୋଗ ନ ଦେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନ ଭିନ୍ନ କାରଣ ଦର୍ଶାଇ ଛୁଟିରେ…

ଯୁବକକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ନଦୀପଠାରେ ଫିଙ୍ଗିଦେଲେ

ବାରଙ୍ଗ/ଭୁବନେଶ୍ୱର,୨ା୧୨(ଲିଙ୍ଗରାଜ ରାଉତ/ସୂର୍ଯ୍ୟକାନ୍ତ ବେହେରା): ଜଣେ ବ୍ୟକ୍ତିଙ୍କୁ ମାଡ ମାରିବା ସହ ମାରଣାସ୍ତ୍ରରେ ଗୋଡକୁ କଣା କରି ରକ୍ତାକ୍ତ ପରେ ନଦୀ ପଠାରେ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ । ରାଜଧାନୀ ଉପକଣ୍ଠ ନନ୍ଦନକାନନ ଥାନା ଅଧୀନ ଗଣ୍ଡରପୁର ନଦୀପଠାରେ ଏଭଳି ଏକ ଘଟଣା…

ଏକାଠି ହୋଇ ପୁରୀ ଯିବେ ସମସ୍ତ ଦଳର ବିଧାୟକ

ଭୁବନେଶ୍ୱର,୨।୧୨: ଆସନ୍ତା ୪ ତାରିଖରେ ପୁରୀ ବେଳାଭୂମିରେ ଶକ୍ତି ପ୍ରଦର୍ଶନ କରିବ ଭାରତୀୟ ନୌସେନା। ନୌସେନା ଦିବସରେ ଯୋଗଦେବା ପାଇଁ ସବୁ ଦଳର ବିଧାୟକ ପୁରୀ ଯିବେ ବୋଲି ବାଚସ୍ପତି ସୁରମା ପାଢ଼ୀ ଗୃହରେ ଘୋଷଣା କରିଛନ୍ତି। ବିଧାୟକମାନେ ମଧ୍ୟାହ୍ନ ୧୨ଟା…

ରାଜ୍ୟରେ ଖାଲି ପଡିଛି ହଜାର ହଜାର ଡାକ୍ତର-ପୋଲିସ ପଦବୀ; ବିଧାନସଭାରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୧୧: ରାଜ୍ୟରେ ରହିଛି ଉତ୍କଟ ସ୍ଥିତିରେ ରହିଛି ଡାକ୍ତର ଏବଂ ପୋଲିସ କର୍ମୀଙ୍କ ଅଭାବ। ବିଭିନ୍ନ ଜିଲାରେ ହଜାର ହଜାର ସଂଖ୍ୟାରେ ପଦବୀ ଖାଲି ପଡିଛି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ…

ଯାତ୍ରାରେ ବଢୁଛି ଅଶ୍ଳୀଳତା, କାର୍ଯ୍ୟାନୁଷ୍ଠାନ ଦାବି କଲେ ବିଧାୟକ

ଭୁବନେଶ୍ୱର,୨।୧୧: ରାଜ୍ୟରେ ବିଭିନ୍ନ ଯାତ୍ରା ପାର୍ଟି ପକ୍ଷରୁ ଲୋକମାନଙ୍କୁ ଆକୃଷ୍ଟ କରିବା ପାଇଁ ଚର୍ଚ୍ଚିତ ଅଭିନେତ୍ରୀମାନଙ୍କୁ ଡାକି ନଚାଉଛନ୍ତି। କିନ୍ତୁ କିଛି ସ୍ଥାନରେ ଦେଖିବାକୁ ମିଳୁଛି କି କଳାକାରମାନେ ଉନ୍ମୁକ୍ତ ନାଚ ପ୍ରଦର୍ଶନ କରି ଅଶ୍ଲୀଳତାର ସୀମା ପାର କରୁଛନ୍ତି। ସୋମବାର…

ମୁଁ ମୋ ନାତି-ନାତୁଣିଙ୍କୁ କହିବି…ବୁମ୍‌ରାଙ୍କ ପ୍ରଶଂସାରେ ଶତମୁଖ ହେଲେ ଟ୍ରାଭିସ ହେଡ୍‌

ମୁଁ ମୋ ନାତି-ନାତୁଣିଙ୍କୁ କହିବି…ବୁମ୍‌ରାଙ୍କ ପ୍ରଶଂସାରେ ଶତମୁଖ ହେଲେ ଟ୍ରାଭିସ ହେଡ୍‌ ନୂଆଦିଲ୍ଲୀ,୨।୧୨:ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଡିସେମ୍ବର ୬ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ। ଏଥର ଆଡିଲେଡରେ ଦୁଇ ଦଳ ମଧ୍ୟରେ ପିଙ୍କ୍‌…

ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨।୧୨: ସକାଳେ ବିଜେଡିରୁ ଇସ୍ତଫା ଦେଉଦେଉ ମଧ୍ୟାହ୍ନରେ ମିଶିଗଲେ ଭାଜପାରେ । ବଡ଼ମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ବଡ଼ମ୍ବା ବିଧାୟକଙ୍କ ନେତୃତ୍ୱରେ ଭାଜପାରେ ସାମିଲ ହୋଇଛନ୍ତି। ମନମୋହନ ସାମଲଙ୍କ ଉପସ୍ଥିତିରେ ଭାଜପା ପାର୍ଟି ଅଫିସରରେ ସାମିଲ ହୋଇଥିବା ସୂଚନା ମିଳିଛି।…

ଓଡ଼ିଶାରେ ପହଞ୍ଚିଲା ଉତ୍ତରପ୍ରଦେଶ ଆଳୁ ଗାଡ଼ି: ଏଣିକି କମିବ ରେଟ

ଭୁବନେଶ୍ୱର,୨।୧୧ ଓଡ଼ିଶାରେ ପହଞ୍ଚିଲା ଉତ୍ତରପ୍ରଦେଶ ଆଳୁ ଗାଡ଼ି। ଭୁବନେଶ୍ବର ଆଇଗିଣିଆ ଗୋଦାମରେ ୧୦ ଟ୍ରକ ଆଳୁ ଗାଡ଼ି ପହଞ୍ଚିଛି। ଆହୁରି ଗାଡ଼ି ପହଞ୍ଚିବା ନେଇ ବ୍ୟବସାୟୀ ମହାସଂଘ ମହାସଚିବ ସୂଚନା ଦେଇଛନ୍ତି। ୬୦ରୁ ୭୦ ଟ୍ରକ ଆଳୁ ଗାଡ଼ି ପହଞ୍ଚିବା ପରେ…

ଦିଶାହୀନ କଂଗ୍ରେସ ଅଯଥା ପ୍ରଳାପ କରୁଛି: ଭାଜପା ଯୁବମୋର୍ଚ୍ଚା

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ୩ ଦିନ ଧରି ରାଜ୍ୟର ରାଜଧାନୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସେ ତାଙ୍କ ଗସ୍ତ ଶେଷ କରି ରାଜ୍ୟରୁ ବାହୁଡ଼ିଛନ୍ତି। ସେ ଓଡ଼ିଶାରେ ୩ ଦିନ…

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍‌ ଆଳୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ…

ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା…

ଭାଜପା-ବିଧାୟକ ମନ୍ତ୍ରୀଙ୍କ ପାଇଁ ଆଳୁ ୩୦ ଟଙ୍କା, ଆମ ପାଇଁ ୫୦, କାହିଁକି ଏମିତି କହିଲେ ଜୟଦେବ ଜେନା

ଭୁବନେଶ୍ୱର,୧ା୧୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଳୁର ଦାମ୍‌କୁ ନେଇ ଭାଜପା ଉପରେ ଖୁବ୍‌ ବର୍ଷିଛନ୍ତି। ସେ କହିଛନ୍ତି, ସରକାର ଖାଲି କଥାରେ କହୁଛନ୍ତି ଉତ୍ତରପ୍ରଦେଶରୁ ଶସ୍ତାରେ ଆଳୁ ଆଣି ଦେବୁ। ହେଲେ ମିଳୁନି। ମନ୍ତ୍ରୀ କହୁଛନ୍ତି ୩୦ ଟଙ୍କାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri