KIIT ଛାତ୍ରୀ ମୃତ୍ୟୁ ମାମଲା; ସଫେଇ ଦେଲା କିଟ୍
ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ କର୍ତ୍ତୃପକ୍ଷ ସଫେଇ ରଖିଛନ୍ତି। ଘଟଣାରେ ଚାରିଆଡୁ ଚାପ ପଡିବା ପରେ ମତ ବଦଳାଇବା ସହିତ ଛାତ୍ରମାନଙ୍କୁ ମାଡ଼ ମାରିଥିବା ୨ ସିକ୍ୟୁରିଟି ଗାର୍ଡଙ୍କୁ ବହିଷ୍କାର କରିଛନ୍ତି। ଏଥିସହିତ…
ବଜେଟରେ ସରକାରଙ୍କ ବଡ଼ ଘୋଷଣା: ଏମାନଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କା
ଭୁବନେଶ୍ୱର,୧୮।୨: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବେ। ସୋମବାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ…
KIIT ଛାତ୍ରୀଙ୍କ ମୃତ୍ୟୁ ପରେ ବାପା ସୁନୀଲ ଲାମସାଲ୍ଙ୍କ ସାଂଘାତିକ ବୟାନ
ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ଝିଅ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ବଡ ବୟାନ ଦେଇଛନ୍ତି ବାପା ସୁନୀଲ ଲାମସାଲ୍। ସେ ଅଭିଯୋଗ କରିଛନ୍ତି ଯେ, ‘ନେପାଳ ଯାଇ ଆମ ୟୁନିଭରସିଟିରେ ପଢ଼ ବୋଲି ପିଲାଙ୍କୁ ଡାକି ଆଣୁଛନ୍ତି। ଏଠାରେ କିନ୍ତୁ…
ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ଏହା ଏକ ଷଡଯନ୍ତ୍ର ବୋଲି କହିଲେ IAS
ଭୁବନେଶ୍ୱର,୧୮।୨: IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍ କରିଛନ୍ତି। ସକାଳ ୮ଟାରୁ ଦିଲ୍ଲୀର ସିବିଆଇ ଟିମ…
KIIT ବିଶ୍ୱବିଦ୍ୟାଳୟ ବିବାଦ: ବଳାତ୍କାରରୁ ପ୍ରକୃତି ଲମସାଲଙ୍କ ଆତ୍ମହତ୍ୟା, ଟାର୍ଗେଟରେ ଯୁବତୀ
ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ…
ବଦଳିବ ପାଗ: ଆସନ୍ତାକାଲିଠାରୁ ଏହି ସବୁ ଜିଲାରେ ବର୍ଷା! ପାଣିପାଗ ବିଭାଗର ସୂଚନା…
ଭୁବନେଶ୍ୱର,୧୮।୨: ବଦଳିବ ପାଣିପାଗ। ଆସନ୍ତାକାଲି ଠାରୁ ରାଜ୍ୟର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ଅନୁଯାୟୀ, ୧୯ ତାରିଖରେ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପ…
KIIT University Girl Student’s Death: ପ୍ରଥମେ ତଡ଼ିଦେଲେ, ପରେ ଟଙ୍କା ଦେଇ ସ୍ୱର ଚାପି ଦେବାକୁ ଉଦ୍ୟମ
ଭୁବନେଶ୍ୱର,୧୮।୨: କିଟ୍ ବିଶ୍ବବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ମୃତ୍ୟୁ ଘଟଣାରେ ହଷ୍ଟେଲରେ ଥିବା ସମସ୍ତ ନେପାଳୀ ଛାତ୍ରୀଛାତ୍ରଙ୍କୁ ସୋମବାର ହଷ୍ଟେଲ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରେ ଜୋରଜବରଦସ୍ତି ସମସ୍ତ ଛାତ୍ରୀଛାତ୍ରଙ୍କୁ କଟକ ରେଳ ଷ୍ଟେଶନକୁ ବିଶ୍ବବିଦ୍ୟାଳୟର ବସ୍ ଯୋଗେ ପଠାଇ…
ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ତେବେ ୨୦୨୪- ୨୫…
ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ୨୦୨୩-୨୪ରେ ରାଜ୍ୟର ଅର୍ଥନୈତିକ…
କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର…
KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର
ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ ଘୋଷଣା…
ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ…
Archives


