ଦିଶାହୀନ କଂଗ୍ରେସ ଅଯଥା ପ୍ରଳାପ କରୁଛି: ଭାଜପା ଯୁବମୋର୍ଚ୍ଚା
ଭୁବନେଶ୍ୱର,୨।୧୨(ସୁନିତ୍ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ୩ ଦିନ ଧରି ରାଜ୍ୟର ରାଜଧାନୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସେ ତାଙ୍କ ଗସ୍ତ ଶେଷ କରି ରାଜ୍ୟରୁ ବାହୁଡ଼ିଛନ୍ତି। ସେ ଓଡ଼ିଶାରେ ୩ ଦିନ…
ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର,୨।୧୨(ସୁନିତ୍ ମିଶ୍ର): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ…
ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ
ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା…
ଭାଜପା-ବିଧାୟକ ମନ୍ତ୍ରୀଙ୍କ ପାଇଁ ଆଳୁ ୩୦ ଟଙ୍କା, ଆମ ପାଇଁ ୫୦, କାହିଁକି ଏମିତି କହିଲେ ଜୟଦେବ ଜେନା
ଭୁବନେଶ୍ୱର,୧ା୧୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଳୁର ଦାମ୍କୁ ନେଇ ଭାଜପା ଉପରେ ଖୁବ୍ ବର୍ଷିଛନ୍ତି। ସେ କହିଛନ୍ତି, ସରକାର ଖାଲି କଥାରେ କହୁଛନ୍ତି ଉତ୍ତରପ୍ରଦେଶରୁ ଶସ୍ତାରେ ଆଳୁ ଆଣି ଦେବୁ। ହେଲେ ମିଳୁନି। ମନ୍ତ୍ରୀ କହୁଛନ୍ତି ୩୦ ଟଙ୍କାରେ…
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏତିକି ରେଡିଓଗ୍ରାଫରଙ୍କୁ ମିଳିବ ନିଯୁକ୍ତିପତ୍ର
ଭୁବନେଶ୍ୱର,୧ା୧୨: ରାଜ୍ୟରେ ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା ପାଇଁ ରେଡିଓଗ୍ରାଫରଙ୍କୁ ନିଯୁକ୍ତିପତ୍ର ମିଳିବ। ଏନେଇ ରବିବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ରେଡିଓଗ୍ରାଫର ଦ୍ୱାରା ସ୍ବାସ୍ଥ୍ୟକ୍ଷେତ୍ରରେ ଉନ୍ନତି ହେବ। ୨୫୦ ରେଡିଓଗ୍ରାଫରଙ୍କୁ ନିଯୁକ୍ତିପତ୍ର ମିଳିବ। ଆଗାମୀ ଦିନରେ ଆହୁରି…
ରାଜ୍ୟରେ ୫୦ ହଜାର ଏଡ୍ସ ଆକ୍ରାନ୍ତ, ସବୁଠୁ ଅଧିକ ରହିଛନ୍ତି ଏହି ଜିଲାରେ…
ଭୁବନେଶ୍ୱର,୧ା୧୨: ଆଜି ଅର୍ଥାତ୍ ଡିସେମ୍ବର ୧ରେ ବିଶ୍ବ ଏଡ୍ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ…
ମାଡ ହେଲା ବାତ୍ୟା: ୩ ଯାଏଁ ଓଡ଼ିଶାର ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୧ା୧୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ଫେଙ୍ଗାଲ’ର ରୂପ ନେଇଥିବାବେଳେ ଶନିବାର ରାତିରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ସହ ପବନ ଲାଗିରହିଛି। ଓଡ଼ିଶାରେ ମଧ୍ୟ ବିଭିନ୍ନ ସ୍ଥାନରେ…
ଜୟନାରାୟଣଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଲେ ଭାଜପା ରାଜ୍ୟ ସଭାପତି ମନମୋହନ
ଭୁବନେଶ୍ୱର,୩୦।୧୧: ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟନାରାୟଣଙ୍କ ବୟାନକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳରେ ସମସ୍ତଙ୍କୁ…
ଭାଜପାରେ ମୋତେ ସାଇଡ୍ଲାଇନ କରାଯାଉଛି: ଜୟନାରାୟଣ
ଭୁବନେଶ୍ୱର,୩୦।୧୧: ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସେ ଭାଜପାରୁ ସାଇଡ୍ଲାଇନ ହୋଇ ରହିଥିବା କହିଛନ୍ତି। ଏବିଭିପିରୁ ତଡ଼ା ଖାଇଥିଲି, ଭାଜପାରୁ ମଧ୍ୟ ତଡ଼ା ଖାଉଛି। ସମୀର…
ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…
ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬…
ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ: ଜାଣନ୍ତୁ କେତେ, କେବେଠୁ ଏହା ଲାଗୁ?
ଭୁବନେଶ୍ୱର,୩୦।୧୧: ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ। ପ୍ରାଥମିକ ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନରେ ଖର୍ଚ୍ଚ ୭ଟଙ୍କା ୬୪ ପଇସା ହେବ । ପୂର୍ବରୁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା । ସେହିପରି ଉଚ୍ଚ ପ୍ରାଥମିକ …
ଧମକ ପୂର୍ଣ୍ଣ ମେଲ୍ ପରେ ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ବଢ଼ୁଛି ସନ୍ଦେହ
ଭୁବନେଶ୍ୱର,୩୦।୧୧: ଧମକ ପୂର୍ଣ୍ଣ ମେଲ୍ ପରେ ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ୁଛି। I ତେବେ ବ୍ୟାଗ୍ କାହାର ସେଥିରେ କ’ଣ ଅଛି ଏହାକୁ ନେଇ ସିଆଇଏସଏଫ ଡଗ ସ୍କ୍ବାଡ ଯାଞ୍ଚ କରୁଛି I ତେବେ ବ୍ୟାଗ୍ଟି କାହାର,…
Archives


