ରାଜଧାନୀରେ ଶିଶୁକନ୍ୟା ଅଲୋଡ଼ା, ବସ୍ତି ପାଖରେ ଛାଡ଼ି ଚାଲିଗଲେ…
ଭୁବନେଶ୍ୱର,୨୯ା୧୧: ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ୧ ନମ୍ବର ଆରଟିଓ ନିକଟ ବସ୍ତି ପାଖରେ ଏକ ଶିଶୁକନ୍ୟାକୁ କେହି ଛାଡ଼ି ଚାଲିଯାଇଛନ୍ତି। ଲୋକମାନେ ରାସ୍ତା ଉପରେ ଶିଶୁକନ୍ୟାକୁ ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ…
କୋର୍ଟ ରୁମ୍ରେ ପଶିଲା ହନୁ, ଭାଇରାଲ୍ ହେଲା ଭିଡିଓ
ଖୋର୍ଦ୍ଧା,୨୯।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଚାରପତି କୋର୍ଟରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ କରୁଥିବା ବେଳେ ହଠାତ୍ ଗୋଟିଏ ହନୁ ମାଙ୍କଡ଼ କୋର୍ଟ ରୁମ୍କୁ ପ୍ରବେଶ କରିଥିଲା।…
ସୁଧୁରୁନାହାନ୍ତି ଟ୍ରୁଡୋ: ଭାରତ ବିରୋଧରେ ରଚୁଛନ୍ତି ଷଡଯନ୍ତ୍ର
ନୂଆଦିଲ୍ଲୀ,୨୯।୧୧: ଭାକ୍ୟୁମ୍ବରରେ ଥିବା ଇଣ୍ଡିଆନ କନସୁଲେଟର ଅଧିକାରୀମାନଙ୍କୁ ଅଡିଓ ଏବଂ ଭିଡିଓ ନଜରରେ ରଖାଯିବା ବିଷୟରେ ନିକଟରେ କାନାଡା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ କିର୍ତ୍ତୀବର୍ଦ୍ଧନ ସିଂ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ରାଜ୍ୟ ସଭାକୁ ଏହି ସୂଚନା…
୨ ବର୍ଷରେ ୨୩,୬୫୫ ସଡ଼କ ଦୁର୍ଘଟଣା
ଭୁବନେଶ୍ୱର,୨୯ା୧୧ (ଅନୁରାଧା ମହାରଣା): ୨୦୨୨ ଓ ୨୦୨୩ରେ ରାଜ୍ୟରେ ୨୩,୬୫୫ ସଡ଼କ ଦୁର୍ଘଟଣା ଘଟିଛି। ୨୦୨୨ରେ ୧୧,୬୬୩ଟି ଦୁର୍ଘଟଣା ଘଟିଥିବାବେଳେ ୨୦୨୩ରେ ଏହି ସଂଖ୍ୟାରେ ୩୨୯ ବଢ଼ିଛି, ଅର୍ଥାତ୍ ୧୧,୯୯୨ ଦୁର୍ଘଟଣା ହୋଇଛି। ଏହି ଦୁଇ ବର୍ଷରେ ଦ୍ରୁତଗତିଜନିତ ଦୁର୍ଘଟଣା ସବୁଠାରୁ…
ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍ ଶୋ’
ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ ପାଇଁ ପଥ ପରିଷ୍କାର କରିବ। ଏହି ପୁଞ୍ଜିବିନିଯୋଗରେ ହେବାକୁ ଥିବା ପ୍ରକଳ୍ପଗୁଡ଼ିକ ଓଡିଶାରେ ୭୪,୦୦୦ରୁ…
ଓଏଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ
ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସ୍ବାସ୍ଥ୍ୟ…
ହାଇକୋର୍ଟରେ କଟକ ସହର ସମସ୍ୟା ମାମଲା: ‘୩୦ ତାରିଖ ସୁଦ୍ଧା ବାଲିଯାତ୍ରା ପଡ଼ିଆ ସ୍ବଚ୍ଛ କର’
କଟକ,୨୯ା୧୧ (କାର୍ତ୍ତିକ ସାହୁ): ଉପର ଓ ତଳ ବାଲିଯାତ୍ରା ପଡ଼ିଆ ପ୍ରଦୂଷିତ। ବାଲିଯାତ୍ରା ସରିବା ପରେ ମଧ୍ୟ ଏପର୍ଯ୍ୟନ୍ତ ସଫା ହୋଇନି ପଡ଼ିଆ। କୁଢ଼ କୁଢ଼ ଆବର୍ଜନା ପଡିରହିଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଜିଲାପାଳ ଓ କଟକ…
ଆଜି ହାଫ୍ ଡେ’ ସ୍କୁଲ-କଲେଜ୍: ୧ଟାରୁ ଛୁଟି
ଭୁବନେଶ୍ୱର, ୨୯ା୧୧(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଆସିବେ। ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍ଭେନ୍ଶନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଡିଜିପି ସମ୍ମିଳନୀ ସହ ବିଭିନ୍ନ…
ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା
ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ପ୍ରମୁଖ ବହୁ ବିଶିଷ୍ଟ…
ଓଡ଼ିଶାରେ ଟିକସମୁକ୍ତ ହେଲା ‘ଦି ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର
ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏବଂ ରାଜ୍ୟର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ସିନେମାକୁ ଓଡ଼ିଶାରେ କରମୁକ୍ତ ଘୋଷଣା କରାଗଲା ବୋଲି ରାଜ୍ୟ…
ଓଡ଼ିଶାରେ ବାତ୍ୟା ଛନକା: ୨ ଦିନ ବର୍ଷିବ
ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବାବେଳେ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୨ଦିନ ବର୍ଷା ହେବାର ଆଶଙ୍କା ରହିଛି। ତେବେ ବୁଧବାର…
ଅସଲି ରାଜା ଆସିଲେ, ଡୁପ୍ଲିକେଟ ରାଜା ପଳେଇଲେ: ବିଧାନସଭାରେ ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୯ା୧୧(ସୁନିତ୍ ମିଶ୍ର):ବିଧାନସଭାରେ ଓଡ଼ିଶା ସାମଗ୍ରୀ ଓ ସେବା ଟିକସ୍ (ଦ୍ୱିତୀୟ ସଂଶୋଧନ) ବିଲ୍, ୨୦୨୪ ଉପରେ ଆଲୋଚନା ଚାଲିଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ରଖୁଥାଆନ୍ତି। ଏହି ଅବସରରେ ପୂର୍ବରୁ ଗୃହରେ ବିଜେଡି ସଦସ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁ…
Archives


