ମେଟ୍ରୋ

ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ହେବ ହକି ବିଶ୍ୱକପ୍‌

ଭୁବନେଶ୍ବର,୨ା୧(ବ୍ୟୁରୋ):ଓଡ଼ିଶାରେ ହକି ବିଶ୍ୱକପ୍‌ ଆୟୋଜନରେ ଯେପରି ଟିକେ ବି ଭୁଲ୍‌ ନ ହୁଏ, ସେନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ପ୍ରସ୍ତୁତି ଉପରେ ଗୁରୁତ୍ୱ ଦେଉଛନ୍ତି। ଗତ ୨ ବର୍ଷ ହେଲା କୋଭିଡ୍‌ ଯୋଗୁ ସାରା ଦେଶରେ କରୋନା କଟକଣା...

ଜାନୁୟାରୀର ସବୁ ଛୁଟି ଦିନରେ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ଲୋକସେବା ପୁଷ୍ପ ଉଦ୍ୟାନ

ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ୨୦୨୩ର ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ...

ରାଜ୍ୟବାସୀଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧(ବ୍ୟୁରୋ): ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଇଂରାଜୀ ନବବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି, ସମୃଦ୍ଧି, ସୁଯୋଗ ଓ ସମ୍ଭାବନାର ବର୍ଷ ହେଉ। ଏହାସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ରାଜ୍ୟବାସୀଙ୍କ ପାଇଁ ମଙ୍ଗଳ କାମନା...

ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ୬୦ ଜଣ ବଡ଼ବାବୁ

ଭୁବନେଶ୍ୱର,୧ା୧(ବ୍ୟୁରୋ): ୨୦୨୨ରେ ଓଡ଼ିଶା ଭିଜିଲାନ୍ସ ୫୪୪ ଜଣ ଅଭିଯୁକ୍ତଙ୍କ ବିରୋଧରେ ୨୮୫ଟି ମାମଲା ରୁଜୁ କରିଛି। ସେମାନଙ୍କ ମଧ୍ୟରେ ୬୦ ଜଣ କ୍ଲାସ୍‌-୧ ଅଫିସର ଥିବା ବେଳେ ୫୩ ଜଣ କ୍ଲାସ୍‌-୨ ଅଫିସର, ୨୨୭ ଜଣ ତୃତୀୟ ଶ୍ରେଣୀ କର୍ମଚାର, ୭...

ଚାକିରି ନାଁରେ ବଡ଼ ଠକେଇ

ଭୁବନେଶ୍ୱର,୧ା୧(ବ୍ୟୁରୋ): ସାରା ଦେଶକୁ ବ୍ୟାପିଛି ଠକେଇ ର଼୍ୟାକେଟ। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଗୁଜରାଟ, କର୍ନାଟକ, ଆନ୍ଧ୍ରପ୍ରଦେଶ ଆଦି ବିଭିନ୍ନ ରାଜ୍ୟରେ ଜାଲ ବିଛାଇ ଚାକିରି ଆଶାୟୀଙ୍କଠାରୁ କୋଟି କୋଟି ଟଙ୍କା ଠକିନେଇଥିବା ମାଷ୍ଟରମାଇଣ୍ଡ୍‌ଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଉତ୍ତରପ୍ରଦେଶ ଆଲିଗଡରୁ...

ସିକିଲ୍‌ ସେଲ୍‌ ନିରାକରଣ ପାଇଁ ସ୍ବତନ୍ତ୍ର ପଦକ୍ଷେପ

ଭୁବନେଶ୍ୱର, ୧।୧(ବ୍ୟୁରୋ): ସିକିଲ୍‌ ସେଲ୍‌ ରୋଗର ନିରାକରଣ ପାଇଁ ରାଜ୍ୟରୁ ବ୍ଲକ୍‌ ସ୍ତର ପର୍ଯ୍ୟନ୍ତ ଆନୁଷ୍ଠାନିକ ବ୍ୟବସ୍ଥା କରିବା ପାଇଁ ସରକାର ନିଷ୍ପତ୍ତି କରିଛନ୍ତି। ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ସବ୍‌-କମିଟି ଗଠନ କରାଯାଇଛି। ଅନୁସୂଚିତ...

୧୨,୯୭୩ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ୪୧୮୩ କୋଟି ଟଙ୍କାର ୧୬ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏହାସହିତ ୧.୬୭ ଲକ୍ଷ କୋଟି ଟଙ୍କାର ୧୦ଟି ବୃହତ୍‌ ପ୍ରକଳ୍ପ ପାଇଁ ହାଇଲେଭଲ କ୍ଲିୟରାନ୍ସ ଅଥରିଟିକୁ ସୁପାରିସ କରିଛନ୍ତି। ଶନିବାର ମୁଖ୍ୟ...

୮ ଶିଶୁ ମୃତ୍ୟୁ ମାମଲା : ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର, ୧।୧ବ୍ୟୁରୋ): କୋରାପୁଟ ଜିଲା ବୋରିଗୁମ୍ମାା ବ୍ଲକର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଚିକିତ୍ସା ଅଭାବରୁ ୮ ନବଜାତ ଶିଶୁଙ୍କ ମୃତ୍ୟୁକୁ ନେଇ ଜାତୀୟ ମାନବିକ ଅଧିକାର କମିଶନ(ଏନ୍‌ଏଚଆର୍‌ସି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ଘଟଣାରେ କମିଶନ ରାଜ୍ୟ ମୁଖ୍ୟ ଶାସନ...

ସମବାୟ ବିଭାଗର ୩ ଜଣଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧ା୧(ବ୍ୟୁରୋ): ସମବାୟ ବିଭାଗରେ କାର୍ଯ୍ୟରତ ୩ ଜଣ ଅଧିକାରୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ପ୍ରଦାନ କରିଛନ୍ତି। ସମବାୟ ଅଡିଟ୍‌ ନିର୍ଦ୍ଦେଶାଳୟ, ଭୁବନେଶ୍ୱରର ସବ୍‌ଆସିଷ୍ଟାଣ୍ଟ ଏଜିସିଏସ୍‌ ମୁକ୍ତେଶ୍ୱର ସୋରେଙ୍ଗ୍‌, ସମବାୟ ସମିତି ସମୂହର ନିବନ୍ଧକଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ସମବାୟ ସମିତି...

ସରକାରୀ ମେଡିକାଲ କଲେଜରେ ହେବ ଟିଚିଂ ହସ୍ପିଟାଲ

ଭୁବନେଶ୍ୱର, ୧ା୧(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ନୂଆ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲ ଆରମ୍ଭ ହେବ। ତେଣୁ ଏହି ୯ଟି ସରକାରୀ ହସ୍ପିଟାଲ କାମ ସାରିବାକୁ ସମୟ ସୀମା ଧାର୍ଯ୍ୟ ହୋଇଛି। ଜାନୁୟାରୀ ସୁଦ୍ଧା କେନ୍ଦୁଝର ଟିଚିଂ ହସ୍ପିଟାଲ...

ପୁଟିନ୍‌ ବିରୋଧୀ ଉଦ୍ଧାର

ଭୁବନେଶ୍ବର, ୧ା୧(ବ୍ୟୁରୋ): ଓଡ଼ିଶା ବୁଲିବାକୁ ଆସିଥିବା ରୁଷୀୟ ନାଗରିକ ଆଣ୍ଟୋଭ ପାଭେଲ(୬୫) ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର୍‌ ବିଦାନୋଭ(୬୧)ଙ୍କ ମୃତ୍ୟୁ ପଛର କାରଣ ଏଯାବତ୍‌ ସ୍ପଷ୍ଟ ହୋଇପାରି ନ ଥିବାବେଳେ ଭୁବନେଶ୍ୱର ରେଳ ଷ୍ଟେଶନରେ ପ୍ଲାକାର୍ଡ ଧରି ବୁଲୁଥିବା ଜଣେ...

ଗଠନ ହେଲା ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ନୂଆବର୍ଷରେ ବିଜେଡିର ନୂଆ ଗଣମାଧ୍ୟମ ଟିମ୍‌ ଗଠିତ ହୋଇଛି। ବିଜୁ ଜନତା ଦଳର ରାଷ୍ଟ୍ରୀୟ ମୁଖପାତ୍ର ଭାବେ ଏମ୍‌ପି ମାନସ ମଙ୍ଗରାଜ ମନୋନୀତ ହୋଇଛନ୍ତି। ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ, ପିନାକୀ ମିଶ୍ର, ଶର୍ମିଷ୍ଠା ସେଠୀ, ଡ. ସସ୍ମିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri