ସାଧାରଣତନ୍ତ୍ର ଦିବସରେ ମୋଦିଙ୍କୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ
କଟକ,୨୬।୧: ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ…
ଗାନ୍ଧି ମାର୍ଗରେ ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ
ଭୁବନେଶ୍ବର,୨୬।୧: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗାନ୍ଧି ମାର୍ଗରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହାସହ ଭବ୍ୟ ପରେଡ ଆରମ୍ଭ ହୋଇଯାଇଛି। ରାଜ୍ୟପାଳ ଅଭିବାଦନ ଗ୍ରହଣ କରୁଛନ୍ତି। ଏଥର ପରେଡ୍ରେ ୫୪ଟି…
କେବେ ଘୁଞ୍ଚିବ କୋଟିଆ ଦୁଃଖ: ୭୮ ବର୍ଷ ପରେ ବି ଚିହ୍ନଟ ହୋଇନି ୩ ଭାଗ ରାଜସ୍ବ ଅଞ୍ଚଳ
ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ଦେଶ ସ୍ବାଧୀନ ହେବାର ୭୮ ବର୍ଷ ବିତିଥିଲେ ହେଁ ଏବେ ବି କୋରାପୁଟ ଜିଲା କୋଟିଆ ଅଞ୍ଚଳର ୩ ଭାଗ ସୀମା ଚିହ୍ନଟ ହୋଇପାରିନାହିଁ। କୋଟିଆର ୨୮ ରାଜସ୍ବ ଗ୍ରାମ ମଧ୍ୟରୁ କତ୍ରାଗୁଡା, ଗୁମେଇପଦର, ତଳକାନ୍ତି, ଥୁରିଆ, ବଡ଼ବନ୍ଧ, ମାଥଲମ୍ବା…
ଧାନକିଣା ପ୍ରସଙ୍ଗ: ୨ରୁ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି
ଭୁବନେଶ୍ୱର,୨୬ା୧(ରବିନାରାୟଣ ଜେନା):ରାଜ୍ୟରେ କୃଷକମାନଙ୍କ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ବିଜୁ ଜନତା ଦଳ(ବିଜେଡି) ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିବା ସହିତ ଆନ୍ଦୋଳନର ଚେତାବନୀ ଦେଇଛି। ଶଙ୍ଖ ଭବନରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର…
ଅଲ୍ବିଦା ଅଭିଜିତ୍: ଜାଣନ୍ତୁ କେମିତି ପାଇଥିଲେ ସଂଘର୍ଷରୁ ସଫଳତା
ଅଲ୍ବିଦା ଅଭିଜିତ୍। ଓଡ଼ିଆ ଚଳଚ୍ଚିତ୍ର ହେଉ କି ଆଲବମ୍ ଅବା ଷ୍ଟେଜ୍ ଶୋ’-ସେ ସତେଯେମିତି ତାଙ୍କର ଆଧିପତ୍ୟ ବିସ୍ତାର କରି ରହିଥିଲେ। ଗୀତ ଯେଉଁଭଳି ହେଉନା କାହିଁକି ତାକୁ ସେ ଏଭଳି ସ୍ବରାୟିତ କରୁଥିଲେ, ଯାହା ଶ୍ରୋତାଙ୍କୁ ପ୍ରଭାବିତ କରିବାରେ ସକ୍ଷମ…
୭୫ ବର୍ଷୀୟ ବୃଦ୍ଧଙ୍କ ଅଦମ୍ୟ ସାହସ: ଜାଣନ୍ତୁ ପ୍ରେମ ଓ ସଂଘର୍ଷର ହୃଦୟସ୍ପର୍ଶୀ କାହାଣୀ, ବାଟରେ ଘଟିଲା ଏମିତି
ଭୁବନେଶ୍ବର, ୨୫ା୧: ପ୍ରେମ ଓ ସଂଘର୍ଷର ଏକ ହୃଦୟସ୍ପର୍ଶୀ ଚିତ୍ର ଓଡ଼ିଶାରେ ଦେଖିବାକୁ ମିଳିଛି। ବିହାରର “ମାଉଣ୍ଟେନ୍ ମ୍ୟାନ୍” ଦଶରଥ ମାଝୀଙ୍କ ପରି ଜଣେ ୭୫ ବର୍ଷୀୟ ବୃଦ୍ଧ ନିଜ ପକ୍ଷାଘାତ ପୀଡ଼ିତ ସ୍ତ୍ରୀଙ୍କୁ ବଞ୍ଚାଇବା ପାଇଁ ରିକ୍ସାରେ ୩୦୦ କିଲୋମିଟର…
ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’
ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି…
ଖଣ୍ଡଗିରି ଯାତ୍ରା ପାଇଁ ୧୪ ନିୟମ ଜାରି କଲା ପୋଲିସ, ନଗ୍ନ ନୃତ୍ୟ ପରିବେଷଣ କଲେ….
ଭୁବନେଶ୍ବର, ୨୫ା୧: ଖଣ୍ଡଗିରି ଯାତ୍ରା ଆଜିଠାରୁ ଆରମ୍ଭ ହୋଇଥିବା ବେଳେ କମିଶନରେଟ ପୋଲିସ ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ କମିଟିମାନଙ୍କୁ ନୋଟିସ୍ ଜାରି କଲା କମିଶନରେଟ ପୋଲିସ୍ । ୧୪ଟି ନିୟମ ଜାରି କଲା…
ବଡ଼ ବୟାନ ଦେଲେ ବାବୁ: ଅପେକ୍ଷା କରନ୍ତୁ; ଅଙ୍କ ବିଗିଡ଼ିବ, ଚତୁର୍ଥ ସିଟ୍ ଭାଜପାକୁ ଯିବ…
ଭୁବନେଶ୍ୱର,୨୫।୧: ରାଜ୍ୟ ସଭା ନିର୍ବାଚନକୁ ନେଇ ଭାଜପା ବିଧାୟକ ବାବୁ ସିଂଙ୍କ ବିସ୍ଫୋରକ ବୟାନ। ନବୀନଙ୍କ ଉପରୁ MLAମାନଙ୍କ ଆସ୍ଥା ତୁଟିଲାଣି। ଅଙ୍କ ବିଗିଡ଼ିବ। ଅପେକ୍ଷା କରନ୍ତୁ ଚତୁର୍ଥ ସିଟ୍ ଭାଜପାକୁ ଯାଇପାରେ ବୋଲି ସେ କହିଛନ୍ତି। ଏହାକୁ ନେଇ ରାଜନୀତି…
ଗୃହ ବିଭାଗ ପକ୍ଷରୁ ଘୋଷଣା: ୨୦ଜଣଙ୍କୁ ମିଳିବ ରାଜ୍ୟପାଳ ପଦକ
ଭୁବନେଶ୍ୱର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର,…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍ଶୀଘ୍ର ରାଜ୍ୟରେ ଖୋଲିବ…
ଭୁବନେଶ୍ୱର,୨୫ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ AI ବା କୃତ୍ରିମ ବୁଦ୍ଧିମତା ସ୍କୁଲ ଖୋଲିବ। AI ଦିଗରେ ଓଡ଼ିଶା ଆଗେଇ ଚାଲିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଆଇ କମ୍ପାନୀ ସର୍ଭମ ସହ…
ପୋଲିସ ସେବା ପଦକ: ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ…
ଭୁବନେଶ୍ୱର,୨୫।୧: ଘୋଷଣା ହେଲା ପୋଲିସ ସେବା ପଦକ। ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ। ସେମାନେ ହେଲେ DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ। ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ମଧ୍ୟ…
Archives


