ମେଟ୍ରୋ

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର: ଏତିକି ପ୍ରତିଶତ ବୋନସ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର, ୧୩।୭: କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି ।ଏଥିପାଇଁ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି ନବୀନ। ନବୀନ କହିଛନ୍ତି, ପ୍ରଭାତ ଜେଲ ଯାଇଥିଲେ ତା’ ପରେ ବି ମୁଁ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ ମହଲାରୁ ଖସି ଯୁବକଙ୍କ ମୃତ୍ୟୁ ଘଟିଥିବା DCP ଜଗମୋହନ ମୀନା କହିଛନ୍ତି। ସୂଚନାଯୋଗ୍ୟ,…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ। ହେଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ କେହି ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି।…

୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା: ଏହି ସବୁ ଜିଲାରେ ୨୪ ଘଣ୍ଟାରେ…

ଭୁବନେଶ୍ୱର, ୧୩।୭: ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା । ୨୪ ଘଣ୍ଟା ପାଇଁ ୧୪ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ଆଶଙ୍କା…

ଇସ୍କନ ରଥଯାତ୍ରା ପାଇଁ ରାଜଧାନୀରେ ଟ୍ରାଫିକ୍‌ କଟକଣା: ୟୁନିଟ୍-୮ରୁ ସିଆରପି ଛକ ପର୍ଯ୍ୟନ୍ତ…

ଭୁବନେଶ୍ୱର, ୧୨।୭: ରାଜଧାନୀ ଭୁବନେଶ୍ୱରରେ ଇସ୍କନ ପକ୍ଷରୁ ଆୟୋଜିତ ହେବାକୁ ଥିବା ରଥଯାତ୍ରାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ଭୁବନେଶ୍ୱର କମିଶନରେଟ୍ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍‌ କଟକଣା ଜାରି କରାଯାଇଛି। ରଥଯାତ୍ରା ଦିନ ଅପରାହ୍ଣ ୩ଟାରୁ ରଥଯାତ୍ରା ଶେଷ ପର୍ଯ୍ୟନ୍ତ…

ଆଜିଠୁ ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୧୩ା୭: ଏଥର ରଥରେ ପ୍ରବଳ ବର୍ଷିବ। ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପଛକୁ ପଛ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ଉତ୍ତର…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ବଡ଼ଧରଣର ଚଢ଼ାଉ ଆରମ୍ଭ କରିଛି। ଜୟପୁରସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ…

ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ

ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ କେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଛି। ରାଜ୍ୟ ସରକାର ମୋଟ…

ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…

ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ: ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨।୭: ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା କେନ୍ଦୁଝର ଜିଲାର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତଙ୍କ ଅକାଳ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା…

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ସୁବ୍ରତ ଗୁରୁବାର ରାତିରେ ଦଳରୁ ଇସ୍ତଫା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?