ମେଟ୍ରୋ

ରାଜ୍ୟରେ ୨୧୦୩ ହାତୀ, ଢେଙ୍କାନାଳରେ ସର୍ବାଧିକ

ଭୁବନେଶ୍ୱର,୨୯ା୧୧(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲରେ ଏବେ ୨୧୦୩ ହାତୀ ରହିଛନ୍ତି। ଗତ ୬ ମାସ ମଧ୍ୟରେ ରାଜ୍ୟରେ ୫ ହାତୀ ବଢ଼ିଥିବା ପ୍ରଥମ ଶୀତଦିନିଆ ହାତୀ ଗଣନା ରିପୋର୍ଟରୁ ଜଣାପଡ଼ିଛି। ତେବେ ଏହାକୁ ହାତୀ ବିଶେଷଜ୍ଞମାନେ ସନ୍ଦେହ ପ୍ରକଟ କରିବା ସହ ବଢ଼ିଚାଲିଥିବା…

ବାଇକ୍, ଫ୍ରିଜ୍ ଥିଲେ ମିଳିବ ପିଏମ୍‌ ଆବାସ ଘର, ସର୍ତ୍ତାବଳୀକୁ କୋହଳ କଲେ ସରକାର

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ): ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେକରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ।…

ଓଡ଼ିଶାର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର କରିବାକୁ ସୁପାରିଶ କଲେ ହାଇକୋର୍ଟ

କଟକ,୨୮।୧୧: ରାଜ୍ୟର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର ପ୍ରତିଷ୍ଠା କରିବାକୁ ଓଡ଼ିଶାର କାରାଗାର ମହାନିର୍ଦ୍ଦେଶକ (ଡିଜି)ଙ୍କୁ ସୁପାରିଶ କରିଛନ୍ତି ହାଇକୋର୍ଟ। ଭାରତର ଅନ୍ୟ ରାଜ୍ୟମାନଙ୍କରେ ଏହି ବ୍ୟବସ୍ଥାର ସଫଳତାକୁ ଦୃଷ୍ଟିରେ ରଖି କୋର୍ଟ ଏହି ସୁପାରିଶ କରିଛନ୍ତି। ଓଡ଼ିଶା ମଧ୍ୟରେ ଏଭଳି…

ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା…

ଆସିଲା ୨୦୨୪ ହାତୀ ଗଣନା ରିପୋର୍ଟ: ୬ ମାସରେ ବଢ଼ିଛନ୍ତି ଏତିକି ହାତୀ

ଭୁବନେଶ୍ୱର,୨୮।୧୧: ପ୍ରକାଶ ପାଇଛି ଓଡ଼ିଶାର ଶୀତକାଳୀନ ହାତୀ ଗଣନା ୨୦୨୪ ରିପୋର୍ଟ। ମୋଟ ୩୮ ଟି ଡିଭିଜନରେ ଅନୁଷ୍ଠିତ ହୋଇଥିବା ଏହି ଗଣନା ଅନୁଯାୟୀ ସାମାନ୍ୟ ବୃଦ୍ଧି ସହିତ ଓଡ଼ିଶାରେ ଏବେ ୨୦୧୩ ଟି ହାତୀ ରହିଛନ୍ତି। ସେଥିମଧ୍ୟରୁ ୩୩୪ ବୟସ୍କ…

ଡିଜିପି ସମ୍ମିଳନୀ ପୂର୍ବରୁ ଖଲିସ୍ତାନୀ ଧମକ: ଭିଡିଓ ଜାରି କରି ଦେଲେ ବଡ ଚେତାବନୀ

ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ (ଶୁକ୍ରବାର) ଠାରୁ ଓଡିଶା ରାଜଧାନୀରେ ତିନି ଦିନିଆ ମହାନିର୍ଦ୍ଦେଶକ ପୋଲିସ୍ (ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ୍ ପୋଲିସ୍ (ଆଇଜିପି) ସମ୍ମିଳନୀରେ ବାଧା ସୃଷ୍ଟି କରିବାକୁ ଧମକ ଦେଇଛି ଖଲିସ୍ତାନୀ ସଂଗଠନ। ଓଡିଶା ପ୍ରଥମ ଥର ପାଇଁ ଏହି…

‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର: ଏଣିକି…

ଭୁବନେଶ୍ୱର,୨୮।୧୧: ‘ସୁଭଦ୍ରା’ ଯୋଜନାରେ ଝିଅମାନଙ୍କ ପାଇଁ ଆସିଲା ଖୁସି ଖବର। ୨୧ ବର୍ଷ ପୂରିଥିଲେ ‘ସୁଭଦ୍ରା’ ଯୋଜନାରେ ଆବେଦନ କରିପାରିବେ । ଯେଉଁମାନଙ୍କୁ ଏହି ମାସରେ ୨୧ ବର୍ଷ ପୂରିଥିବ ସେମାନେ ବି ସୁଭଦ୍ରା ପାଇଁ ଆବେଦନ କରିଲେ ସୁଭଦ୍ରା ଟଙ୍କା…

ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ

ଭୁବନେଶ୍ୱର,୨୮।୧୧: ଭୁବନେଶ୍ୱରର ଏକ ଘରୋଇ ନର୍ସିଂ କଲେଜ ହଷ୍ଟେଲର୧୦ ଛାତ୍ରୀ ଅସୁସ୍ଥ ହୋଇଯାଇଛନ୍ତି। ରାତିରେ ଖାଇ ସାରିବା ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ସେମାନଙ୍କୁ ଗୁରୁତର ଅବସ୍ଥାରେ ବିଏମ୍‌ସି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ତେବେ ଏ ନେଇ…

ସୁଜାତାଙ୍କ ଉପରେ ବିଶ୍ୱାସ କରିବ ତ ଭାଜପା ସରକାର? ଏବେ ବି ଆକ୍ଟିଭ ପାଣ୍ଡିଆନ! ଭିତରେ ଚାଲିଛି…

ଭୁବନେଶ୍ୱର,୨୮।୧୧: ସୁଜାତା କାର୍ତ୍ତିକେୟନ! ୨୦୦୦ ବ୍ୟାଚର ଏହି ଓଡ଼ିଆ ଆଇଏଏସ ଅଫିସରଙ୍କୁ ନେଇ ଏବେ ଚର୍ଚ୍ଚା ଜୋର୍। ୬ ମାସର ଛୁଟି ପରେ ପୁଣି କାର୍ଯ୍ୟକ୍ଷେତ୍ରକୁ ଫେରିଛନ୍ତି ସୁଜାତା। ତେବେ ଏହି ଛୁଟି ନେବା ଓ ପୁଣି କାର୍ଯ୍ୟକୁ ଫେରିବାର ଘଟଣାକ୍ରମ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ  ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ଓଡ଼ିଶାରେ ୪୮ ଘଣ୍ଟା ରହିବେ ମୋଦି: ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨୮ା୧୧(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri