ମେଟ୍ରୋ

ଭୁବନେଶ୍ୱରରେ ପହଞ୍ଚିଲା ଉତ୍ତମଙ୍କ ପାର୍ଥିବ ଶରୀର, ଏଠାରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮।୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।

ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାରେ…

ଭୁବନେଶ୍ୱର,୨୮।୨: ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଉଦ୍‌ଘାଟନ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି। ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଚାଲିବ।…

କ’ଣ ଥିଲା ଉତ୍ତମଙ୍କ ଶେଷ ଇଚ୍ଛା? ପରିବାର ଲୋକ କହିଲେ…

ଭୁବନେଶ୍ୱର,୨୮।୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା। ଅଭିନେତାଙ୍କ ଦେହାନ୍ତରେ କେବଳ ଓଲିଉଡ ନୁହେଁ, ଓଡ଼ିଶା ତଥା ଦେଶର ମନୋରଞ୍ଜନ ଜଗତରେ ଶୋକର…

ଆଜିଠାରୁ ବଢ଼ିବ ତାତି: ୨ ଦିନରେ ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୨ (ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ପାଗ ଶୁଖିଲା ରହିଥିବାବେଳେ ଗରମ ଅନୁଭୂତ ହେଉଛି। ଗୁରୁବାର ବୌଦ୍ଧ ଓ ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୩୬ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ଝାରସୁଗୁଡ଼ାରେ ୩୫.୬, ଟିଟିଲାଗଡ଼ରେ ୩୫.୫, ସମ୍ବଲପୁରରେ ୩୫.୩ ଓ…

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ମାର୍ଚ୍ଚ ୮ରେ କେବଳ ଏମାନଙ୍କୁ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା

ଭୁବନେଶ୍ୱର,୨୮।୨: ମାର୍ଚ୍ଚ ୮ରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ। ବ୍ରହ୍ମପୁରରେ ମୁଖ୍ରମନ୍ତ୍ରୀ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଶୁକ୍ରବାର ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ…

ସତ୍ୟନଗରରେ ହେବ ଉତ୍ତମଙ୍କ ଶେଷକୃତ୍ୟ: ଦିଲ୍ଲୀରୁ ଭୁବନେଶ୍ୱର ଆସୁଛି ପାର୍ଥିବ ଶରୀର

ଭୁବନେଶ୍ବର,୨୮।୨: ଆଉ ନାହାନ୍ତି ଓଲିଉଡ୍‌ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି। ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ ଲିଭର ସିରୋସିସରେ ପୀଡ଼ିତ ଥିଲେ। ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ତାଙ୍କ…

ବାବୁସାନଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ ହେବ ଶେଷକୃତ୍ୟ

ଭୁବନେଶ୍ୱର,୨୮ା୨: ଓଲିଉଡ୍ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ପରଲୋକରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପୁଅ ତଥା ଅଭିନେତା ବାବୁସାନଙ୍କ ସହିତ କଥା ହୋଇ ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଆ ସିନେ ଜଗତର ଧ୍ରୁବତାରା…

ଭୁବନେଶ୍ୱର,୨୮ା୨: ଓଡ଼ିଆ ସିନେ ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତମ ମହାନ୍ତି ଥିଲେ ଓଡ଼ିଆ…

ଆଉ ନାହାନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି

ଭୁବନେଶ୍ୱର,୨୭।୨: ଆଉ ନାହାନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଦିଲ୍ଲୀସ୍ଥିତ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ତାଙ୍କର ପରଲୋକ ଘଟିଛି। କିଛିଦିନ ହେଲା ସେ ଲିଭର ସିରୋସିସ୍‌ ରୋଗରେ ପୀଡିତ ଥିଲେ। ୬୬ବର୍ଷ…

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ଚଳିତ ଆର୍ଥିକ ବର୍ଷରେ ୮୫ ପ୍ରତିଶତ ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (୨୦୨୪-୨୫) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ ୮୫ ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି ।…

କଂଗ୍ରେସ ଦେଲା ଚେତାବନୀ: ବିଦ୍ୟୁତ୍‌ ଦର ୧ ପଇସା ବଢ଼ିଲେ ହେବ ରାଜ୍ୟବ୍ୟାପୀ ଆନ୍ଦୋଳନ 

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର): ବିଦ୍ୟୁତ୍‌ ଦେୟ ୧ ପଇସା ବୃଦ୍ଧି କରାଗଲେ ଆଗକୁ ରାଜ୍ୟବ୍ୟାପୀ ଆନ୍ଦୋଳନ ହେବ। ସାଧାରଣ ବିଦ୍ୟୁତ୍‌ ଖାଉଟିଙ୍କ ସ୍ବାର୍ଥ ରକ୍ଷା ପାଇଁ କଂଗ୍ରେସ ପ୍ରତିଶ୍ରୁତିବଦ୍ଧ। ଭାଜପା କ୍ଷମତାକୁ ଆସିଲେ ତୁରନ୍ତ ୩୦୦ ୟୁନିଟ୍‌ ବିଜୁଳି ମାଗଣା ଯୋଗାଇଦେବ…

ଶହିଦ ନଗର ଅଞ୍ଚଳରୁ ୭ ବର୍ଷର ଶିଶୁକନ୍ୟାଙ୍କୁ ଉଦ୍ଧାର, ଦେହସାରା ରହିଛି କଟା, ପୋଡ଼ା ଦାଗ

ଭୁବନେଶ୍ବର,୨୭।୨: ଶହିଦ ନଗର ଅଞ୍ଚଳରୁ ୭ ବର୍ଷର ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଶିଶୁକନ୍ୟାଙ୍କ ଦେହସାରା କଟା ଓ ପୋଡ଼ା ଦାଗ ଅଛି। ମିଳିଥିବା ସୂଚନାନୁଯାୟୀ, ବାପା ମାଆଙ୍କ ଦେହାନ୍ତ ପରେ ଜେଜେଙ୍କ ପାଖରେ କୁନି ଝିଅଟି ରହୁଥିଲେ। ଜଣେ ମହିଳା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?