ନବୀନଙ୍କ ସମ୍ମୁଖରେ ପରାଜୟର ୩ କାରଣ ଖୋଲି କହିଦେଲେ ପ୍ରଦୀପ ମାଝୀ
ଭୁବନେଶ୍ୱର,୨୪।୯:ଗତ ନିର୍ବାଚନରେ ବିଜେଡିର ବଡ଼ ପରାଜୟ ପରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କ ସହ ପ୍ରାୟତଃ ଆଲୋଚନା କରୁଛନ୍ତି। ଦଳର ପରାଜୟ ପାଇଁ ନେତାମାନେ ବିଭିନ୍ନ କାରଣକୁ ଦାୟୀ କରିଛନ୍ତି। ନବରଙ୍ଗପୁର ଓ କଳାହାଣ୍ଡି ଜିଲା ସାଙ୍ଗଠନିକ...
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଏହି ୧୫ ଜିଲାରେ ଘଡଘଡି ସହ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୪।୯: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟୁଇଟ୍ କରି ଏହି ସୂଚନା ଦେଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ...
ଶେଷରେ ଭରତପୁର ଥାନାରେ ଲାଗିଲା ସିସିଟିଭି
ଭୁବନେଶ୍ୱର,୨୪।୯: ଆର୍ମି କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର, ମାଡ଼ ସହ ନାନା ନିର୍ଯାତନା ଦିଆଯିବା ଘଟଣାରେ କମିଶନରେଟ୍ ପୋଲିସ ବିବାଦ ଘେରକୁ ଆସିଛି। ଏସବୁ ବିବାଦ ମଧ୍ୟରେ ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ଲଗାଯାଇଛି। ୨୫ ସିସିଟିଭି...
କଲେଜରେ ଯୌନ ନିର୍ଯାତନା ରୋକିବାକୁ ଗଠନ ହେବ ଆଇସିସି
ଭୁବନେଶ୍ୱର,୨୪।୯: ରାଜ୍ୟ ସରକାର ଉଚ୍ଚ ଶିକ୍ଷାନୁଷ୍ଠାନକୁ ଯୌନ ନିର୍ଯାତନା ମୁକ୍ତ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏଣିକି ସବୁ ଉଚ୍ଚ ଶିକ୍ଷା ଅନୁଷ୍ଠାନରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ରହିବ। ରାଜ୍ୟର ସବୁ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ...
ବ୍ଲାକ୍ ଲିଷ୍ଟେଡ୍ କମ୍ପାନୀକୁ ପରୀକ୍ଷା ପରିଚାଳନା ଦାୟିତ୍ୱ…
ଭୁବନେଶ୍ୱର,୨୪ା୯ (ଅନୁରାଧା ମହାରଣା): ରାଜ୍ୟରେ ସରକାରୀ ପଦପଦବୀରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଛି ଦୁର୍ନୀତି ବିରୋଧୀ ଛାତ୍ର ସଂଗଠନ। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଗଠନର ଆବାହକ ବିଶ୍ୱ ଭୂଷଣ ମହାପାତ୍ର କହିଛନ୍ତି, ଏଠି ଟଙ୍କା ଦେଲେ ସରକାରୀ ଚାକିିରି...
ପୋଲିସ ମେଳି ପ୍ରସଙ୍ଗ, ଅଡୁଆରେ ଅଫିସର
ଭୁବନେଶ୍ୱର,୨୪ା୯(ସତ୍ୟଜିତ୍ ରାଉତ): ଭରତପୁର ଥାନା ନିର୍ଯାତନା ଘଟଣାରେ ଏକପାଖିଆ ନିଷ୍ପତ୍ତି ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଅଭିଯୋଗ ଉଠାଇ ଏହା ପ୍ରତିବାଦରେ ଗତ ୨୧ ତାରିଖ ଅପରାହ୍ନରେ ଭୁବନେଶ୍ୱର ରିଜର୍ଭ ପୋଲିସ ପଡିଆରେ ଶତାଧିକ ପୋଲିସ ମେଳି ବାନ୍ଧିଥିଲେ। କନ୍ଷ୍ଟେବଲଠୁ ଆରମ୍ଭ...
ଫେରିଯିବ ମୌସୁମୀ, ଆଉ ୪ଦିନ ଲାଗି ରହିବ ବର୍ଷା
ଭୁବନେଶ୍ୱର,୨୪।୯(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ବିଦାୟ ନେଇଛି। ଗତ ୧୭ ତାରିଖ ସୁଦ୍ଧା ମୌସୁମୀ ଫେରିବା ଆରମ୍ଭ କରିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ...
ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର
ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା...
କାର୍ଯ୍ୟକାରୀ ହେଲା ଅନ୍ଲାଇନ୍ ପଞ୍ଜୀକରଣ ବ୍ୟବସ୍ଥା: ୧୦୦୦ ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକୃତ ହୋଇଥିବା ଏକ ହଜାର ଅଭିଯୋଗକାରୀଙ୍କ ଠାରୁ ସମସ୍ୟା ଶୁଣିଛନ୍ତି। ଏଥିସହିତ ପ୍ରଥମ ଥର ପାଇଁ ପାଇଁ ସମ୍ପୂର୍ଣ୍ଣ ଅନ୍ଲାଇନ୍ ପଞ୍ଜୀକରଣ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି...
ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ
ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ ବାସଗୃହ ପାଖ ଭିଆଇଆଇଆଇଏମ ଆର ନମ୍ବର-୪ ଠାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର...
କ୍ୟାପିଟାଲ ହସ୍ପିଟାଲରେ ଡଷ୍ଟବିନରୁ ମିଳିଲା ନବଜାତକଙ୍କ ମୃତଦେହ
ଭୁବନେଶ୍ୱର,୨୩।୯: କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ଯାଏ ମହିଳାଙ୍କୁ ସଶକ୍ତ କରିବା ଲାଗି ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କରୁଥିଲେ ମଧ୍ୟ ଏବେ ବି ଅଲୋଡା ଶିଶୁକନ୍ୟା। ସୋମବାର ଏକ ଆଶ୍ଚର୍ଯ୍ୟଜନକ ଘଟଣା କ୍ରମେ...
କଟକରେ ସୀମା ଟପିଲା କଳାବଜାର: ଏହି ସବୁ ଜିଲାରେ ହେଉଥିଲା ବିକ୍ରି
କଟକ,୨୩।୯: ଅତୀତରେ କଟକରୁ ଖାଇବା ଘିଅ, ଡିଟରଜେଣ୍ଟ ପାଉଡରଠାରୁ ଆରମ୍ଭ ନାନା ପ୍ରକାର ଖାଦ୍ୟ ସାମଗ୍ରୀର ଅପମିଶ୍ରଣ କରାଯାଉଥିବା ଦେଖିବାକୁ ମିଳିଥିଲା। ଏବେ କିଛି ଖଳ ପ୍ରକୃତିର ଲୋକେ ଏକ ଘରୋଇ କମ୍ପାନୀର ନାଁ’ରେ କଳାବଜାରୀ କରୁଥିବା କାରଖାନାକୁ ସିଲ୍...
Archives


