ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୨୦ରେ ଦୀପାବଳି ଛୁଟି
ଭୁବନେଶ୍ୱର,୧୮।୧୦: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣ କରିଛନ୍ତି ରାଜ୍ୟସରକାର। ନୂଆପଡ଼ା ଜିଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବା ନେଇ ଘୋଷଣା ହୋଇଛି। ପୂର୍ବରୁ ଘୋଷିତ ୨୧ ତାରିଖ...
ବାଣଫୁଟାକୁ ନେଇ ଆସିଲା ଗାଇଡ୍ଲାଇନ୍: ରାତି ୯ଟା ପରେ ବାଣ ଫୁଟାଇଲେ…
ଭୁବନେଶ୍ୱର,୧୮ା୧୦: ଦୀପାବଳିରେ ବାଣଫୁଟାକୁ ନେଇ ଆସିଲା ଗାଇଡ୍ଲାଇନ୍। ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଏନେଇ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱରରେ ଉଚ୍ଚ ଶଦ୍ଦ ସମ୍ପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସବୁଜ ବାଣ ଫୁଟାଇବା ପାଇଁ ପୋଲିସ...
ମା’ଙ୍କ ଆଶୀର୍ବାଦ ସହ ବାପାଙ୍କ ଫଟୋକୁ ସାଙ୍ଗରେ ନେଇ ବାହାରିଲେ ଜୟ
ଭୁବନେଶ୍ୱର,୧୮।୧୦: ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ ପଟୁଆରରେ ବାହାରିଲେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ। ମା’ଙ୍କ ଆଶୀର୍ବାଦ ନେଇ ଜୟ ଘରୁ ଗୋଡ଼ କାଢିଥିବା ବେଳେ ଗାଡ଼ି ଆଗରେ ଦେଖିବାକୁ ମିଳିଛି ବାପାଙ୍କ ଫଟୋଚିତ୍ର। ଖରିଆର ରୋଡରୁ ଉପଜିଲାପାଳଙ୍କ ଅଫିସ...
ରାଜଧାନୀରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ରକ୍ତାକ୍ତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚିଲେ ପୀଡିତା
ଭୁବନେଶ୍ୱର,୧୮।୧୦: କ୍ୟାପିଟାଲ ଥାନା ଅଶୋକ ନଗରରେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଖବର ସାମ୍ନାକୁ ଆସୁଛି। ରକ୍ତାକ୍ତ ଅବସ୍ଥାରେ ପୀଡ଼ିତା କ୍ୟାପିଟାଲ ହସ୍ପିଟାଲ ଯାଇଥିବା ଜଣାପଡିଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୋଲିସକୁ ଜଣାଇଥିଲେ। କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କ ରିପୋର୍ଟ ଆଧାରରେ ମାମଲା...
ନୂଆପଡ଼ା ଉପନିର୍ବାଚନ: ଆଜି ନାମାଙ୍କନ ଭରିବେ ଢୋଲକିଆ, ଘାସିରାମ ମାଝୀ
ଭୁବନେଶ୍ୱର,୧୮।୧୦: ଆଜି ନୂଆପଡ଼ାରେ ପ୍ରାର୍ଥିପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ। ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଜି ପ୍ରାର୍ଥିପତ୍ର ଦାଖଲ କରିବେ। ଗତ ୧୧ ତାରିଖରେଜୟ ଢୋଲକିଆ ଭାଜପାରେ ସାମିଲ ହୋଇଥିଲେ । କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ...
ଦୀପାବଳି ଛୁଟି ୨୦ ନା ୨୧: ସରକାରଙ୍କ ପକ୍ଷରୁ ଆସିଲା ବଡ଼ ଅପଡେଟ୍
ଭୁବନେଶ୍ୱର,୧୮ା୧୦(ରବିନାରାୟଣ ଜେନା):ଚଳିତବର୍ଷ ଦୀପାବଳି ପାଇଁ ସରକାରୀ ଛୁଟିର ତାରିଖ ପରିବର୍ତ୍ତନ ହୋଇପାରେ। ଏସଂକ୍ରାନ୍ତରେ ଏକ ଫାଇଲ ରାଜସ୍ବ ବିଭାଗ ପକ୍ଷରୁ ସରକାରଙ୍କ ଅନୁମୋଦନ ପାଇଁ ପଠାଯାଇଛି। ସରକାରଙ୍କ ଅନୁମୋଦନ ପରେ ଦୀପାବଳି ଛୁଟି ସେପ୍ଟେମ୍ବର ୨୧(ମଙ୍ଗଳବାର) ପରିବର୍ତ୍ତେ ୨୦ ତାରିଖ(ସୋମବାର)କୁ...
ନିୟମ ଉଲ୍ଲଙ୍ଘନ କଲେ ଗାଡ଼ିର RC ରଦ୍ଦ, RTOକୁ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୧୦: ମୋଟରଯାନ ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ବିଭାଗ ନିଷ୍ପତ୍ତି ନେଇଛି। ଅଭ୍ୟାସଗତ ଭାବେ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡ଼ି ମାଲିକଙ୍କ ରେଜିଷ୍ଟ୍ରେସନ ସାର୍ଟିଫିକେଟ (RC) ରଦ୍ଦ କରିବାକୁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ଙ୍କୁ ନିର୍ଦ୍ଦେଶ...
ନୂଆପଡ଼ା ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଜାରି କଲା ବିଜେଡି, ଲିଷ୍ଟରେ ନବୀନଙ୍କ ସହ ଅଛନ୍ତି…
ଭୁବନେଶ୍ୱର,୧୭।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ରଣେନ୍ଦ୍ର...
୬୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଯୁବକଙ୍କ ସହ ମହିଳା ଗିରଫ
ଭୁବନେଶ୍ୱର,୧୭ା୧୦: ଦାମୀ କାର୍ରେ ଚାଲାଣ ହେଉଥିଲା ବ୍ରାଉନସୁଗାର। ଖବର ପାଇ ସ୍ପେଶାଲ କ୍ରାଇମ୍ ୟୁନିଟ୍ ଖୋର୍ଦ୍ଧାରୁ ୫୫୬ ଗ୍ରାମ୍ ବ୍ରାଉନସୁଗାର ଜବତ କରିଛି। ତେବେ ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୬୦ ଲକ୍ଷ ଟଙ୍କା ହେବ। ଉକ୍ତ ଘଟଣାରେ ଖୋର୍ଦ୍ଧାର...
କେବେଠୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା? ବଡ଼ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ
ଭୁବନେଶ୍ୱର,୧୭।୧୦: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହେବ ପରୀକ୍ଷା। ଏନେଇ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ଡିସେମ୍ବର ୧୫...
SI ପରୀକ୍ଷା କେଳେଙ୍କାରୀରେ ବଡ଼ ଖୁଲାସା କଲେ କ୍ରାଇମବ୍ରାଞ୍ଚ ଡିଜି, ମାଷ୍ଟର ମାଇଣ୍ଡରେ ଜଣେ ମହିଳା
ଭୁବନେଶ୍ୱର,୧୭।୧୦: ପୋଲିସ SI ପରୀକ୍ଷା କେଳେଙ୍କାରୀ ନେଇ କ୍ରାଇମବ୍ରାଞ୍ଚ ଡିଜି ବଡ଼ ଖୁଲାସା କରିଛନ୍ତି। କ୍ରାଇମବ୍ରାଞ୍ଚ ଡିଜି କହିଛନ୍ତି, ଘଟଣାରେ ମୋଷ୍ଟ ୱାଣ୍ଟେଡ ଦଲାଲ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ ହୋଇଛନ୍ତି। ସୁକାନ୍ତ ମହାରଣା,...
ଓଡ଼ିଆ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା! ସ୍ବାମୀ ଘରେ ନ ଥିବା ବେଳେ…
ଭୁବନେଶ୍ୱର,୧୭।୧୦: ହାଇଦ୍ରାବାଦର କୋମପାଲିରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ ହୋଇଛି। ପୀଡିତା ଜଣଙ୍କ ଭୁବନେଶ୍ୱରର ଭରତପୁରର ବାସିନ୍ଦା ଅନିନ୍ଦିତା ମହନ୍ତ ଭାବରେ ଚିହ୍ନଟ କରାଯାଇଛି। ମିଳିଥିବାସୂଚନା ଅନୁଯାୟୀ, ପେଟବଶିରାବାଦରେ ଶିକ୍ଷୟିତ୍ରୀ ଭାବେ କାମ କରୁଥିଲେ ମୃତ ମହିଳ।...
Archives


