ମେଟ୍ରୋ

ଇସ୍ତଫା ଦେବାର ଦିନକ ପରେ ବିଜେଡି ଫେରିଲେ କାଉନ୍‌ସିଲର

ଭୁବନେଶ୍ୱର,୧୨।୭ (ସୁନିତ୍‌ ମିଶ୍ର): ଚୌଦ୍ୱାର ମ୍ୟୁନିସିପାଲଟିର ୧୨ ନମ୍ବର ଓ୍ବାର୍ଡର କାଉନସିଲର୍‌ ସୁବ୍ରତ କୁମାର ସାମଲ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରତ୍ୟାହାର କରି ନେଇଛନ୍ତି। ସୁବ୍ରତ ଗୁରୁବାର ରାତିରେ ଦଳରୁ ଇସ୍ତଫା ଦେଇଥିବା…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୧୩ ତାରିଖରେ ପ୍ରବଳ ବର୍ଷା ହେବା ନେଇ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ବିଜେବି ନଗରରେ ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିରେ କାମ…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମଗ୍ର ପ୍ରକ୍ରିୟା ଉପରେ ଆପରାଧିକ ତଦନ୍ତ କରିବା…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା ପାଇଁ ଖୁବ୍‌ଶୀଘ୍ର ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (SOP) ଜାରି କରାଯିବ ବୋଲି…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ ମାମଲାରେ ପୋଲିସ ଖୋଳତାଡ଼ କରିବା ପରେ ନକଲି ପୋଲିସ ବାବୁଙ୍କ କାରନାମା ଧରାପଡ଼ିଥିଲା।…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଏନେଇ ଅଭିଯୋଗ ପରେ ପୋଲିସ ମାମଲା (ନଂ.୧୭୯/୨୬) ରୁଜୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ ସାମ୍ସ ପୋର୍ଟାଲରୁ ରେଜଲ୍ଟ ଦେଖି ପାରିବେ ବୋଲି ଉଚ୍ଚଶିକ୍ଷା…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର) ମଧୁସୂଦନ ପାଢ଼ୀ ସ୍ପଷ୍ଟ କରିଛନ୍ତି। ଶୁକ୍ରବାର ନିର୍ବାଚନ ଆୟୁକ୍ତ ପାଢ଼ୀ କହିଛନ୍ତି, ୨୦୨୭ରେ…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?