ମେଟ୍ରୋ

ଭାରତ ‘ବିଶ୍ୱ ହକି କପ୍‌ ଜିତିଲେ ଖେଳାଳିଙ୍କୁ କୋଟିଏ ଲେଖାଏଁ ପୁରସ୍କାର’

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ହକି ବିଶ୍ବକପ ଜିତିଲେ ପ୍ରତି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର ଦିଆଯିବ ବୋଲି ରାଉରକେଲାରେ ଖେଳାଳିଙ୍କୁ ଭେଟିବା ସମୟରେ ଏହି ଘୋଷଣା...

ମହିଳା ଏସ୍‌ଆଇଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

ଭୁବନେଶ୍ୱର,୫ା୧(ବ୍ୟୁରୋ): ମହିଳା ଏସ୍‌ଆଇ ଶୁଭଶ୍ରୀ ନାୟକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଶହୀଦନଗର ଥାନାରେ ଅଟକ ରଖି ପଚରାଉଚରା କରିଛି ପୋଲିସ। ଏଥିସହ ଉକ୍ତ ରାତିରେ ଅଭିଯୁକ୍ତମାନେ ବ୍ୟବହାର କରିଥିବା ଏକ କାର୍‌କୁ ମଧ୍ୟ ପୋଲିସ ଜବତ କରିଛି।...

ଓଡ଼ିଶାରେ ୫-ଜି ସେବା ଆରମ୍ଭ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଜିଠୁ ଓଡ଼ିଶାରେ ୫-ଜି ସେବା ଆରମ୍ଭ ହୋଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍‌କୁ ଅନୁମତି ମିଳିଛି । ପ୍ରଥମେ ରାଜ୍ୟର ମୁଖ୍ୟ ସହରରେ ୫-ଜି ନେଟ୍‌ଓ୍ବାର୍କ ସୁବିଧା...

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ତେବେ ମାଟ୍ରିକ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ଅନ୍‌ଲାଇନ୍‌ରେ ଫର୍ମ...

୯ମାସରେ ପୂରଣ ହେବ ଓଏସ୍‌ଏସ୍‌ସିର ୧୦ହଜାର ପଦବୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି)ର ୨୦୨୨ରେ ୫୩ଟି ନିଯୁକ୍ତି ବିଜ୍ଞାପନର ଫଳାଫଳ ଚୂଡ଼ାନ୍ତ ହୋଇଛି। ୨୦୨୨ର ଶେଷ ତ୍ରୈମାସିକରେ ରାଜ୍ୟ ସରକାର ୧୦ହଜାର ପଦବୀ ପାଇଁ ପ୍ରାର୍ଥୀ ଚୟନ କରିବାକୁ ଓଏସ୍‌ଏସ୍‌ସିକୁ କହିଛନ୍ତି। ଓଏସ୍‌ଏସ୍‌ସି ଅଧ୍ୟକ୍ଷ ଅଭୟଙ୍କ ସୂଚନା...

ବୁଲା ଗୋରୁମୁକ୍ତ ହୋଇପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୫।୧ (ବ୍ୟୁରୋ): ବୁଲା ଗୋରୁଙ୍କୁ ନେଇ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଡିସେମ୍ବର ୩୦ ସୁଦ୍ଧା ରାଜଧାନୀ ରାସ୍ତାକୁ ଷଣ୍ଢମୁକ୍ତ କରାଯିବ ବୋଲି ମେୟର କହିଥିଲେ। ତେଣୁ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ଅଧିକାରୀଙ୍କଠାରୁ ଆରମ୍ଭ କରି ଗୋରୁ ଉଠାଇବା...

ମାଷ୍ଟର ସେଫ ଇଣ୍ଡିଆ’ରେ ଓଡ଼ିଆ ପୁଅ ଅବିନାଶ

ଭୁବନେଶ୍ୱର,୫।୧(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ ଇଣ୍ଡିଆ ଶୋ’ ଆରମ୍ଭ ହୋଇଛି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇ କିଚେନକୁ ସିଧାସଳଖ ଏଣ୍ଟ୍ରି ପାଇଛନ୍ତି।  ଓଡ଼ିଶାର ପ୍ରସିଦ୍ଧ ଗଇଣ୍ଠା ପିଠାକୁ ସ୍ବତନ୍ତ୍ର ଢ଼ଙ୍ଗରେ ପ୍ରସ୍ତୁତ କରି ...

ପକ୍ଷୀଙ୍କ ଜୀବନ ନେଉଛି ବେଆଇନ ଚିଙ୍ଗୁଡ଼ି ଘେରି

ଭୁବନେଶ୍ୱର, ୫।୧(ବ୍ୟୁରୋ): ଚିଲିକା ହ୍ରଦକୁ ରାମସର ସାଇଟ୍‌ ମାନ୍ୟତା ମିଳିବା ପରେ ତାହାକୁ ଚିଙ୍ଗୁଡ଼ି ଘେରିମୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହାଇକୋର୍ଟ ମଧ୍ୟ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ପାଇଁ ଆଦେଶ ଦେଇଥିଲେ। କିନ୍ତୁ ଜିଲା ଓ ସ୍ଥାନୀୟ...

ବିଜେବି କଲେଜ ଛାତ୍ରଙ୍କୁ ମାଡ଼ ଘଟଣା: ୩ ଗିରଫ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଭୁବନେଶ୍ୱର ବିଜେବି କଲେଜର ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଙ୍କୁ ମାଡ଼ମରା ଘଟଣାରେ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଛାତ୍ରମାନେ ହେଲେ +୨ ଦ୍ୱିତୀୟ ବର୍ଷର ଛାତ୍ର। ତେବେ ଏହି ଘଟଣାରେ ଅଟକ ଥିବା ଜଣେ...

ରାଜସ୍ବ ଆଦାୟ ଅଭିବୃଦ୍ଧି ୫.୬%

ଭୁବନେଶ୍ୱର,୫।୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ତୃତୀୟ ୩ ମାସରେ ରାଜ୍ୟର ଆର୍ଥିକ ସ୍ଥିତି ପ୍ରଗତିଶୀଳ ରହିଛି। ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ରାଜସ୍ବ ଆଦାୟ ୧,୦୧,୧୧୯ କୋଟିକୁ ବୃଦ୍ଧି ପାଇଛି। କେନ୍ଦ୍ରୀୟ ଅନୁଦାନ ୨୧% ହ୍ରାସ ସତ୍ତ୍ୱେ ରାଜ୍ୟର...

୧୭ରୁ ଘରୋଇ ବସ୍‌ ଧର୍ମଘଟ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଦାବି ପୂରଣ ନେଇ ନିଖିଳ ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ପୁଣି ସରକାରଙ୍କୁ ଚେତାବନୀ ଦେଇଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୭ ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜ୍ୟବ୍ୟାପୀ ଘରୋଇ...

ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଜୁ କଲ୍ୟାଣ ସ୍ବାସ୍ଥ୍ୟ ଯୋଜନାରେ ଯୋଗାଇ ଦିଆଯାଉଥିବା ସେବାର ବିକାଶ ପାଇଁ ନୂଆ ସ୍ବାସ୍ଥ୍ୟ ପରାମର୍ଶଦାତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିଯୁକ୍ତି ଦେଇଛନ୍ତି । ବିଭିନ୍ନ ସରକାରୀ ଯୋଜନା, ମେଡିକାଲ କଲେଜ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri