ମେଟ୍ରୋ

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥରୁ ମିଳିଥିବା ୩୦୦ କେଜିରୁ ଊର୍ଦ୍ଧ୍ୱ ରୁପା ବ୍ୟବହାର କରାଯାଇ ମହାପ୍ରଭୁଙ୍କ ରତ୍ନପଲଙ୍କ, ପତିତପାବନ…

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ ଅଧିକାରୀ ଏବଂ ମିଡିଲମ୍ୟାନଙ୍କୁ ଏମିତି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ପୂର୍ବ ସରକାର ସମୟରେ…

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନର ଅନ୍ତଃରାଜ୍ୟ ମହାସାଗରୀୟ ଆୟୋଗ ଦ୍ୱାରା ସୁନାମି ପ୍ରସ୍ତୁତ…

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ ୨ହଜାର ଟଙ୍କା ଖର୍ଚ୍ଚକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଛାଡ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଣିକି…

ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୩ ଲକ୍ଷ ବିଦ୍ୟାର୍ଥୀ ପାଉଛନ୍ତି…

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ ଯେ ନଭେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ଏହି ସମବାୟ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି , ୨୨ରେ ଦମନ ଶ୍ରେଷ୍ଠ ଫିଲ୍ମ ।୨୦ରେ ଦେବାଶିଷ ପାତ୍ର ଓ ୨୧ରେ ଅଙ୍କିତ କୁମାର…

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର ଘୋଷଣା ହୋଇଥିବା ବେଳେ ୨୦୨୦ ପାଇଁ ସହିଦ ରଘୁ ସର୍ଦ୍ଦାର, ୨୦୨୧ ପାଇଁ ପ୍ରତୀକ୍ଷା…

ଫେବୃଆରୀ ୨୧ରୁ ମାଟ୍ରିକ ପରୀକ୍ଷା: ପ୍ରକାଶ ପାଇଲା ସୂଚୀ, ଜାଣନ୍ତୁ କେଉଁ ଦିନ କ’ଣ

ଭୁବନେଶ୍ୱର,୧୪।୧୧: ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ସୂଚୀ ପ୍ରକାଶ କରିଛି। ୨୧ ତାରିଖରେ ପ୍ରଥମ ଭାଷା ଓଡ଼ିଆ ପରୀକ୍ଷା, ୨୪ ତାରିଖରେ ଦ୍ୱିତୀୟ ଭାଷା ଇଂରାଜୀ ପରୀକ୍ଷା ହେବ। ସେହିପରି…

ଏହି ଦିନଠୁ OSSTET ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ ରହିଛି…

ଭୁବନେଶ୍ୱର,୧୪।୧୧: ଆସନ୍ତା ୧୯ ତାରିଖରୁ OSSTET -୨୦୨୪ ପାଇଁ ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର ୧୯ ତାରିଖରୁ ଅନଲାଇନ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଏହା ଆସନ୍ତା…

ଜୟନାରାୟଣଙ୍କ ଆଗୁଆ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର/ସମ୍ବଲପୁର,୧୪ା୧୧: ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ଜଣେ ମହିଳା ଆଇଆଇସିଙ୍କୁ ମାଡ଼ ଘଟଣାରେ ଜୟନାରାୟଣ କୋର୍ଟରେ ଆଗୁଆ ଜାମିନ ନିବେଦନ କରିଥିଲେ। ତେବେ ପ୍ରଥମେ ମାନ୍ୟବର ହାଇକୋର୍ଟ ଜୟନାରାୟଣଙ୍କ ଏହି ଆବେଦନକୁ ଖାରଜ କରିଦେଇଥିଲେ।ପରେ…

କଥା ଦେଇ କଥା ରଖି ନ ଥିଲେ ପୂର୍ବ ସରକାର, ଆମ ସରକାର ଆସୁ ଆସୁ…

ଭୁବନେଶ୍ୱର,୧୪ା୧୧: ପୂର୍ବ ବିଜେଡି ସରକାରଙ୍କୁ ପୁଣି ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମବାୟ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବ ସରକାରଙ୍କୁ ମୋହନ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଗତ ସରକାର ଚାଷୀଙ୍କୁ କଥା ଦେଇ କଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri