ମେଟ୍ରୋ

ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ…

ଭୁବନେଶ୍ବର ଡେଲ୍‌ଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର,୧୦ା୧୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ରବିବାର ରାତି ସାଢେ ୧୦ରେ ଏକ ସଡକ ଦୁର୍ଘଟଣା ଘଟିଛି । ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲୁଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା ଦେଇଥିଲେ…

ରବିଋତୁ ଫସଲ ପାଇଁ କୃଷକ ପାଇବେ ୯ ହଜାର କୋଟି ଟଙ୍କାର ଋଣ

ନୂଆଦିଲ୍ଲୀ,୧୦ା୧୧: ରାଜ୍ୟରେ ଚଳିତ ୨୦୨୪-୨୫ ରବିଋତୁ ପାଇଁ ୯ ହଜାର କୋଟି ଟଙ୍କାର ଋଣ ପ୍ରଦାନ କରିବାକୁ ଯୋଜନା ରଖାଯାଇଛି ବୋଲି ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକ କହିଛନ୍ତି। ଗତବର୍ଷ ତୁଳନାରେ ଧାର୍ଯ୍ୟ ଲକ୍ଷ୍ୟଠାରୁ ଚାଷୀମାନେ ଅଧିକ ପରିମାଣର ଋଣ…

ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ହେବ ଗବେଷଣା

ଭୁବନେଶ୍ୱର,୧୦।୧୧: ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶା ଇତିହାସକୁ ନେଇ ଗବେଷଣା ହୋଇନି, ଯାହାକି ଦୁର୍ଭାଗ୍ୟଜନକ। ବିଶ୍ୱବିଦ୍ୟାଳୟର ଏକ ଚେୟାର…

ନନାଙ୍କ ପଞ୍ଚାୟତରେ ସୁରକ୍ଷିତ ନାହାନ୍ତି ମହିଳା: କାହିଁକି ଏମିତି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୧୦।୧୧: ବାଲେଶ୍ୱର ନୀଳଗିରି ଲଜ୍ଜାକୁ ନେଇ ବଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଭାଜପା ଉପରେ ବର୍ଷିଛନ୍ତି । ପ୍ରେସମିଟ୍‌ କରି ସେ ଭାଜପା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଗତ ୭ ତାରିଖରେ ନୀଳଗିରି ନିର୍ବାଚନମଣ୍ଡଳୀର ଧୋବଶିଳାଠାରେ ଜଣେ ଆଦିବାସୀ ମହିଳା ବଳାତ୍କାର…

ରାଜଧାନୀରେ ମାତିଲେ ଲୁଟେରା, ବୃଦ୍ଧ ଦମ୍ପତିଙ୍କୁ ଭିତରପଟୁ ତାଲା ପକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୦ା୧୧: ରାଜଧାନୀରେ ପୁଣି ମାତିଲେ ଲୁଟେରା। ଝରକା ତାଡ଼ି ଭୁବନେଶ୍ୱର ଇନଫୋସିଟି ଶ୍ରୀଗଣେଶ ବିହାର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ କର୍ମଚାରୀ ବଂଶୀଧର ଗୌଡ଼ଙ୍କ ଘରେ ଲୁଟେରା କଳାକନା ବୁଲାଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଅନୁଯାୟୀ, ଲୁଟେରାମାନେ…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ। ପୁରୀ ବ୍ଲୁ ଫ୍ଲାଗ ବିଚ୍‌ରେ ନୌସେନା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ‘ଅପରେଶନ…

ବସ୍ତିରୁ ମିଳିଲା ମହିଳାଙ୍କ ମୃତଦେହ: ସ୍ବାମୀ ପୋଲିସକୁ କହିଥିବା କଥାକୁ ନେଇ ବଢ଼ୁଛି ସନ୍ଦେହ

ଭୁବନେଶ୍ବର୧୦।୧୧: ଭୁବନେଶ୍ବରସ୍ଥିତ ୟୁନିଟ-୪ ରାମପୁର ବସ୍ତିରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମହିଳା ଜଣଙ୍କ ରାତିରେ ଖାଇ ଶୋଇଥିବା ବେଳେ ସକାଳେ ମୃତଦେହ ମିଳିବା ଘଟଣାକୁ ନେଇ ଚର୍ଚ୍ଚା ବଢ଼ୁଛି। ତେବେ ମହିଳାଙ୍କ ସ୍ବାମୀ ପୋଲିସକୁ ଜଣାଇଥିଲେ ଯେ, ତାଙ୍କ ସ୍ତ୍ରୀ…

୧୬ ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା)- ଆସନ୍ତା ୫ଦିନ ରାଜ୍ୟ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ୧୬ ତାରିଖ ଯାଏ ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଅନ୍ୟପଟେ ରାଜ୍ୟର…

ପୋତିଦେଲେ ଅନନ୍ତ ବାସୁଦେବଙ୍କ ଐତିହ୍ୟ କୂଅ

ପୁରୁଣା ଭୁବନେଶ୍ବର,୯ା୧୧(ସୁବାସ ଚନ୍ଦ୍ର ପ୍ରଧାନ): ଏକାମ୍ର କ୍ଷେତ୍ରର ଅନ୍ୟତମ ଐତିହ୍ୟ ଅନନ୍ତ ବାସୁଦେବ ମନ୍ଦିର ପରିସରରେ ଥିବା ପୁରାତନ କୂଅକୁ ପୋତିଦିଆଯାଇଛି। ଏଥିସହ କୁଅ ନିକଟରେ ଥିବା ଅନେକ ପୁରାତନ ଚୁଲାକୁ ମଧ୍ୟ ଜେସିବି ସହାୟତାରେ ଭାଙ୍ଗି ଦିଆଯାଇଛି। ଏନେଇ ସାଧାରଣରେ…

ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ। ରାଜ୍ୟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏହି ମାନଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୯।୧୧: ରାଜ୍ୟ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ସମ୍ମାନ ସୂଚକ ସହାୟକ ରାଶି ମିଳିବ। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri