ମେଟ୍ରୋ

Odisha Budget: ବଜେଟରେ କୃଷକଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୧୭।୨: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି। କୃଷି ପାଇଁ ଏଥର ବଜେଟରେ ୩୭,୮୦୦ କୋଟି ବ୍ୟୟ ଅଟକଳ କରାଯାଇଛି। ଯାହା ଗତ ବର୍ଷ ତୁଳନାରେ ଏହା ୧୨…

Video: ନେପାଳୀ ଯୁବତୀଙ୍କ ମୃତ୍ୟୁକୁ ନେଇ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ନାଲିଆଖି, KIIT ଅଧ୍ୟାପକଙ୍କ ଭିଡିଓ ଭାଇରାଲ୍

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ ଜଣେ ବି.ଟେକ୍ ତୃତୀୟ ବର୍ଷର ଛାତ୍ରୀ ଏକ ହଷ୍ଟେଲ୍ ଭିତରେ ଆତ୍ମହତ୍ୟା କରିବା ପରେ ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟ ପରିସରରେ ଏବଂ ବାହାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ବିଶ୍ୱବିଦ୍ୟାଳୟ ପରିଚାଳନା ଦ୍ୱାରା ନିଆଯାଇଥିବା ବିରୋଧ ଏବଂ ଅନେକ…

ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆଉ କିଛି ସମୟ ପରେ ଆସିବ ବଜେଟ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ…

KIIT University Girl’s Death: ସାମ୍ନାକୁ ଆସିଲା ପୂର୍ବତନ ପ୍ରେମିକଙ୍କ ଆପତ୍ତିଜନକ ଅଡିଓ, କାର୍ଯ୍ୟାନୁଷ୍ଠାନ ଆଶ୍ୱାସନା ଦେଲେ DCP

ଭୁବନେଶ୍ୱର,୧୭।୨: ରବିବାର ସନ୍ଧ୍ୟାରେ, ଭୁବନେଶ୍ୱର KIIT ବିଶ୍ୱବିଦ୍ୟାଳୟର ମେକାନିକାଲ୍ ଇଞ୍ଜିନିୟରିଂ ବିଭାଗର ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲ ତାଙ୍କ ପୂର୍ବତନ ପ୍ରେମିକଙ୍କ ‘ନିର୍ଯାତନା’ ଯୋଗୁଁ ତୀବ୍ର ମାନସିକ ଚାପରେ ପଡ଼ି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାରି ମଧ୍ୟରେ ଏକ…

ନୂଆମୋଡ଼ ନେଲା ASO ଙ୍କୁ ପୂର୍ବତନ ରାଜ୍ୟପାଳଙ୍କ ପୁଅ ମାଡ଼ ମାମଲା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର,୧୭।୨: ଗତ ବର୍ଷ ଜୁଲାଇ ମାସରେ ପୁରୀରେ ପୂର୍ବତନ ରାଜ୍ୟପାଳ ରଘୁବର ଦାସଙ୍କ ପୁଅ ଦ୍ୱାରା ରାଜଭବନ କର୍ମଚାରୀଙ୍କ ଉପରେ ହୋଇଥିବା ଶାରୀରିକ ଆକ୍ରମଣ ରାଜ୍ୟ ରାଜନୀତିକୁ ସରଗରମ କରିଥିଲା। ଘଟଣାରେ ସରକାରୀ କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀ ସରକାରଙ୍କୁ ଟାର୍ଗେଟ କରିଥିଲେ।…

୩୨ ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ନାହିଁ ICU ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ରାଜ୍ୟର…

୪ ବର୍ଷରେ ୩୬୦୦୦ରୁ ଅଧିକ ମହିଳା, ୮୪୦୦ ଶିଶୁ ନିଖୋଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ରାଜ୍ୟରେ ହ୍ରାସ ପାଉନି ମହିଳା ବିରୋଧୀ ଅପରାଧ। ଗତ ୮ ମାସରେ ୧୮ ହଜାରଟି ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଛି। ବିଧାୟିକା ସୋଫିଆ ଫିର୍ଦ୍ଦୋଷଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତରରେ ମିଳିଥିବା…

ଛାତ୍ରୀଙ୍କ ଆତ୍ମହତ୍ୟା ପରେ KIIT ଛାଡ଼ିଲେ ନେପାଳୀ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୭ା୨: କିଟ୍‌ ଛାତ୍ରୀଙ୍କ ଆତ୍ମହତ୍ୟା ପରେ ନେପାଳୀ ଛାତ୍ରୀଛାତ୍ରଙ୍କୁ ଘରକୁ ପଠାଯାଇଛି। କୁହାଯାଉଛି, ଏହି ଛାତ୍ରୀଛାତ୍ରଙ୍କୁ ଜୋର୍‌ ଜବରଦସ୍ତ କଟକ ରେଲଓ୍ବେ ଷ୍ଟେଶନରେ ଛଡ଼ାଯାଇଛି। ସୁରକ୍ଷାକର୍ମୀମାନେ ନେପାଳୀ ଛାତ୍ରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆତ୍ମହତ୍ୟା ପରେ କ୍ୟାମ୍ପସ୍‌ରେ ଉତ୍ତେଜନା…

ଓଡ଼ିଶାରେ ବୃଦ୍ଧି ପାଇଛି ଅପରାଧ: ବିଧାନସଭାରେ ସ୍ୱୀକାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ପୂର୍ବ ବର୍ଷ ତୁଳନାରେ ୨୦୨୪ ରେ ଓଡ଼ିଶାରେ ଅପରାଧ ହାର ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି…

ଓଡିଶାରେ IAS, IPS ଅଧିକାରୀଙ୍କ ଅଭାବ: ଖାଲି ପଡ଼ିଛି ୧୭୫ ପଦବୀ

ଭୁବନେଶ୍ୱର,୧୭।୨: ଓଡ଼ିଶାରେ ବର୍ତ୍ତମାନ ଭାରତୀୟ ପ୍ରଶାସନିକ ସେବା (IAS) ଏବଂ ଭାରତୀୟ ପୋଲିସ ସେବା (IPS) ଅଧିକାରୀଙ୍କ ଘୋର ଅଭାବ ଦେଖାଦେଉଛି। ଯାହା ଏକ ଗୁରୁତ୍ୱପୂର୍ଣ୍ଣ ଶାସନ ସମସ୍ୟା ଏବଂ ଆଇନ ଶୃଙ୍ଖଳାକୁ ବିଗାଡିବାର ଇଙ୍ଗିତ କରୁଛି। ସୋମବାର ବିଧାନସଭାରେ ଏକ…

KIIT University: କିଟ୍‌ରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ପ୍ରେମିକଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୭ା୨: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବାର କିଛି ଘଣ୍ଟା ପରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ମୃତ ଯୁବତୀଙ୍କ ବନ୍ଧୁ ଏବଂ…

Krushna Chandra Patra: ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏଣିକି ପ୍ରତି ବ୍ଲକ୍‌ରେ ହେବ…

ଭୁବନେଶ୍ୱର,୧୭ା୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଚାଷୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ପ୍ରତି ବ୍ଲକରେ ଗୋଟିଏ ଲେଖାଏ ଶୀତଳଭଣ୍ଡାର ଖୋଲାଯିବ। ଫଳରେ ଚାଷୀଙ୍କ କଷ୍ଟ ଉପାର୍ଜିତ ଖାଦ୍ୟଶସ୍ୟ ନଷ୍ଟ ହେବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?