ମେଟ୍ରୋ

ଜନଶୁଣାଣିକୁ ଗୁରୁତ୍ୱ ଦେଉନାହାନ୍ତି ୬ ବିଭାଗ, ଗଡୁଛି ୩୮ ହଜାର ଲୋକଙ୍କ ସମସ୍ୟା

ଭୁବନେଶ୍ୱର,୧୭ା୧୦(ରବିନାରାୟଣ ଜେନା): ରାଜ୍ୟରେ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ସୋମବାର ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ମନ୍ତ୍ରୀ ପରିଷଦ ସମସ୍ତ ଅବହେଳିତ ବର୍ଗଙ୍କୁ ଭେଟି ଗୁହାରି ଶୁଣୁଛନ୍ତି...

SI ପରୀକ୍ଷା ଘୋଟାଲା: ମୋଷ୍ଟ ୱାଣ୍ଟେଡ୍‌ ଦଲାଲ ମୁନା ମହାନ୍ତି ଗିରଫ

ଭୁବନେଶ୍ୱର,୧୬ା୧୦: ପୋଲିସ୍ SI ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ଓରଫ୍ ରିଙ୍କୁ ସମେତ ମୋଟ ୩ ଜଣଙ୍କୁ ଗିରଫ କରାଯାଇ...

ଉପନିର୍ବାଚନ ପୂର୍ବରୁ ନବୀନ ନେଲେ ବଡ଼ ନିଷ୍ପତ୍ତି: ଏହି ନେତାଙ୍କ ଉପରୁ…

ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେଡି ସୁପ୍ରିମୋ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ନିର୍ଦ୍ଦେଶ ହଟିଛି। ନୂଆପଡ଼ାର ବିଜେଡି ନେତା ଭାନୁପ୍ରତାପ ସିଂହ। ୮ ନମ୍ବର ଜିଲା ପରିଷଦ ଜୋନ୍‌ର ସଦସ୍ୟ ଅଛନ୍ତି ଭାନୁପ୍ରତାପ। ଅନ୍ୟପଟେ...

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା…

ଭୁବନେଶ୍ୱର,୧୬।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି  ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ନିରଂଜନ ପୂଜାରୀ, ସଞ୍ଜୟ ଦାସ ବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଞ୍ଜନ ଘଢାଇ, ଧ୍ରୁବା ସାହୁ, ମନୋହର ରାନ୍ଧାରୀ,...

ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା, ଏହି ନେତାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୧୬ା୧୦: ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ ମହାନ୍ତି,...

ଟ୍ରମ୍ପ କହିଲେ ମୋଦି ଫୋନ୍ କରିଥିଲେ, ଭାରତ କହିଲା ମିଛ କଥା

ନୂଆଦିଲ୍ଲୀ,୧୬ା୧୦: ଭାରତ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବିକୁ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନ୍‌ରେ କଥାବାର୍ତ୍ତା କରି ରୁଷିଆରୁ ତୈଳ କିଣା ବନ୍ଦ କରିବାକୁ...

ଦୀପାବଳି ପରେ ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୬ା୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହେବାର...

କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ୍‌ ନାଇଟ୍‌, ମୁଖ୍ୟ ଆକର୍ଷଣ ସିଙ୍ଗର

କଟକ,୧୬।୧୦: ଚଳିତ ବର୍ଷ କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଦର୍ଶକଙ୍କ ମନୋରଞ୍ଜନରେ ଚାର୍ ଚନ୍ଦ୍ ଲଗାଇବ। ଲୋକପ୍ରିୟ ଗାୟିକା ଶ୍ରେୟା ଘୋଷାଲ, ହର୍ଷଦୀପ କୌର ଏବଂ ଋଷି ସିଂଙ୍କ ସମେତ ଓଲିଉଡ୍‌ର ୧୪ ଜଣ ନାମୀ ଗାୟକଙ୍କ ସଙ୍ଗୀତମୟ ପ୍ରଦର୍ଶନୀରେ...

ମୁଖ୍ୟମନ୍ତ୍ରୀଙ୍କ ଭବିଷ୍ୟବାଣୀ: କହିଲେ ଏଥର ନୂଆପଡ଼ାରେ ନିଶ୍ଚୟ…

ନୂଆପଡ଼ା,୧୬ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରଚାରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ନୂଆପଡ଼ା ବିକାଶ ଦାୟିତ୍ୱ ମୋର, କଥା ଦେଇ କଥା ରଖିବୁ। ନୂଆପଡ଼ା ଇତିହାସରେ ନୂଆ ଫର୍ଦ୍ଦ ଯୋଡ଼ି ହେବାକୁ...

ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ: ୨ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି…

ଭୁବନେଶ୍ୱର,୧୬ା୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପାର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଉକ୍ତ ତାଲିକାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ନାଁ ରହିଛି। ସେହିପରି ଭାଜପା ସଭାପତି ମନମୋହନ...

ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ାଇଲେ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ …

ଭୁବନେଶ୍ୱର,୧୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପୂର୍ବରୁ ଗୁରୁବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍‌ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର।...

ହଠାତ୍‌ ନବୀନ ପଟ୍ଟନାୟକଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା…

ଭୁବନେଶ୍ୱର,୧୬।୧୦: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍‌ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri