ରାଜଧାନୀରେ ନକଲି ଆଡିଶନାଲ ଏସ୍ପି, ପୋଲିସ ଗିରଫ କରି…
ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍ପି ବା ନକଲି ଅତିରିକ୍ତ ଏସ୍ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି ନାମକ ବ୍ୟକ୍ତିଙ୍କୁ ଖାରବେଳ ନଗର ପୋଲିସ ଗିରଫ କରିଛି। ନିଜକୁ ଆଡିଶନାଲ ଏସ୍ପି…
ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ
ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ ଛାଡ଼ିଦେଲେ ବାକି ସବୁ ମାଗଣା। ଯୋଜନା ଆରମ୍ଭ ପୂର୍ବରୁ ନାମଲେଖା ପ୍ରକ୍ରିୟା ଆରମ୍ଭ…
ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…
ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି। ୮୨…
ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍: ଏହି ମାସରେ ହେବା ନେଇ ସୂଚନା
ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ସଚିବ ସନ୍ତୋଷ…
ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ
ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା ବନ୍ଦ ପାଇଁ ଚିଠି ଲେଖିଥିଲେ ପୁରୀ ଜିଲାପାଳ। ଚିଠିରେ ତିଥି ଅନୁସାରେ ରଥଯାତ୍ରା…
ଭକ୍ତଙ୍କ ନାଁରେ ରୋକଠୋକ୍ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍ଠାକ୍ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର ସୋଫିଆ କହିଛନ୍ତି, ପିସିସି ସଭାପତି ଯେଉଁଭଳି ଦାୟିତ୍ୱ ନେଇ କାମ କରିବା କଥା…
ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍
ବାରମ୍ବାର ଅନୁରୋଧ ଓ ତାଗିଦ୍ ସତ୍ତ୍ୱେ ନିଜ ଜିଦ୍ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଆଉ ଏକ ବଡ଼ ଭୁଲ୍ କରିଛି। ଗୋଟେପଟେ ଇସ୍କନ ଜଗନ୍ନାଥଙ୍କୁ ପ୍ରଭୁ ବୋଲି…
ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷୁଛି। ଜୁଲାଇ ୧୪ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା…
ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…
ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା ଅନ୍ୟକେଉଁ କାରଣ ଏହା ପଛରେ ରହିଛି ତାକୁ ନେଇ ଚାଲିଛି ବିଭିନ୍ନ ଆଲୋଚନା।…
‘ଇଣ୍ଡିଆନ ଆଇଡଲ’ର ଟପ୍-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍-୬ରେ ସ୍ଥାନ ହାସଲ କରିଛନ୍ତି। ଓଲିଉଡ୍ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଜ୍ୟୋତିର୍ମୟୀ ଏବେ ଜାତୀୟ ମଞ୍ଚରେ…
୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା ୨୧ ତାରିଖରେ OSWAN ପ୍ଲାଟଫର୍ମରେ ବୈଠକ ଅନୁଷ୍ଠିତ ହେବାକୁ ଥିବା ବେଳେ ସମସ୍ତ…
ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ
ଭୁବନେଶ୍ୱର,୯।୭(ପ୍ରସନଜିତ୍ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା ବଳାତ୍କାର କରିଥିବା ବେଳେ ମାଉସୀ ସହଯୋଗ କରିଥିବା ଅଭିଯୋଗ ହୋଇଛି। ପୋଲିସ ବୁଧବାର…

