ମେଟ୍ରୋ

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ୨୪ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୯ା୧୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୨୪ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦ ଲକ୍ଷରୁ ଅଧିକ ହିତାଧିକାରୀ…

ଏଟିଏମ୍‌ କାର୍ଡ ଛଡ଼ାଇନେଇ ପ୍ରିନ୍ସିପାଲଙ୍କ ଆକାଉଣ୍ଟରୁ ୪୨ ହଜାର ଉଠାଇନେଲେ

ଭୁବନେଶ୍ୱର, ୯ା୧୧(ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀର ବିଭିନ୍ନ ଏଟିଏମ୍‌କୁ ଟଙ୍କା ଉଠାଇବାକୁ ଯାଉଥିଲେ ସତର୍କ ରୁହନ୍ତୁ। ନ ହେଲେ ଆପଣଙ୍କ ଏଟିଏମ୍‌ କାର୍ଡକୁ ଚତୁରତାର ସହ ବଦଳାଇ ବା ଛଡ଼ାଇନେଇ ଦୁର୍ବୃତ୍ତମାନେ ଆକାଉଣ୍ଟରୁ ଟଙ୍କା ନେଇଯିବେ। ଏଭଳି ଏକାଧିକ ଗ୍ୟାଙ୍ଗ୍‌ ଏବେ ଭୁବନେଶ୍ୱରରେ ସକ୍ରିୟ…

ୟୁଜି, ପିଜି, ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମର ବଳକା ସିଟ୍‌ରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୯ା୧୧(ଅନୁରାଧା ମହାରଣା): ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ…

ଘର ତିଆରି ପାଇଁ ହାଇସ୍କୁଲ ଶିକ୍ଷକଙ୍କୁ ମିଳିବ ଅଗ୍ରଣୀ ଟଙ୍କା

ଭୁବନେଶ୍ୱର,୮ା୧୧(ଅନୁରାଧା ମହାରଣା)- ଏଣିକି ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ଘର ପାଇଁ ଆଗୁଆ ଟଙ୍କା ମିଳିବ । ଘର ଭଡା ଖର୍ଚ୍ଚ(ଏଚଆରଏ)ରେ ପାଉଥିବା ଟଙ୍କା ସହିତ ଏଣିକି ନୂଆ ଜମି ଓ ଘର କିଣିବା ପାଇଁ ମଧ୍ୟ ହାଇସ୍କୁଲ ଶିକ୍ଷକ ଓ…

କଟକ ବଳାତ୍କାର ମାମଲା: ଜଣାପଡିଲା ସାଂଘାତିକ ସତ, ହୁକା ବାର୍‌ ମାଲିକ ବି କରିଥିଲେ…

କଟକ,୮।୧୧: କଟକ ବଳାତ୍କାର ମାମଲାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଛାତ୍ରୀଙ୍କୁ ହୁକା ବାର୍‌କୁ ଆଣି କରାଯାଇଥିଲା ବଳାତ୍କାର। ହୁକା ବାରରେ ବୟଫ୍ରେଣ୍ଡ ସହ ଜନ୍ମଦିନ ପାଳିଥିଲେ ଛାତ୍ରୀ।ଏହି ସମୟରେ ବୟଫ୍ରେଣ୍ଡଙ୍କ ସହ ଅନ୍ତରଙ୍ଗ ଭିଡିଓ ସୁଟ୍‌ ହୋଇଥିଲା। ଆଉ ଭିଡିଓ…

ପଞ୍ଚକ, ବଡଓଷା ସମୟରେ ଟ୍ରାଫିକ କଟକଣା, ଯାଇପାରିବେନି ଏହି ବ୍ରିଜରେ

କଟକ, ୮।୧୧: ଆସନ୍ତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଞ୍ଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ…

ପୋଷ୍ଟ ଅଫିସରେ ଲମ୍ବାଧାଡ଼ି: ୩ ଦିନ ହେଲାଣି …

ଭୁବନେଶ୍ୱର,୧୧।୮: ରାଜ୍ୟର ସବୁ ମୁଖ୍ୟ ପୋଷ୍ଟ ଅଫିସରେ ଲିଙ୍କ ଫେଲ୍‌। ଏ ନେଇ ବିଭିନ୍ନ ସମସ୍ୟା ମଧ୍ୟ ଦେଖାଯାଉଛି। ୩ ଦିନ ହେଲାଣି ଲିଙ୍କ ଫେଲ ଯୋଗୁ ପୋଷ୍ଟାଲ କାର୍ଯ୍ୟ ଏକପ୍ରକାର ଠପ୍‌ ହୋଇଯାଇଛି। ଭୁବନେଶ୍ୱର ପ୍ରଧାନ ଡାକଘର ଅଫିସରେ ମଧ୍ୟ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୨ ପର୍ଯ୍ୟନ୍ତ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୮।୧୧: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ…

ନବୀନ ପଟ୍ଟନାୟକଙ୍କ ଏହି ଭୁଲ୍‌ ପାଇଁ ହାରିଲା ବିଜେଡି: କହୁ କହୁ କହିଦେଲେ ପୂର୍ବତନ ବିଜେଡି ବିଧାୟକ

ଭୂବନେଶ୍ୱର,୮।୧୧: ବିଜେଡି ନେତା ତଥା ଛେଣ୍ଡିପଦାର ପୂର୍ବତନ ବିଧାୟକ ସୁଶାନ୍ତ ବେହେରା ନିଜ ଦଳ ବିରୋଧରେ ମୁହଁ ଖୋଲିଛନ୍ତି। ଗତ ନିର୍ବାଚନରେ ବିଜେଡି ହାରିବାର ବଡ଼ କାରଣ ମଧ୍ୟ ସେ କହିଛନ୍ତି। ଦଳର ପରାଜୟ ପାଇଁ ସୁପ୍ରିମୋ ନବୀନ ପଟ୍ଟନାୟକ ଦାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri