ମାଘରେ ବଢୁଛି ତାତି: ପାରଳାଖେମୁଣ୍ଡିରେ ସର୍ବାଧିକ ୩୪.୨ ଡିଗ୍ରୀ
ଭୁବନେଶ୍ୱର,୨୩ା୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି। ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ,…
ଶ୍ରୀ ମନ୍ଦିର ବାହାରେ ହେବ ୱାଚ୍ ଟାୱାର, କଡ଼ାକଡ଼ି ହେବ ସୁରକ୍ଷା
ଭୁବନେଶ୍ୱର,୨୩ା୧: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି। ପ୍ରସ୍ତାବିତ ୱାଚ୍ ଟାୱାର ପୁରୀ ଜଗନ୍ନାଥ ମନ୍ଦିର ଉପରେ ‘ବେଆଇନ’ ଡ୍ରୋନ୍…
ମେଟ୍ରୋ ସିଟି ପାଲଟିବ ଭୁବନେଶ୍ୱର: ହେବ ବ୍ୟାପକ ସମ୍ପ୍ରସାରଣ, ପଛରେ ପଡ଼ିବେ ବଡ଼ ବଡ଼ ସହର
ଭୁବନେଶ୍ୱର, ୨୩।୧: ରାଜଧାନୀ ଭୁବନେଶ୍ୱର ସହରକୁ ବ୍ୟାପକ ସମ୍ପ୍ରସାରଣ କରାଯିବ ବୋଲି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ସହରରେ ବଢୁଥିବା ଟ୍ରାଫିକ ହ୍ରାସ କରିବା ଲକ୍ଷ୍ୟରେ ସରକାର ଏହି…
ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ…
ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…
ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ…
ମନ୍ତ୍ରୀଙ୍କ ବଡ଼ ଘୋଷଣା, ଆଉ ଚଳିବନି…
ଭୁବନେଶ୍ୱର,୨୩।୧: ଅସାଧୁ ମିଲରଙ୍କୁ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ କଡ଼ା ଚେତାବନୀ। କଟନୀ ଛଟନୀ କରୁଥିବା ମିଲରଙ୍କୁ କାରଣ ଦର୍ଶାଅ ନୋଟିସ। କୃଷକମାନଙ୍କୁ ହଇରାଣ କଲେ କଡ଼ା ଆକ୍ସନ ନିଆଯିବ ବୋଲି ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ। ଆଉ ପୁରୁଣା ନୀତି…
ସିରିଜ ଦୁର୍ଘଟଣା ଘଟାଇଲା ମୋ’ ବସ୍: ୪ ଆହତ
ଭୁବନେଶ୍ୱର,୨୩ା୧: ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ପୂର୍ବାହ୍ନରେ ସିରିଜ୍ ଦୁର୍ଘଟଣା ଘଟାଇଛି ମୋ ବସ୍। ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ଗୋଟିଏ ମୋ ବସ୍କୁ ଆଉ ଏକ ମୋ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି।। ଆଜି ସକାଳେ ଇଭି ମୋ ବସ୍ଟି…
ମୁଢ଼ି ଖାଇଲେ ମୁଖ୍ୟମନ୍ତ୍ରୀ, ଦଳୀୟ କାର୍ଯ୍ୟାଳୟରେ ୪ ଘଣ୍ଟା ରହିଲେ
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର):ସରକାର ଏବଂ ସଙ୍ଗଠନ ମଧ୍ୟରେ କିପରି ଅଧିକ ସମନ୍ବୟ ରହିପାରିବ ତାକୁ ନେଇ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ,…
ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଲେ ହେମନ୍ତ ଶର୍ମା
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍ ଆଇଏଏସ୍ ଅଫିସର ରଞ୍ଜନା…
୪ ଦିନରେ ୪ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର,୨୩ା୧(ଅନୁରାଧା ମହାରଣା): ଜାନୁଆରୀ ନ ସରୁଣୁ ହଠାତ୍ ପାରଦ ଉପରମୁହାଁ ହୋଇଛି। ଶୀତ ଗାଏବ୍ ହୋଇଯାଇଥିବାବେଳେ ରାତିରେ କୁହୁଡ଼ି ଓ ଦିନରେ ଖରା ଡରାଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୃଷ୍ଟାନ୍ତମୂଳକ ଭାବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ…
୫ ବର୍ଷରେ ଖର୍ଚ୍ଚ ହେବ ୫ ହଜାର କୋଟି
ଭୁବନେଶ୍ୱର,୨୩ା୧(ଅନିଲ ଦାସ): ଗ୍ରାମାଞ୍ଚଳରେ ମୌଳିକ ଭିତ୍ତିଭୂମିର ବିକାଶ ନିମନ୍ତେ ବିକଶିତ ଗଁା, ବିକଶିତ ଓଡ଼ିଶା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ଗ୍ରାମାଞ୍ଚଳରେ ବିଭିନ୍ନ ସ୍ଥାୟୀ ଉନ୍ନୟନମୂଳକ ପ୍ରକଳ୍ପ ଯଥା ଅପହଞ୍ଚ ଗଁାକୁ ରାସ୍ତା ଦ୍ୱାରା ସଂଯୋଗୀକରଣ, ସର୍ବସାଧାରଣଙ୍କ ସୁବିଧା ପାଇଁ…
‘ଲୋକଙ୍କୁ ମିଳିବ କମ୍ ବିଦ୍ୟୁତ୍ ଖର୍ଚ୍ଚ ହେଉଥିବା ଉପକରଣ’
ଭୁବନେଶ୍ୱର,୨୩ା୧(ସୁନିତ୍ ମିଶ୍ର): ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଖାରବେଳ ଭବନଠାରେ ଅନୁଷ୍ଠିତ ବୈଠକରେ ଏନର୍ଜି ଏଫିସିଏନ୍ସି ସର୍ଭିସେସ୍ ଲିମିଟେଡ୍(ଇଇଏସ୍ଏଲ୍)ର ବରିଷ୍ଠ ଅଧିକାରୀ ଶକ୍ତି ସଂରକ୍ଷଣ ପାଇଁ ଆଗାମୀ ପଦକ୍ଷେପ ବାବଦରେ ଏକ ଉପସ୍ଥାପନା ପ୍ରଦର୍ଶନ କରିଛନ୍ତି। ରାଜ୍ୟ ସରକାରଙ୍କ…
Archives


