ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…
ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ…
ଅନାଥ ପିଲାମାନଙ୍କୁ ପୋଷ୍ୟ ସନ୍ତାନ କରିବେ ଓଡ଼ିଶା ବିଧାୟକ, ମନ୍ତ୍ରୀ!
ଭୁବନେଶ୍ୱର,୨୬।୧୧: ଓଡ଼ିଶାରେ ଅନାଥ ପିଲାମାନଙ୍କର ଜୀବନକୁ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ଏହି ପିଲାମାନଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବାକୁ ବିଧାୟକମାନଙ୍କୁ ଆହ୍ୱାନ କରାଯିବ ବୋଲି ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ ଆଶା ପ୍ରକଟ କରିଛନ୍ତି ଯେ ଅଳ୍ପ ସଂଖ୍ୟକ…
ଚିନ୍ତାଜନକ ସ୍ଥିତିରେ ହାତୀ-ମଣିଷ କଳି; ୩ ବର୍ଷରେ ଜୀବନ ହରାଇଛନ୍ତି ୬୬୮ ଲୋକ
ଭୁବନେଶ୍ୱର,୨୬।୧୧: ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।…
କେନ୍ଦ୍ରାପଡ଼ାରେ କୁମ୍ଭୀର ଆତଙ୍କ: ଗତ ପାଞ୍ଚ ବର୍ଷରେ ନେଲେଣି ୨୨ ଜୀବନ
ଭୁବନେଶ୍ୱର,୨୬।୧୧: ଗତ କିଛି ବର୍ଷ ମଧ୍ୟରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲାମାନଙ୍କରେ କୁମ୍ଭୀର ଆକ୍ରମଣ ବଢ଼ିବାରେ ଲାଗିଛି। ଯେଉଁଥିରେ ବିନା କାରଣରେ ସାଧାରଣ ଲୋକେ ଜୀବନ ହାଉଥିବା ଦେଖିବାକୁ ମିଳୁଛି। ମଙ୍ଗଳବାର ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ…
ବିଧାନସଭାରେ ଅତିରିକ୍ତ ବଜେଟ ଉପସ୍ଥାପିତ, ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କା ବ୍ୟୟବରାଦ
ଭୁବନେଶ୍ୱର,୨୬।୧୧: ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ। ମଙ୍ଗଳବାର ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ ହୋଇଥିବା ବେଳେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ…
ପୁଣି ଆସୁଛି ବଡ଼ ବାତ୍ୟା! ଓଡ଼ିଶାର ଏହିସବୁ ଜିଲାରେ ପ୍ରବଳ ବର୍ଷା!
ଭୁବନେଶ୍ୱର,୨୬।୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ବାପାଙ୍କ ଠାରୁ ପୁଅ ଭିନ୍ନେ ଥିଲେ…
ଭୁବନେଶ୍ୱର,୨୬।୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଅନୁସାରେ, ବାପାଙ୍କ…
ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ: ଓଡ଼ିଶାରୁ କିଏ ଯିବେ…
ଭୁବନେଶ୍ୱର,୨୬।୧୧: ଡିସେମ୍ବର ୨୦ରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୪ଟି ରାଜ୍ୟର ୬ଟି ଆସନ ପାଇଁ ଏହି ଉପନିର୍ବାଚନ ହେବ ବୋଲି ଇସିଆଇ ପକ୍ଷରୁ ସୂଚନା ଦିଆଯାିଛି। ଡିସେମ୍ବର ୩ରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ୧୦…
ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର: ନିର୍ଦ୍ଦେଶାଳୟଙ୍କ ଚିଠିରେ ….
ଭୁବନେଶ୍ୱର,୨୬।୧୧: ଆଜୀବନ ସଜା ଭୋଗୁଥିବା ୧୪ କଏଦୀଙ୍କ ପାଇଁ ଆସିଲା ଖୁସିଖବର। ସଜା ଭୋଗୁଥିବା ୧୪ କଏଦୀଙ୍କ ମୁକ୍ତି ପାଇଁ ନିର୍ଦ୍ଦେଶାଳୟ ପକ୍ଷରୁ ଚିଠି ଜାରି ହୋଇଛି। ଜେଲ ବିଭାଗ ନିର୍ଦ୍ଦେଶାଳୟ ପକ୍ଷରୁ ମୁକ୍ତ କରିବାକୁ ବିଭିନ୍ନ ଜେଲ ଅଧୀକ୍ଷକଙ୍କୁ ଏହି…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜାଣନ୍ତୁ କେଉଁ ପର୍ଯ୍ୟନ୍ତ କରିପାରିବେ ସୁଭଦ୍ରା ଆବେଦନ, ଆସିଲା ଶେଷ …
ଭୁବନେଶ୍ୱର,୨୬।୧୧: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍। ୨୦୨୫ ମାର୍ଚ୍ଚ ୭ ‘ସୁଭଦ୍ରା’ ପ୍ରଥମ କିସ୍ତି ପାଇଁ ଆବେଦନ କରିପାରିବେ। ୨୦୨୫ ମାର୍ଚ୍ଚ ୭ହି ଆବେଦନର ଶେଷ ତାରିଖ। ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଏହା…
ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ: ପୁଣି ୪ଟା ପର୍ଯ୍ୟନ୍ତ ଗୃହମୁଲତବୀ
ଭୁବନେଶ୍ୱର,୨୬।୧୧: ଶୀତକାଳୀନ ଅଧିବେଶନର ଆରମ୍ଭରୁ ବିଧାନସଭା ଅଚଳ। ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ହଙ୍ଗାମା ଦେଖିବାକୁ ମିଳିଛି। ସମ୍ବିଧାନ ପ୍ରସଙ୍ଗ ନେଇ ବିଜେଡି-ଭାଜପା ବିଧାୟକ ମୁହାଁମୁହିଁ ହୋଇଛନ୍ତି । ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ…
ସମ୍ବିଧାନ ଦିବସରେ ବାହାରିଲା ପଦଯାତ୍ରା: ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୧୧: ଆଜି ହେଉଛି ସମ୍ବିଧାନ ଦିବସ । ପ୍ରତି ବର୍ଷ ନଭେମ୍ବର ୨୬ ତାରିଖରେ ଏହି ଦିବସ ପାଳନ କରାଯାଏ । ଏହି ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯାଇଛି। ଅନୁଷ୍ଠିତ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ…
Archives


