ପିସିସି ସଭାପତି ଚୟନକୁ ନେଇ ମୁହଁ ଖୋଲିଲେ ଷ୍ଟିଅରିଙ୍ଗ କମିଟି ସଦସ୍ୟ ସନ୍ତୋଷ ସିଂ ସାଲୁଜା: କହିଲେ…
ଭୁବନେଶ୍ୱର,୪।୧୧: ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ ସମସ୍ତ ବିଧାୟକ ଏଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ହୋଇଥିଲା। କଂଗ୍ରେସର ମଙ୍ଗ, କିଏ ଧରିବେ ତାକୁ ନେଇ ଜୋରଦାର ଆଲୋଚନା ହୋଇଥିଲା। କଂଗ୍ରେସ ନେତା…
କାହା ନାଁରେ ବାଜିବ ମୋହର? କିଏ ହେବେ ପିସିସି ସଭାପତି: କଂଗ୍ରେସର ବରିଷ୍ଠ ନେତା କହିଲେ …
ଭୁବନେଶ୍ୱର,୪।୧୧: ରାଜ୍ୟ କଂଗ୍ରେସର ପିସିସି ସଭାପତିକୁ ନେଇ ଚର୍ଚ୍ଚା ଜୋର ଧରି ଥିବାବେଳେ ମହମ୍ମଦ୍ ମୋକିମ, ଶ୍ରୀକାନ୍ତ କିମ୍ବା ଜୟଦେବଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ଅନ୍ୟପକ୍ଷେ ଶୁକ୍ରବାର ପିସିସି କାର୍ଯ୍ୟାଳୟରେ ପ୍ରଥମ ପର୍ଯ୍ୟାୟ ବୈଠକ ଶେଷ ହୋଇଛି। ଏହି ବୈଠକ…
ରାଜ୍ୟ ସରକାରଙ୍କ ବଡ଼ ସୂଚନା: ଏହି ଦିନଠୁ ଆରମ୍ଭ ହେବ ଧାନ କିଣା
ଭୁବନେଶ୍ୱର,୪।୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି। ଚଳିତ ବର୍ଷ ୮୦…
ବୈଠକରେ ସିଙ୍ଘମ ଫିଲ୍ମ ଡାଇଲଗ୍ ଶୁଣାଇଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କହିଲେ…
ଭୁବନେଶ୍ୱର,୪।୧୧: ସିଂଘମ ଫିଲ୍ମ ଡାଇଲଗ୍ ଶୁଣାଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉପଦେଶ ଦେଇଛନ୍ତି। ଯୋଗାଣ ସହାୟକ ବୈଠକରେ ସହାୟକ ମାନଙ୍କୁ ସିଙ୍ଘମ ଫିଲ୍ମ ଡାଇଲଗ୍ ଶୁଣାଇ ଯୋଗାଣ ମନ୍ତ୍ରୀ ମହିଛନ୍ତି, ଅଗର ପୋଲିସ ଚାହେଁଗା ତୋ ମନ୍ଦିର କେ ସାମ୍ନା…
ବାତ୍ୟା କ୍ଷୟକ୍ଷତି ରିପୋର୍ଟ ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, କହିଲେ ପ୍ରାଥମିକ ଆକଳନ ଅନୁସାରେ ହୋଇଛି…
ଭୁବନେଶ୍ୱର,୪ା୧୧: ବାତ୍ୟା ଦାନା ରାଜ୍ୟର କିଛି ଜିଲାରେ ଘଟାଇଥିବା କ୍ଷୟକ୍ଷତିର ରିପୋର୍ଟ ଆସିଛି। କ୍ଷୟକ୍ଷତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୋମବାର ସୂଚନା ଦେଇଛନ୍ତି। ପ୍ରାଥମିକ ଆକଳନ ଅନୁସାରେ କ୍ଷତି ପ୍ରାୟ ୬ଶହ କୋଟି ହୋଇଥିବା ସେ ସୂଚନା ନେଇଛନ୍ତି।…
ଆମ୍ବଟାକୁଆ ମୃତ୍ୟୁ ଘଟଣାକୁ ନେଇ ବଡ଼ ପ୍ରତିକ୍ରିୟା ରଖିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ, କହିଲେ ଏହି କାରଣରୁ…
ଭୁବନେଶ୍ୱର,୪ା୧୧: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏସ୍ସିବିରେ ଚିକିତ୍ସିତ ରୋଗୀଙ୍କ ହେପାଟାଇଟିସ୍…
୫ରେ ଘୂର୍ଣ୍ଣିବଳୟ, ୧୦ ଯାଏ ବର୍ଷା
ଭୁବନେଶ୍ୱର,୪ା୧୧(ଅନୁରାଧା ମହାରଣା): ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ସୋମବାର ରାଜ୍ୟରେ ପାଗ ପ୍ରାୟ…
ଆଜି ଓଡ଼ିଶା ଆସିବେ ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ, ନିଆଯିବ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୪ା୧୧: ଛତିଶଗଡ଼ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ ସୋମବାର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡ଼ିଶାରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି କାହାକୁ କରାଯିବା ଦରକାର ସେନେଇ ରିପୋର୍ଟ ସଂଗ୍ରହ କରିବାକୁ ଅଖିଳ ଭାରତ କଂଗ୍ରେସ…
ପୁଣି ଉଠିଲା ମହାନଦୀ ପ୍ରସଙ୍ଗ, ଜୋର୍ ଧରିଲା ରାଜନୀତି
ଭୁବନେଶ୍ୱର,୪ା୧୧(ସୁନିତ୍ ମିଶ୍ର): ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଛି। ଅଣମୌସୁମୀ ସମୟରେ ଛତିଶଗଡ଼ ଆବଶ୍ୟକ ପରିମାଣର ଜଳ ନ ଛାଡ଼ିବା ଯୋଗୁ ଓଡ଼ିଶାରେ ମରୁଡ଼ି ସ୍ଥିତି ଉପୁଜୁଛି। ଏହି ବିବାଦ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି।…
ଯାତ୍ରାରେ ଆଇଟମ୍ ଡ୍ୟାନ୍ସକୁ ନେଇ ବଢୁଛି ବିବାଦ, ଖୁବଶୀଘ୍ର ଆସିବ ଆଇନ: ସଂସ୍କୃତି ମନ୍ତ୍ରୀ
ଭୁବନେଶ୍ୱର,୩ା୧୧: ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଖୁବଶୀଘ୍ର ଏକ ଆଇନ ଆସିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସଂସ୍କୃତି ବିଭାଗ ପକ୍ଷରୁ ଆଇନ ବିଭାଗକୁ ସହଯୋଗ କରାଯିବ ବୋଲି ସେ…
ଚଳିତ ବର୍ଷ ମଲେଣି ୫୦ ହାତୀ, ଚିନ୍ତା ପ୍ରକଟ କରି ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୩।୧୧: ଚଳିତ ବର୍ଷ ଓଡ଼ିଶାରେ ୫୦ ହାତୀ ଅପମୃତ୍ୟୁର ଶିକାର ହୋଇଥିବା ରିପୋର୍ଟ ହୋଇଛି।ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟଣାର ବିସ୍ତୃତ…
ବିଦେଶ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଜାଣନ୍ତୁ କାହିଁକି
ଭୁବନେଶ୍ୱର,୩।୧୧: ନଭେମ୍ବର ୧୮ ରୁ ତିନି ଦିନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆଶାନ୍ତ ବର୍ଷ ହେଵାଉ ଥିବା ଉତ୍କଳ ଓଡ଼ିଶା କନକ୍ଲେଭ ପୂର୍ବରୁ ସିଙ୍ଗାପୁରରେ ଏକ ରୋଡ୍ ସୋ ସହିତ ନିବେଶକଙ୍କ…
Archives


