ମେଟ୍ରୋ

୨୦୨୩ ଶେଷ ସୁଦ୍ଧା ଜୟଦେବ ପୀଠର ଉନ୍ନତୀକରଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ):କେନ୍ଦୁଲିସ୍ଥିତ ଜୟଦେବ ପୀଠର ହେବ ଉନ୍ନତିକରଣ। ୨୦୧୯ ‘ଫନି’ ବାତ୍ୟା ପରେ ନଷ୍ଟ ହୋଇଯାଇଥିବା ପୀଠର ପୁନରୁଦ୍ଧାର ସହ ବିକାଶ ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜଙ୍ଗଲ, ପରିବେଶ ଓ...

ବିରୋଧ ପରେ ଗଙ୍ଗନଗରରେ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର,୯।୧୨(ବ୍ୟୁରୋ):ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ରାଜଧାନୀରେ ସରକାରୀ ଜମି ଜବରଦଖଲ ଉଚ୍ଛେଦ କରାଯାଉଛି। ହେଲେ ବିରୋଧ ଯୋଗୁ ଉଚ୍ଛେଦ ବାଧାପ୍ରାପ୍ତ ହେଉଛି। ଗୁରୁବାର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ୧, ୨, ୩ ଏବଂ ୪ ବିମାନବନ୍ଦର ଓ କ୍ୟାପିଟାଲ ଥାନା...

ପୁଣି ଠିକାଦାରଙ୍କୁ ଜେରା, ଡିଜିଟାଲ ଦସ୍ତାବିଜ୍‌ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ୱର, ୯।୧୨ (ବ୍ୟୁରୋ):ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କୁ ମଙ୍ଗଳବାରଠାରୁ ୭ ଦିନିଆ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାରାଥନ୍‌ ଜେରା କରୁଛି। ତେବେ ଜେରାବେଳେ ବହୁ ଚାଞ୍ଚଲ୍ୟକର ତଥା ଇଡି ପାଇଥିବା ଜଣାପଡିଛି। ଗୁରୁବାର ରିମାଣ୍ଡର ତୃତୀୟ ଦିନରେ...

ଖୋଲିଲା ରାଜମହଲ ବହୁତଳ କାର୍‌ ପାର୍କିଂ

ଭୁବନେଶ୍ୱର,୯।୧୨(ବ୍ୟୁରୋ):ରାଜମହଲ ନିକଟ ୟୁନିଟ-୨ସ୍ଥିତ ନୂତନ ବହୁତଳ କାର୍‌ ପାର୍କିଂକୁ ପରୀକ୍ଷାମୂଳକ ଭାବେ ଖୋଲାଯାଇଛି। ଗୁରୁବାର ସନ୍ଧ୍ୟାରେ ଏଠାରେ ଗାଡ଼ି ରଖିବାକୁ ସାଧାରଣ ଲୋକଙ୍କୁ ସୁଯୋଗ ମିଳିଛି। ନଭେମ୍ବର ୨୬ରେ ଶହୀଦନଗର ବହୁତଳ ପାର୍କିଂ କାର୍ଯ୍ୟକ୍ଷମ ହୋଇଥିବାବେଳେ ସହରର ଦ୍ୱିତୀୟ ବହୁତଳ...

ପୋଷଣ ଅଭିଯାନକୁ ଫଳପ୍ରଦ କର: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର,୯ା୧୨(ବ୍ୟୁରୋ): ରାଜ୍ୟରେ ପୋଷଣ ଅଭିଯାନକୁ ପୂର୍ଣ୍ଣ ଫଳପ୍ରଦ କରିବା ପାଇଁ ପ୍ରଶାସନିକ ପ୍ରଚେଷ୍ଠା ଆରମ୍ଭ ହୋଇଛି। ଏଥିପାଇଁ ଲକ୍ଷ୍ୟଭେଦୀ ଏବଂ ସଂଯୋଜିତ କାର୍ଯ୍ୟକ୍ରମ ସ୍ଥିର କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ମହିଳା ଓ ଶିଶୁ ବିକାଶ,...

ଘନୀଭୂତ ହେଉଛି ବାତ୍ୟା ମାଣ୍ଡୋସ୍‌

ଭୁବନେଶ୍ୱର,୯।୧୨(ବ୍ୟୁରୋ):ସାମୁଦ୍ରିକ ଝଡ଼ ମାଣ୍ଡୋସ ଘନୀଭୂତ ହେଉଛି। ଏହା ଘଣ୍ଟା ପ୍ରତି ୧୨ କିମି ବେଗରେ ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଶୁକ୍ରବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା ରୂପ ନେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ...

ପ୍ରକାଶ ପାଇଲା ଓଏଏସ୍‌ ପ୍ରିଲିମ୍‌ ରେଜଲ୍ଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପ୍ରକାଶ ପାଇଲା ଓଏଏସ୍‌-୨୦୨୧ ପ୍ରିଲିମ୍‌ ପରୀକ୍ଷାଫଳ। ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଗୁରୁବାର ପରୀକ୍ଷାଫଳ ପ୍ରକାଶ କରାଯାଇଛି। ମୋଟ୍‌ ୫୨୯୬ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି। ଚଳିତ ବର୍ଷ ମୋଟ୍‌ ୨୯ ହଜାର ୨୯୫ ଆଶାୟୀ ପ୍ରିଲିମ୍‌...

‘ଯାହା ପ୍ରତିଶ୍ରୁତି ଦେଇଛ ପାଳିବ’

ଭୁବନେଶ୍ବର,୮ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସୋମବାର ଶେଷ ହୋଇଥିବା ବେଳେ ଗୁରୁବାର ଏହାର ଫଳାଫଳ ପ୍ରକାଶ ପାଇବ। ତେବେ ଏହି ଉପନିର୍ବାଚନରେ ବିଜୟୀ ହେବା ଲାଗି ଉଭୟ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ପ୍ରତିଯୋଗିତା ଦେଖିବାକୁ ମିଳିଛି। ଧାମନଗର ଉପନିର୍ବାଚନରେ...

ସ୍କୁଲ, ବ୍ଲକ, ଜିଲାସ୍ତରରେ ହେବ ହକି କ୍ରୀଡ଼ା

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ଆସନ୍ତାବର୍ଷ ଜାନୁୟାରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ଓ୍ବାଲର୍‌ଡ କପ୍‌-୨୦୨୩ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି କରୁଛନ୍ତି। ତେବେ ପିଲାଙ୍କ ମଧ୍ୟରେ କିପରି ହକି ଖେଳ...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଶିଷ୍ଟ ତବଲା ବାଦକ ଉମେଶଙ୍କର ହେବ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୨(ବ୍ୟୁରୋ): ବିଶିଷ୍ଟ ତବଲା ବାଦକ ଉମେଶ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିବା ସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହେବ ବୋଲି ଘୋଷଣା କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ କରଙ୍କୁ ଜଣେ ମହାନ କଳାକାର...

‘ନୂଆ ପ୍ଲାଟ୍‌ଫର୍ମ ସହ ଦର୍ଶକଙ୍କ ଆଦୃତି ପାଇଛି’

ଭୁବନେଶ୍ୱର ,୮।୧୨: ଚଳିତ ବର୍ଷ ଦୀପାବଳି ଅବସରରେ ‘ଜୀ-ସାର୍ଥକ’ ପକ୍ଷରୁ ଆୟୋଜିତ ‘ଦୀପାବଳିରେ ସୁନାର ବର୍ଷା’ ପ୍ରତିଯୋଗିତାର ବିଜେତାମାନଙ୍କୁ ନିକଟରେ ପୁରସ୍କୃତ କରାଯାଇଛି। ଏପରିକି ସ୍ଥାନୀୟ ପାହାଳଠାରେ ଜୀ-ସାର୍ଥକର କର୍ପୋରେଟ ଅଫିସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ...

ବିଏମ୍‌ସିକୁ ଆଇଏସ୍‌ସି-ଫିକି ପରିମଳ ଆଓ୍ବାର୍ଡ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ସହରାଞ୍ଚଳ ପରିମଳ ବ୍ୟବସ୍ଥାରେ ବିଭିନ୍ନ ପଦକ୍ଷେପ ପାଇଁ ଓଡ଼ିଶାକୁ ୩ଟି ଜାତୀୟ ପୁରସ୍କାର ମିଳିଛି। ମଳ ଉପଚାର ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମସି)କୁ ‘ଆଇଏସ୍‌ସି-ଫିକି ପରିମଳ ଆୱାର୍ଡ’ ପ୍ରଦାନ କରାଯାଇଛି। ଏହାସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri