ମେଟ୍ରୋ

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌: ପ୍ରଥମ ଦିନରେ ମତ ରଖିଲେ ୮୪ ପରିବେଶ କର୍ମୀ, ଗୀତରେ ଗୀତରେ ସଚେତନ କରାଇଲା ‘ବିରାହ ବ୍ୟାଣ୍ଡ୍‌’

ଭୁବନେଶ୍ୱର, ୨୩।୧୧(ବନ୍ଦନା ସେଠୀ)-ଧରିତ୍ରୀ ପକ୍ଷରୁ ଶନିବାର ପ୍ରେସ୍‌କ୍ଲବ୍‌ଠାରେ ‘ୟୁଥ୍‌ କନ୍‌କ୍ଲେଭ’ ବା ‘ଯୁବ ସମ୍ମିଳନୀ’ର ଚତୁର୍ଥ ସଂସ୍କରଣର ପ୍ରଥମ ଦିନ ସମାପ୍ତ ହୋଇଛି। ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନରେ ପରିଣତ ହୋଇଛି। ପରିବେଶର ସୁରକ୍ଷା ପାଇଁ…

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…

୨୪ ବର୍ଷର ଶାସନରେ ଯାଜପୁରରେ ଅରାଜକତା କହିଲେ ଭାଜପା ନେତା

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ଭାଜପା ନେତା ଗୌତମ ରାଏ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି, ବିରଜାଙ୍କ ନାଁରେ ରାଜନୀତି ନ କରିବାକୁ ଅନୁରୋଧ। ବିନା ସୂଚନାରେ କାହିଁକି ସେଦିନ ରାସ୍ତାରୋକୋ କରିଥିଲେ, ଏହା କଣ ଗଣତନ୍ତ୍ର ବୋଲି ଗୌତମ…

ବିଶ୍ୱବିଦ୍ୟାଳୟ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍‌ରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୨୩ା୧୧: ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟର ଶନିବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସ୍ବାୟତ୍ତତା ସହ ବିଶ୍ବବିଦ୍ୟାଳୟକୁ ସଶକ୍ତ କରିବାକୁ ଲକ୍ଷ୍ୟ। କୁଳପତି ଚୟନରେ…

ବଢ଼ୁଛି କି ରାଜନୈତିକ ଚାପ? ବବିଙ୍କ ଭାଇ ନାଁରୁ ଉଠିବ କି ମାମଲା, ଓକିଲଙ୍କ ସହ ଥାନାରେ ପହଞ୍ଚିଲେଣି…

ଭୁବନେଶ୍ୱର,୨୩।୧୧: ବ୍ୟବସାୟୀଙ୍କୁ ଧମକ ମାମଲାରେ ବିଜେଡି ନେତା ବବିଙ୍କ ଭାଇ ଭବ ପ୍ରସାଦ ଦାସ ଗିରଫ ଘଟଣାରେ ଉଠିଯିବ କି ମାମଲା। ଅଭିଯୋଗକାରୀଙ୍କୁ ସାଥୀରେ ଧରି ଥାନାରେ ପହଞ୍ଚିଲେ ଭବଙ୍କ ଓକିଲ। ଜଣେ ରାଜନେତାଙ୍କ ଗାଡ଼ିରେ ଥାନାକୁ ନେଇଥିବା ଚର୍ଚ୍ଚା ହେଉଛି।…

ମାଡ଼ ପରେ ପୁଣି ତାତିଲେ ହିମାଂଶୁ, କହିଲେ ପ୍ରମିଳା ମ୍ୟାଡାମ ଭାରସାମ୍ୟ ହରାଇଲେଣି

ଭୁବନେଶ୍ୱର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କୁ ମାଡ଼ ଘଟଣାରେ ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକ ଶନିବାର ପ୍ରତିକ୍ରିୟା ରଖିଥିଲେ। ତାଙ୍କ ପ୍ରତିକ୍ରିୟା ପରେ ମୁହଁ ଖୋଲିଛନ୍ତି ନିଜେ ବିଧାୟକ ହିମାଂଶୁ । ସେ କହିଛନ୍ତି, ଦଳ ନିର୍ବିଶେଷରେ ଜଣେ ବିଧାୟକଙ୍କୁ…

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ଭିରାହ ବ୍ୟାଣ୍ଡର ସଙ୍ଗୀତ ପରିବେଷଣ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଅନୁଷ୍ଠିତ ହୋଇଯାଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ଶନିବାର ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ କନକ୍ଲେଭରେ ଭିରାହ ବ୍ୟାଣ୍ଡ୍‌ ସଙ୍ଗୀତ ପରିବେଷଣ କରୁଛନ୍ତି। ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ…

ଧାନ କିଣାକୁ ନେଇ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ, ମିଲରଙ୍କୁ କହିଲେ…

ଭୁବନେଶ୍ୱର,୨୩।୧୧: ଧାନ କିଣା ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ରପାତ୍ରଙ୍କ କଡ଼ା ଚେତାବନୀ। ମିଲରଙ୍କୁ ତାଗିଦ୍‌ କଲେ ମନ୍ତ୍ରୀ। ମନ୍ତ୍ରୀ ପାତ୍ର କହିଛନ୍ତି, ମଣ୍ଡି ବ୍ୟତୀତ ବାହାରୁ ଧାନ କିଣିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବାହାରୁ ଧାନ କିଣୁଥିବା ମିଲରଙ୍କ ମିଲ୍‌କୁ ସିଲ୍‌ କରାଯିବ।…

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍‌ ରବିବାର…

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର…

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି। ପରେ ପ୍ରଥମ ଦିନର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ପ୍ରଥମେ ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri