ମେଟ୍ରୋ

ମେସଜ୍‌ ଆସି ନ ଥିଲେ କି ୟୁପିଆଇ ବ୍ୟବସ୍ଥା ନ ଥିଲେ ଘରେ ବସି ୫ ମିନିଟ୍‌ରେ ଚେକ୍‌ କରିପାରିବେ ଟଙ୍କା….

ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ସୁଭଦ୍ରା ଟଙ୍କା ମିଳିବ। ତେବେ ପୂର୍ବ ପର୍ଯ୍ୟାୟ ଗୁଡିକରେ ଅନେକ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆସିଥିଲେ ବି ମୋବାଇଲକୁ କୌଣସି ମେସେଜ ଆସି ନ ଥିଲା। ଏ ନେଇ…

ଚାଷୀଙ୍କ ପାଇଁ ବଡ଼ ଖବର: ପୁଣି ବଢ଼ିପାରେ MSP

ଭୁବନେଶ୍ୱର,୭।୨: ପୁଣି ଧାନର ସହାୟକ ମୂଲ୍ୟ ବଢ଼ାଇପାରନ୍ତି କେନ୍ଦ୍ର ସରକାର। ଧାନ ସହ ଡାଲି ଏବଂ ତୈଳଜାତୀୟ ଦ୍ରବ୍ୟର ବି ସହାୟକ ମୂଲ୍ୟ ବୃଦ୍ଧି କରିପାରନ୍ତି ସରକାର। ଶୁକ୍ରବାର ଏନେଇ ପୂର୍ବ ଭାରତ ରାଜ୍ୟ ସମୂହ ବୈଠକରେ କେନ୍ଦ୍ର ପାଖରେ ପ୍ରସ୍ତାବ…

କାଲି ଆସିବ ସୁଭଦ୍ରା ଟଙ୍କା: ସରକାରଙ୍କ ଲିଷ୍ଟରୁ ବାଦ୍‌ ପଡ଼ିଛି ଏମାନଙ୍କ ନାଁ, ଟଙ୍କାଟିଏ ବି…

ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ ଶନିବାର ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ…

କଟକ ବାଲି ଯାତ୍ରାକୁ ମିଳିନାହିଁ ଜାତୀୟ ମାନ୍ୟତା: ଜାଣନ୍ତୁ କ’ଣ କହିଲେ ବିଜେଡି ଏମପି ଦେବାଶିଷ ସାମନ୍ତରାୟ

କଟକ,୭ା୨: ଐତିହାସିକ କଟକ ବାଲିଯାତ୍ରାକୁ ଏପର୍ଯ୍ୟନ୍ତ ମିଳିନାହିଁ ଜାତୀୟ ମାନ୍ୟତା। କେନ୍ଦ୍ର ସରକାର ଏହି ବିଷୟରେ ଚୂଡ଼ାନ୍ତ ନିଷ୍ପତ୍ତି ନେଇନଥିବାରୁ ବାଲି ଯାତ୍ରାକୁ ଜାତୀୟ ମାନ୍ୟତା ମିଳିନାହିଁ। ଶୁକ୍ରବାର ବିଜେଡି ରାଜ୍ୟସଭା ଏମପି ଦେବାଶିଷ ସାମନ୍ତରାୟ ଏହା କହିଛନ୍ତି। କେନ୍ଦ୍ର ସଂସ୍କୃତି…

ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ: କହିଲେ…

ଭୁବନେଶ୍ୱର,୭।୨: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଶୁକ୍ରବାର…

ଭୁବନେଶ୍ୱରର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା: ଦିନ ଦ୍ୱିପ୍ରହରାରେ ଛଡାଇ ନେଲେ ୨.୫୫ ଲକ୍ଷ ଟଙ୍କା

ଭୁବନେଶ୍ୱର,୭ା୨: ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କଠାରୁ ଅଜଣା ଦୁର୍ବୃତ୍ତମାନେ ୨.୫୫ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ଏକ ସିକ୍ୟୁରିଟି ଏଜେନ୍ସିର କର୍ମଚାରୀ ଶିଶିର ମହାପାତ୍ର ନାମକ ଜଣେ ବ୍ୟକ୍ତି ଏସବିଆଇର ଇନଫୋସିଟି ଶାଖାରୁ…

ଆୟୁଷ୍ମାନ ଯୋଜନାକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ: ଜାଣନ୍ତୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୭।୨:ଆୟୁଷ୍ମାନ ଯୋଜନାକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସାଢ଼େ ୩ କୋଟି ଲୋକଙ୍କୁ ଯୋଜନାରେ ସାମିଲ କରାଯିବ। ଆୟୁଷ୍ମାନ କାର୍ଡ ଛପା ଚାଲିଛି। ଆୟୁଷ୍ମାନ ଭାରତ ସହ ଆଇଟି ଇଣ୍ଟିଗ୍ରେସନ ପ୍ରକ୍ରିୟା ଚାଲିଛି ବୋଲି…

ବାରବାଟୀ ଦିନିକିଆ ମ୍ୟାଚ୍ ଟିକେଟ୍ କଳାବଜାରୀ ଅଭିଯୋଗରେ ତିନି ଗିରଫ

କଟକ,୭।୨: ଫେବୃଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଭାରତ ବନାମ ଇଂଲଣ୍ଡ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ପାଇଁ ଟିକେଟ୍ କଳାବଜାରୀ ଅଭିଯୋଗରେ ପୋଲିସ ଶୁକ୍ରବାର କଟକରେ ତିନି ଜଣଙ୍କୁ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ତିନି ଅଭିଯୁକ୍ତ ମ୍ୟାଚ୍…

ଏହିଦିନ ମିଳିବ ସୁଭଦ୍ରା ଟଙ୍କା:୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନେଶ୍ୱର,୭।୨: ଆସନ୍ତାକାଲି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ଯୋଗ୍ୟ…

୩ ଦିନରେ ୪ଡିଗ୍ରୀ ବଢ଼ିବ ତାତି

ଭୁବନେଶ୍ୱର,୭ା୨(ଅନୁରାଧା ମହାରଣା):ରାଜ୍ୟରେ ଖରା ଓ ଗୁଳୁଗୁଳି ଜାରି ରହିଥିବାବେଳେ ଗୁରୁବାର ୪ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଓ ଏହାଠାରୁ ଅଧିକ ରେକର୍ଡ କରାଯାଉଛି। ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୫.ଋ ଡିଗ୍ରୀ ସେଲସିୟସ୍‌ ରହିଥିବାବେଳେ ସର୍ବନିମ୍ନ ତାପମାତ୍ରା ଫୁଲବାଣୀ ଓ ଦାରିଙ୍ଗିବାଡ଼ିରେ…

ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ-ଇଂଲଣ୍ଡ ଦଳ: କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୭ା୨(ସୂର୍ଯ୍ୟକାନ୍ତ ବେହେରା):କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଉଭୟ ଦଳ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ମେ’ଫେୟାର ହୋଟେଲ୍‌ରେ ରହିବେ। କମିଶନରେଟ ପୋଲିସ ପକ୍ଷରୁ ଖେଳାଳିଙ୍କ ସୁରକ୍ଷା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?