ମେଟ୍ରୋ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ…

ଲିଙ୍ଗରାଜ ମନ୍ଦିରରେ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ

ଭୁବନେଶ୍ୱର,୨୯।୧୦(ବନ୍ଦନା ସେଠୀ): ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇ ବିବାଦରେ ଫସିଛନ୍ତି ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ତେବେ ସେ ମନ୍ଦିର ଭିତରେ ଫଟୋ…

ସ୍କୁଲ ବସ୍‌କୁ ଧକ୍କା ଦେଲା ବସ୍‌: ୧୦ ଆହତ

କଟକ,୨୯।୧୦: ଖାନନଗର ଟ୍ରାଫିକ ଛକରେ ଘରୋଇ ସ୍କୁଲ ବସ୍‌କୁ ଧକ୍କା ଦେଲା ବସ୍। ଏଥିରେ ୧୦ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଘରୋଇ ଶିକ୍ଷାନୁଷ୍ଠାନର କିଛି ଛାତ୍ରୀଙ୍କୁ ନେଇ ଯାଉଥିଲା ବସ୍। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଛି ଯାତ୍ରୀବାହୀ…

ରାଜ୍ୟବାସୀଙ୍କୁ ମିଳିବ ୨ ସ୍ବାସ୍ଥ୍ୟ କାର୍ଡ, ଜାଣନ୍ତୁ କିପରି କରିବେ ରେଜିଷ୍ଟ୍ରେଶନ, କ’ଣ ଡକ୍ୟୁମେଣ୍ଟ ଆବଶ୍ୟକ

ଭୁବନେଶ୍ୱର,୨୮।୧୦: ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ଯଦି ଆପଣ ଉପରୋକ୍ତ ସ୍କିମ ପାଇଁ ଯୋଗ୍ୟ ଅଟନ୍ତି…

କେଉଁ ଦିନ ପାଳନ କରିବେ ଦୀପାବଳି, ୩୧ ନା ୧, ଦ୍ୱନ୍ଦରେ ଅଛନ୍ତି କି?

ଭୁବନେଶ୍ୱର,୨୮।୧୦: ପୂର୍ବରୁ ଅନେକ ପର୍ବପର୍ବାଣୀ ଦୁଇଦିନ ପଡ଼ିଥିବାବେଳେ ଏବେ ଦୀପାବଳିକୁ ନେଇ ପୁଣି ଦ୍ବନ୍ଦ୍ବ ଦେଖାଦେଇଛି । ବିଭିନ୍ନ ପାଞ୍ଜିରେ ଏନେଇ ଭିନ୍ନ ଭିନ୍ନ ଦିନ ଧାର୍ଯ୍ୟ ହୋଇଛି। ତେବେ ଅକ୍ଟୋବର ୩୧ ତାରିଖ ରାତିରେ ଶ୍ୟାମାକାଳୀ ପୂଜା ଓ ନଭେମ୍ବର…

ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୧୦: ଓଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। କ୍ରୀଡା ଓ ଯୁବ ସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନାଙ୍କୁ ମିଶନ ଶକ୍ତି ଯୁଗ୍ମ ସଚିବ ଭାବେ ଦାୟିତ୍ୱ ମିଳିଛି। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର…

ଘଡ଼ଘଡି ସହ ହେବ ପ୍ରବଳ ବର୍ଷା: ୫ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୮।୧୦: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଅନଭୂତ…

ସ୍ଥାୟୀ ନିଯୁକ୍ତି ଦାବିରେ ଧାରଣା ଦେଲେ ପାରାମେଡିକାଲ ଷ୍ଟାଫ୍

ନୂଆଦିଲ୍ଲୀ,୨୮ା୧୦: ପୁଣି ଲୋୟର ପିଏମଜିରେ ଗର୍ଜିଛନ୍ତି ଚୁକ୍ତିଭିତ୍ତିକ ପାରାମେଡିକାଲ ଷ୍ଟାଫ୍। ସ୍ଥାୟୀ ନିଯୁକ୍ତି ସହିତ ବିଭିନ୍ନ ଦାବି ପୁରଣ ପାଇଁ ସୋମବାର ଧାରଣା ଦେଇଛନ୍ତି ଶହଶହ ସ୍ୱାସ୍ଥ୍ୟକର୍ମୀ। ସରକାରଙ୍କ ଦ୍ୱାରା ଆଉଟ ଷୋର୍ସିଂ ଜରିଆରେ ନିଯୁକ୍ତ ଜୀଏନଏମ, ଏଏନଏମ, ଲ୍ୟାବ ଟେକନିସିଆନଙ୍କ…

ଆଇନ ମନ୍ତ୍ରୀ ଦେଲେ ବଡ଼ ସୂଚନା: ସରକାର ଆଣିବେ ଏକ ନୂଆ ଯୋଜନା, ଏଥିରେ ରହିଛି…

ଭୁବନେଶ୍ୱର,୨୮ା୧୦: ମଠ ମନ୍ଦିର ସୁରକ୍ଷା ପାଇଁ ଏଣିକି ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ଏହି ଯୋଜନାର ନାଁ ‘ଦେବାଳୟ ଯୋଜନା’। ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି। ଯୋଜନାକୁ ନେଇ ଚର୍ଚ୍ଚା…

ଆସନ୍ତାକାଲି ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ, ନୂଆ କାର୍ଡରେ ସୁବିଧା ପାଇବେ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮ା୧୦: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ସାରା ଦେଶରେ ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ-୨ ଆରମ୍ଭ ହେବ। ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ କାର୍ଡରେ ୨୭ ହଜାର ହସ୍ପିଟାଲର ସୁବିଧା ରହିବ। ସାରା ଦେଶରେ ୭୦ ବର୍ଷରୁ ଉର୍ଦ୍ଧ୍ବ…

ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…

ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ ବିଷ। ଶେଷରେ ଗର୍ଭବତୀ ହେଲେ ନାବାଳିକା ଶାଳୀ। ୩ ମାସର ପିଲାକୁ ପେଟରେ ଧରି…

ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”

ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri