ଧରାପଡ଼ିଲା ୯ କୋଟିରୁ ଊଦ୍ଧର୍ବ ଗଞ୍ଜେଇର ସତ :ଜର୍ମାନୀରୁ ମାଲେସିଆ ଦେଇ ଆସିଥିଲା ଭାରତ
ଭୁବନେଶ୍ୱର,୧୩।୧: ଭୁବନେଶ୍ବର ବିମାନ ବନ୍ଦରରୁ ୯ କୋଟିରୁ ଊଦ୍ଧର୍ବ ଗଞ୍ଜେଇ ଜବତ ମାମଲାରେ ଏବେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଚୋରା ଚାଲାଣ ପଛରେ ବଡ଼ ଅନ୍ତର୍ଜାତୀୟ ଗ୍ୟାଙ୍ଗ ଥିବା ସୂଚନା ମିଳିଛି। ତେବେ ଏହା ଜର୍ମାନୀରୁ ପ୍ରୋସେସିଂ ହୋଇ ମାଲେସିଆ…
Ayushman Bharat Scheme: ପ୍ରତି ପରିବାରକୁ ମିଳିବ ୫ଲକ୍ଷ, ମହିଳାଙ୍କୁ…ଜାଣନ୍ତୁ କିପରି କରିବେ ଆବେଦନ
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ଏମଓୟୁ ।…
ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସୁବିଧା
ଭୁବନେଶ୍ୱର,୧୩।୧: ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ MoU। ଦିଲ୍ଲୀରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ MoU ହୋଇଛି। ତେବେ ଓଡ଼ିଶାରେ ଆୟୁଷ୍ମାନ ପାଇଁ MoU ପରେ ସ୍ବାସ୍ଥ୍ୟ ମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି,…
ଜଗନ୍ନଥଙ୍କ ପ୍ରଶ୍ନବାଣ ପରେ ଉତ୍ତର ରଖିଲେ ବିଜେଡି ବିଧାୟକ ଅରୁଣ ସାହୁ, କହିଲେ ଯାହାର ଖାଇବାକୁ ଇଚ୍ଛା ହେବ ସେ…
ଭୁବନେଶ୍ୱର,୧୩ା୧: ବିଜେଡି କାର୍ଯ୍ୟାଳୟ ହୋଟେଲ ସାଜିବା ପ୍ରସଙ୍ଗକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ବିଜେଡିକୁ ଟାର୍ଗେଟ କରି ଜବାବ ମାଗିଥିଲେ। ଏହାର କିଛି ସମୟ ପରେ ବିଜେଡି ବିଧାୟକ ଅରୁଣ ସାହୁ, ଏହାର…
ବିଜେଡି କାର୍ଯ୍ୟାଳୟ ହୋଟେଲ ହେବା ନେଇ ଭାଜପା ନେତାଙ୍କ ବଡ଼ ବୟାନ, ସତରେ କ’ଣ ବିଜେଡି…
ଭୁବନେଶ୍ୱର,୧୩ା୧: ବିଜେଡି କାର୍ଯ୍ୟାଳୟ ହୋଟେଲ ସାଜିବା ପ୍ରସଙ୍ଗକୁ ନେଇ ସୋମବାର ଏକ ଖବରଦାତା ସମ୍ମିଳନୀରେ ଭାଜପା ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ମୁହଁ ଖୋଲିଛନ୍ତି। ସେ ବିଜେଡିକୁ ଟାର୍ଗେଟ କରି କହିଛନ୍ତି, ଏଭଳି ଘଟଣା ରାଜ୍ୟ ରାଜନୀତିରେ କେବେ ଦେଖିବାକୁ ମିଳିନାହିଁ।…
ରଘୁବର ଯଦି ଲୋକଙ୍କ ରାଜ୍ୟପାଳ ଥିଲେ ତଡ଼ିଲ କାହିଁକି?
ନୟାଗଡ଼,୧୩।୧(ଲୋକନାଥ ମିଶ୍ର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡରେ ଭାଜପାରେ ସାମିଲ ହେବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ନୟାଗଡ଼ରେ ଏକ ଖବରଦାତା ସମ୍ମିଳନୀରେ ଅରୁଣ ଭାଜପାକୁ ବିଭିନ୍ନ ପ୍ରଶ୍ନ କରିବା ସହିତ…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର,୧୩ା୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ମୃତ ଛାତ୍ରୀଙ୍କ ନାମ ଉତ୍କଳିକା ସ୍ବାଇଁ।…
ଆଜିଠୁ ଖୋଲିବ ରାଜଭବନ ଉଦ୍ୟାନ, ସୌନ୍ଦର୍ଯ୍ୟ ଉପଭୋଗ କରିବେ ସାଧାରଣ ଲୋକେ
ଭୁବନେଶ୍ୱର,୧୩ା୧: ସୋମବାରଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ। ଏହା ୨୨ ତାରିଖ ପର୍ଯ୍ୟନ୍ତ ଖୋଲା ରହିବ। ଆଜି ଅପରାହ୍ନ ୨.୩୦ରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହି ଉଦ୍ୟାନ ଖୋଲା ରହିବ। ତେବେ ସ୍କୁଲ ପିଲାମାନଙ୍କ ପାଇଁ ରାଜଭବନ ଉଦ୍ୟାନ…
ଆଜି ଆୟୁଷ୍ମାନ ଭାରତ ଯୋଜନା ଲାଗି ଏମ୍ଓୟୁ
ଭୁବନେଶ୍ୱର,୧୩ା୧(ସୁନିତ୍ ମିଶ୍ର): ଫେବୃଆରୀରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଏଥିଲାଗି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏମ୍ଓୟୁ ସ୍ବାକ୍ଷର ହେବ। ଏହାପରେ ହିତାଧିକାରୀମାନଙ୍କୁ ଏହି ଯୋଜନାରେ ପ୍ରସ୍ତୁତ କାର୍ଡ ପ୍ରଦାନ କରାଯିବ। ତେବେ ସୋମବାର କେନ୍ଦ୍ର ଓ ରାଜ୍ୟ…
ଏବେ ଶଙ୍ଖଭବନ ପାଲଟିଛି ହୋଟେଲ, ୮୦ ଟଙ୍କାରେ ମିଳୁଛି ମିଲ୍, ଗ୍ରାହକ କହୁଛନ୍ତି ଭିତିରି କଥା…
ଭୁବନେଶ୍ୱର,୧୩ା୧: ବିଜେଡି ପାର୍ଟି ଅଫିସ ଏବେ ଲୋକଙ୍କ ପାଇଁ ହୋଟେଲ ସାଜିଛି। ଏଠାରେ ଖାଲି ଯେ, ଦଳୀୟ କର୍ମୀ ଖାଇଥାନ୍ତି ତା’ ନୁହେଁ, ଏଠାରେ ସାଧାରଣ ଲୋକ ବି ଖାଉଛନ୍ତି ମିଲ୍। ମିଲ୍ ମାଗଣା ନୁହେଁ, ମିଲ୍ର ଦାମ୍ ରହିଛି ମାତ୍ର…
ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-୨୦୨୫ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୧୨।୧: ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା ୨୦୨୫ ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଅଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ…
ଏମ୍ପି ପ୍ରଦୀପ ପୁରୋହିତଙ୍କ ବିସ୍ଫୋରକ ବୟାନ: ଅଭିଲିପ୍ସାଙ୍କୁ ସହାୟତା କରୁଥିଲେ ବିଜେଡିର ଅନେକ…
ଭୁବନେଶ୍ୱର,୧୨।୧: ବରଗଡ଼ର ଭାଜପା ଏମ୍ପି ପ୍ରଦୀପ ପୁରୋହିତ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କଳାହାଣ୍ଡି ଜିଲାର ଜଣେ ପୂର୍ବତନ ଶିଳ୍ପମନ୍ତ୍ରୀଙ୍କ ସହ ହଂସିତା ଅଭିଲିପ୍ସାଙ୍କ ଲିଙ୍କ୍ ନେଇ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ବିଜେଡିର ଅନେକ ନେତା ତାଙ୍କୁ ସହାୟତା କରୁଥିଲେ।…
Archives


