ନିୟନ୍ତ୍ରଣରେ ନାହିଁ ପିଆଜ, ରସୁଣ
ଭୁବନେଶ୍ୱର,୫ା୯ (ଅନୁରାଧା ମହାରଣା): କିଛିଦିନ ତଳେ ଆଳୁ ଦର ବୃଦ୍ଧିକୁ ନେଇ ରାଜ୍ୟବାସୀ ମୁଣ୍ଡରେ ହାତ ଦେଇଥିଲେ। ଖାଉଟିଙ୍କ ଅସନ୍ତୋଷ ପରେ ରାଜ୍ୟ ସରକାର ଦର ନିୟନ୍ତ୍ରଣକୁ ଆଣିବା ଲାଗି ନାନା କଟକଣା ଓ ପଦକ୍ଷେପ ନେଇଥିଲେ। ଫଳରେ ଆଳୁ...
ରେଭେନ୍ସାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ: ନାମ ପରିବର୍ତ୍ତନକୁ ନେଇ ବିବାଦ
କଟକ,୪ା୯: ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଏହି ପ୍ରସଙ୍ଗକୁ ନେଇ ବୁଧବାର କ୍ୟାମ୍ପସରେ ଉତ୍ତେଜନା ସୃଷ୍ଟି ହୋଇଛି। ରେଭେନ୍ସା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନ କରିବା ଦାବିରେ ବୁଧବାର ଏକ ଛାତ୍ର ଗୋଷ୍ଠୀ ମଶାଲ ଶୋଭାଯାତ୍ରା କରିଥିଲେ।...
ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…
ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର...
ନଭେମ୍ବର ୧୫ରୁ କଟକ ବାଲିଯାତ୍ରା: ଜାଣନ୍ତୁ ଚଳିତ ବର୍ଷ କେତେଦିନ ଚାଲିବ…
କଟକ, ୪ା୯: ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ବୁଧବାର ବସିଥିବା ପ୍ରସ୍ତୁତି ବୈଠକ ପରେ ଏହି ସୂଚନା ଦେଇଛନ୍ତି କଟକ ଜିଲାପାଳ। ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ...
ନିର୍ଦ୍ଦେଶନାମା ଜାରି, ଜିଲାକୁ ଜିଲା ବୁଲି ସଚିବ କରିବେ…
ଭୁବନେଶ୍ୱର,୪ା୯: ଏଣିକି ସବୁ ଜିଲା ବୁଲିବେ ସଚିବ। ବିକାଶମୂଳକ ପ୍ରକଳ୍ପର ସମୀକ୍ଷା ଏବଂ ସରକାରଙ୍କ କଲ୍ୟାଣ ଯୋଜନାର କାର୍ଯ୍ୟକାରିତା ସମୀକ୍ଷା କରିବା ପାଇଁ ନିୟମିତ ବ୍ୟବଧାନରେ ବିଭିନ୍ନ ଜିଲା ପରିଦର୍ଶନ କରିବେ ସମସ୍ତ ବିଭାଗର ସଚିବ। ଏ ନେଇ ଯୋଜନା...
ଭାଙ୍ଗିଲା ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ
ଭୁବନେଶ୍ୱର,୪ା୯: ରାଜ୍ୟର ସମସ୍ତ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମୋହନ ଚରଣ ମାଝି ଅନୁମୋଦନ କରିଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ...
ନିର୍ବାଚନ ବେଳେ ହାତୀ ଦେବୁ, ଘୋଡ଼ା ଦେବୁ, କିନ୍ତୁ କାମରେ ଜିରୋ, କାହିଁକି ଏମିତି କହିଲେ ନବୀନ
ଭୁବନେଶ୍ୱର,୪ା୯: ଶଙ୍ଖ ଭବନରେ ବିଜେଡି ଜିଲା କର୍ମକର୍ତ୍ତା ସମାବେଶରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପାକୁ କଡ଼ା ଟାଗେଟ୍ କରିଛନ୍ତି। ନବୀନ କହିଛନ୍ତି, ଭାଜପା ନିର୍ବାଚନ ସମୟରେ ଲୋକଙ୍କୁ ମିଛ ପ୍ରତିଶ୍ରୁତି ଦେଇ ନିର୍ବାଚନ ଜିତିଛି। ହାତୀ ଦେବୁ, ଘୋଡ଼ା...
ଆସୁଛି ଲଘୁଚାପ, ୬ ତାରିଖ ଯାଏଁ ଏସବୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪।୯: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ...
ନୂଆଁଖାଇ ଉପଲକ୍ଷେ ସୋମବାର ବନ୍ଦ ରହିବ ବିଦ୍ୟାଳୟ
ଭୁବନେଶ୍ୱର,୪।୯: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମବାର) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ...
ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ, ଏହି ଦିନ ଦିଆଯିବ ପ୍ରଥମ କିସ୍ତି ଟଙ୍କା
ଭୁବନେଶ୍ୱର,୪ା୯: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବୁଧବାର ସୁଭଦ୍ରା କଲ୍ ସେଣ୍ଟର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ। ଶେଷ ଯୋଗ୍ୟ ହିତାଧିକାରୀ...
କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ ହୋଇପାରିବ ଆବେଦନ
ଭୁବନେଶ୍ୱର,୪।୯: ଓଡ଼ିଶା ସରକାରଙ୍କ ମେଗା ସ୍କିମ ସୁଭଦ୍ରା ଯୋଜନାରେ ଆବେଦନ ପାଇଁ ରାଜ୍ୟର ବିଭିନ୍ନ ଜନସେବା କେନ୍ଦ୍ର ମାନଙ୍କରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଯୁବତୀଙ୍କଠାରୁ ମହିଳାମାନେ ସେମାନଙ୍କ ଅଞ୍ଚଳରେ ଥିବା ଜନସେବା କେନ୍ଦ୍ରରେ ଲମ୍ବା ଲାଇନ୍ ଲଗାଉଛନ୍ତି। ଏହାରି...
ଜାଣନ୍ତୁ ନିର୍ବାଚନ ପୂର୍ବରୁ ବଣ୍ଟାଯାଇଥିବା ଝୋଟ ବ୍ୟାଗ୍ରେ କେତେ ହୋଇଥିଲା ଖର୍ଚ୍ଚ : ଶୁଣିଲେ ଉଡିବ ହୋସ
ଭୁବନେଶ୍ୱର,୪।୯: ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚ ନେଇ ସବୁଠୁ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ଝୋଟ ବ୍ୟାଗ ବଣ୍ଟନରେ ଖର୍ଚ୍ଚ ହୋଇଛି ୨୪୭ କୋଟି ୩୬ ଲକ୍ଷ। ବିଧାନସଭା ଚାଲିଥିବା ବେଳେ ଅମରେନ୍ଦ୍ର ଦାସଙ୍କ ପ୍ରଶ୍ନରେ...
Archives


