ମେଟ୍ରୋ

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସାକ୍ଷାତ…

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ ଜଣେ ଉଚ୍ଚ ସରକାରୀ ଚାକିରୀର ଆଶାୟୀ ପ୍ରାର୍ଥୀ ଭାବେ। ପର୍ବତ ପ୍ରମାଣେ ଚିନ୍ତା ଥାଏ…

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ ଥିବାରୁ ଲୁଟେରାମାନଙ୍କୁ ପୋଲିସ ସହଜରେ ଚିହ୍ନଟ କରିପାରୁ ନାହିଁ। ଏପରି କି ସେମାନଙ୍କୁ ଧରିବାରେ…

ଗଣମାଧ୍ୟମରେ ଏଆଇ ବ୍ୟବହାରର ତର୍ଜମା ହେଉ: ଏନ୍‌. ରାମ

ଭୁବନେଶ୍ୱର,୨୭ା୧୦(ଅନିଲ ଦାସ): ମିଡିଆ ସଂସ୍ଥାଗୁଡ଼ିକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାରର ତର୍ଜମା କରନ୍ତୁ ବୋଲି ‘ଦି ହିନ୍ଦୁ’ର ପୂର୍ବତନ ଏଡିଟର୍‌-ଇନ୍‌-ଚିଫ୍‌ ଏନ୍‌.ରାମ କହିଛନ୍ତି। ଶନିବାର ପ୍ରେସ୍‌ କ୍ଲବ ଅଫ୍‌ ଓଡ଼ିଶାଠାରେ ଆୟୋଜିତ ଏଡିଟର୍ସ ଗିଲ୍ଡ ଅଫ୍‌ ଇଣ୍ଡିଆ ଏବଂ ପ୍ରେସ୍‌ କ୍ଲବ…

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ‘ଦାନା’ରେ…

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ…

ଶିବାନୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜି ମିଳିଲା…

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ ଅସହାୟ ଓ ବିପନ୍ନଙ୍କ ପାଇଁ ସାହାରା ସାଜିଥିଲେ ଆଶାକର୍ମୀ । ଆଜି ଶିବାନୀଙ୍କ ଘରେ ପହଞ୍ଚି ସରକାର ବଢ଼ାଇଲେ ସହାୟତାର ହାତ। ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ପରେ ଆଜି କେନ୍ଦ୍ରାପଡ଼ା ରାଜନଗରର ଆଶାକର୍ମୀ ଶିବାନୀଙ୍କ ମଣ୍ଡଳଙ୍କ ଘରକୁ…

ଆପାର୍ଟମେଣ୍ଟରେ ଲାଗିବ IP କ୍ୟାମେରା

ଭୁବନେଶ୍ୱର,୨୬ା୧୦: ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଆପାର୍ଟମେଣ୍ଟ ବାସିନ୍ଦା…

ରାଜ୍ୟପାଳଙ୍କୁ ମୁହାଁମୁହିଁ ଚେତାବନୀ: ରାଜନୀତିରୁ…

ଭୁବନେଶ୍ୱର,୨୬।୧୦: ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ସକ୍ରିୟ ଅଂଶ ଗ୍ରହଣ କରୁଛନ୍ତି ବୋଲି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଅଭିଯୋଗ କରିଛନ୍ତି। ସେ କହିଛନ୍ତି ରାଜ୍ୟପାଳ ନିର୍ବାଚନ ଆଚରଣ ବିଧି ଉଲଙ୍ଘନ କରୁଛନ୍ତି l ତେଣୁ ଓଡ଼ିଶାର ରାଜ୍ୟପାଳ…

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ ଡମ୍ପିଂ ୟାର୍ଡରେ ବାଘ ଦେଖାଯିବା ନେଇ ସୂଚନା ମିଳିଛି। ବାଘକୁ ବିମାନବନ୍ଦରରେ ଦେଖି ସାଧାରଣ…

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ…

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri