ମେଟ୍ରୋ

ଓଡ଼ିଶାରେ ଭାଜପା ସରକାର ଜଙ୍ଗଲରାଜ ଚଳାଇଛି: କଂଗ୍ରେସ

ଭୁବନେଶ୍ୱର, ୪ା୨(ସୁନିତ୍‌ ମିଶ୍ର): ଅନୁସୂଚିତ ଜାତି ଓ ଉପଜାତି, ଗରିବ ମହିଳାଙ୍କ ଉପରେ ଗତ ୧୦ ବର୍ଷ ହେଲା ଭାରତରେ ଯେଉଁଭଳି ଅତ୍ୟାଚାର ହୋଇଚାଲିଛି ସେହିସବୁ ବିଷୟ ଲୋକଙ୍କ ଆଗରେ ରଖିବାକୁ କଂଗ୍ରେସ ସବୁବେଳେ ଚେଷ୍ଟା କରିଆସିଛି ବୋଲି ଓଡିଶା କଂଗ୍ରେସ…

ବାବୁଙ୍କ ଠେଙ୍ଗା ପ୍ରାହାର ଉପରେ ଜବାବ ରଖିଲେ ରାଣୀ ପ୍ରିୟଦର୍ଶିନୀ: ଖଣ୍ଡଗିରିରେ ମୁଁ ନାଚିବି.. ନାଚିବି.. ନାଚିବି…  

ଭୁବନେଶ୍ୱର,୩।୨: କାଲି ହେବାକୁ ଥିବା ଖଣ୍ଡଗିରି ମେଳାକୁ ନେଇ ଜୋରସୋରରେ ଚାଲିଛି ପ୍ରସ୍ତୁତି । ଖଣ୍ଡଗିରିକୁ ସାଧୁସନ୍ଥ ମଧ୍ୟ ଆସୁଛନ୍ତି। ଅନ୍ୟପକ୍ଷେ ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ଓ ଦ୍ବିଅର୍ଥ ବୋଧକ କମେଡିକୁ ପ୍ରଶ୍ରୟ ଦିଆଯିବ ନାହିଁ । ଅଶ୍ଲୀଳତାକୁ ସମ୍ପୂର୍ଣ୍ଣ…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ବିରଳ ରୋଗରେ ପୀଡିତ କୁନି ଝିଅଙ୍କୁ ଦେଖୁଦେଖୁ ଜାଣନ୍ତୁ ତାଙ୍କ ପାଇଁ କ’ଣ କଲେ

ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣଛନ୍ତି। ଏହା ସହ ଅଭିଯୋଗର ସମାଧାନ ନେଇ ଦୂର ଦୂରାନ୍ତରୁ ଆସିଥିବା ଆଶାୟୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଷ୍ଟମ ଥର ପାଇଁ ଏହି ଶୁଣାଣି ହୋଇଛି। ଆଜି…

ରେଳ ବଜେଟ୍‌ରେ ଓଡ଼ିଶାକୁ ନେଇ ଆସିଲା ବଡ଼ ଖବର ଅଶ୍ବିନୀ ବୈଷ୍ଣବ କହିଲେ..

ନୂଆଦିଲ୍ଲୀ,୩।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର (ଫେବୃଆରୀ୧) ତାଙ୍କର ଲଗାତାର ଅଷ୍ଟମ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍‌ ଆଗତ ହେବା ପରେପରେ ରେଳ ବଜେଟ୍‌ ଘୋଷଣା କରାଯାଇଥିଲା। ଏପରିକି ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ବଜେଟ ଉପସ୍ଥାପନର କରବା ପରେ…

ପୁଣି ହଂସିତା, ଅନିଲଙ୍କୁ ଘାଣ୍ଟୁଛି ଆୟକର ବିଭାଗ: ଖୋଲିବ ଗୁମର

ଭୁବନେଶ୍ୱର,୩।୨: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର ମହାନ୍ତି ଏବେ…

ରାତି ହେଲେ ଭୟ ଲାଗୁଛି: ଏମିତି କାହିଁକି କହିଲେ…

ଭୁବନେଶ୍ୱର,୩।୨: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ ଘଟଣା ୧୦ ଦିନ ବିତିଯାଇଥିଲେ ବି ପୋଲିସ ଲୁଟେରାଙ୍କୁ ଧରିବାରେ ଅସଫଳ ହୋଇଛି। ଏହାକୁ ନେଇ ଏବେ ନିରଞ୍ଜନ ମୁହଁ ଖୋଲିଛନ୍ତି। ନିରଞ୍ଜନ କହିଛନ୍ତି, ଜିନିଷ ଫେରି ପାଇବି କି…

ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି

ଭୁବନେଶ୍ୱର,୩ା୨ (ସୌମ୍ୟରଞ୍ଜନ ରାଉତ) ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ…

ବଜେଟକୁ ନେଇ ଭାଜପାକୁ ଟାର୍ଗେଟ

ଭୁବନେଶ୍ୱର,୩ା୨(ସୁନିତ୍‌ ମିଶ୍ର): କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିଜେଡି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ଆଗକୁ ନିର୍ବାଚନ ଥିବାରୁ ବିହାରକୁ ଫୋକସ୍‌ରେ ରଖାଯାଇଥିବା ବେଳେ ଓଡ଼ିଶାକୁ ଅବହେଳା କରାଯାଇଥିବା ବିରୋଧୀ ଅଭିଯୋଗ କରିଛନ୍ତି। ରାଜ୍ୟ ଭାଜପାର ଯୁକ୍ତି କିନ୍ତୁ ପୂର୍ବ…

ଓଡ଼ିଆ ଭାଷାର ଶିକ୍ଷାଦାନ ପାଇଁ ବର୍ଣ୍ଣବୋଧର ବିକଳ୍ପ ନାହିଁ, ଚଳିତ ବର୍ଷ ୧୦ ହଜାର କପି ଛପାଯିବ

ଭୁବନେଶ୍ୱର, ୨ା୨: ଓଡ଼ିଶା ଏବଂ ଓଡ଼ିଆ ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ, ସେହି ସମୟରେ ଭକ୍ତକବି ମଧୁସୂଦନ ରାଓ, ଛବିଳ ମଧୁ ବର୍ଣ୍ଣବୋଧ ବହି ପ୍ରକାଶ କରି ଆମ ରାଜ୍ୟର ହୃତ ଗୌରବ…

 ଚର୍ଚ୍ଚାରେ ବିଜେଡି, ଦଳର ନେତା: ଏବେ ଗୁଆହାଟୀ ମେଳିକୁ ନେଇ ବଢ଼ୁଛି ସନ୍ଦେହ 

ଭୁବନେଶ୍ୱର,୨।୨: ବର୍ତ୍ତମାନ ଚର୍ଚ୍ଚାରେ ବିଜେଡି ଓ ଦଳର ନେତା। କିଛି ଦିନ ତଳେ ନେତାଜୀ ଜୟନ୍ତୀରେ କଟକରେ ବିଜେଡିର ଯୁବ ନେତା ଏକାଠି ହୋଇଥିଲେ । ଦେବାଶିଷ ସାମନ୍ତରାୟଙ୍କ ଘରେ ଯୁବ ନେତା ଏକାଠି ହେବାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା।…

subhadra yojana: ଏହିଦିନ ମିିଳିବ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ବ୍ୟାଙ୍କକୁ ଯାଇ ତୁରନ୍ତ କରନ୍ତୁ ଏପରି…

ଭୁବନେଶ୍ୱର,୨ା୨: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ଟଙ୍କାକୁ ନେଇ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗ୍ୟ ହିତାଧିକାରୀଙ୍କୁ ଫେବୃଆରୀ ୮ରେ ସୁଭଦ୍ରା ଟଙ୍କା ମିଳିବ। ଏହି ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ ପ୍ରଥମେ ଯାଜପୁରରେ ଆରମ୍ଭ ହେବ। ଚଳିତମାସ…

ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍‌କା

ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍‌ନିକ୍‌ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍‌ବସ୍‌ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?