ମେଟ୍ରୋ

ରେଭେନ୍ସା ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ନିୟମରେ ବଡ଼ ପରିବର୍ତନ ଆଣିଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ

ଭୁବନେଶ୍ୱର, ୩।୯: ଓଡ଼ିଶାର ଐତିହାସିକ ରେଭେନ୍ସା ବିଶ୍ୱବିଦ୍ୟାଳୟର ନାଁ ପରିବର୍ତନ ଚର୍ଚ୍ଚା ମଧ୍ୟରେ ଆଉ ଏକ ବଡ ଖବର ସାମ୍ନାକୁ ଆସିଛି। ରେଭେନ୍ସା ବିଶ୍ୱବିଦ୍ୟାଳୟକର୍ତ୍ତୃପକ୍ଷ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା 6 ଟା ପରେ ବିଶ୍ୱବିଦ୍ୟାଳୟ ପରିସରରେ...

ଜନସେବା କେନ୍ଦ୍ର ଆଧାର ଅପଡେଟ୍‌ ପାଇଁ ଅଧିକ ଟଙ୍କା ମାଗୁଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ, ଏହି ନମ୍ବରରେ କରନ୍ତୁ ଅଭିଯୋଗ

ଭୁବନେଶ୍ୱର, ୩।୯: ସୁଭଦ୍ରା ଯୋଜନାରେ ଆବେଦନ କରିବା ଲାଗି ରାଜ୍ୟର ସମସ୍ତ ଜନସେବା କେନ୍ଦ୍ରରେ ଅହେତୁକ ଭିଡ଼ ଦେଖିବାକୁ ମିଳୁଛି। ଏନେଇ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତ ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ,...

ଭାଜପା ରାଜ୍ୟ କାର୍ଯ୍ୟାଳୟରୁ ସୁନୀତି ମୁଣ୍ଡଙ୍କୁ ଘଉଡ଼ାଇ ଦେଲେ ମହିଳା କର୍ମୀ

ଭୁବନେଶ୍ୱର, ୩।୯: ଭାଜପାରୁ ନିଲମ୍ବିତ ଭୁବନେଶ୍ୱର ମେୟର ପ୍ରାର୍ଥୀ ସୁନୀତି ମୁଣ୍ଡ ମଙ୍ଗଳବାର ପାର୍ଟି ଅଫିସ ଆସିଥିବା ବେଳେ ତାଙ୍କୁ ଧକ୍କା ମାରି ଘଉଡ଼ାଇ ଦେଇଛନ୍ତି ମହିଳା ନେତ୍ରୀ। ଗଣମାଧ୍ୟମରେ ଦଳ ବିରୋଧୀ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ମହିଳା କର୍ମୀମାନେ...

ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩।୯: ଓଡ଼ିଶା ହାଇକୋର୍ଟ ବେଞ୍ଚ ପ୍ରସଙ୍ଗରେ ମଙ୍ଗଳବାର ଗୃହରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି ଏବଂ ଲୋକଙ୍କୁ ତ୍ୱରିତ ନ୍ୟାୟ ଦେବାରେ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି...

ଗ୍ୟାସ୍‌ ଫାଟି କ୍ଷୟକ୍ଷତି ହେଲେ ଏଣିକି ମିଳିବ କ୍ଷତିପୂରଣ, ହାଇକୋର୍ଟଙ୍କ ବଡ଼ ରାୟ

ଭୁବନେଶ୍ୱର,୩।୯: ଗ୍ୟାସ୍‌ ଫାଟି କ୍ଷୟକ୍ଷତି ହେଲେ ଏଣିକି ମିଳିବ କ୍ଷତିପୂରଣ। ଏନେଇ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ଓଡ଼ିଶା ହାଇକୋର୍ଟ। ନୟାଗଡ଼ ସିଲିଣ୍ଡର ବିସ୍ଫୋରଣ ମାମଲାରେ ଶୁଣାଣି କରି କୋର୍ଟ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି, ଗ୍ୟାସ ଫାଟି...

‘ଆମ ଓଡିଶା, ନବୀନ ଓଡ଼ିଶା’ କାମକୁ ଆଗେଇ ନେବେ ମୋହନ ସରକାର: ମନ୍ତ୍ରୀ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୩।୯: ଗତ ସରକାରଙ୍କ ‘ଆମ ଓଡିଶା, ନବୀନ ଓଡ଼ିଶା’ କାମ ଆଗେଇ ନିଆଯିବ ବୋଲି ବିଧାନସଭାରେ ପ୍ରତିଶ୍ରୁତି ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। କଂଗ୍ରେସ ବିଧାୟକ ତାରା ବାହିନିପତିଙ୍କ ପ୍ରଶ୍ନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ କହିଛନ୍ତି, ‘ଆମ...

ବନ୍ଧାହେଲେ ଖଣି ଉପନିର୍ଦ୍ଦେଶକ, ଘରେ କରିଥିଲେ ଟଙ୍କାର ଖଣି

ଭୁବନେଶ୍ୱର,୩।୯: ବନ୍ଧାହେଲା ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ  ତାଙ୍କୁ ଗିରଫ କରାଯାଇଛି। ସୋମବାର ଚଢ଼ାଉ ହୋଇଥିଲା। ଖଣି ଉପନିର୍ଦ୍ଦେଶକଙ୍କର ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି...

ଇନ୍‌ଷ୍ଟାଗ୍ରାମରେ ଜେଲ୍‌ ଏଡିଜିଙ୍କ ନାଁରେ ଫେକ୍‌ ଆକାଉଣ୍ଟ

ଭୁବନେଶ୍ୱର,୩।୯: ଜେଲ୍‌ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଜଣାପଡିଛି। ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି। ଏହି ଫେକ୍‌ ଆକାଉଣ୍ଟରେ କୌଣସି...

ସୁଭଦ୍ରା ଯୋଜନା ଲାଗି ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୩।୯(ଅନିଲ ଦାସ): ରାଜ୍ୟ ସରକାର ସୁଭଦ୍ରା ଯୋଜନାରେ ରାଜ୍ୟର ସମସ୍ତ ମହିଳାଙ୍କୁ ସାମିଲ ନ କଲେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ। ସୁଭଦ୍ରା ଯୋଜନାର ଏସ୍‌ଓପିକୁ ନେଇ ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଏଭଳି ଚେତାବନୀ ଦେଇଛନ୍ତି। ସୋମବାର ଶଙ୍ଖ ଭବନ...

ବାର୍ଡ ଫ୍ଲୁ : ଓଡ଼ିଶା ଆସିବେ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର, ୩ା୯(ବନ୍ଦନା ସେଠୀ): ରାଜ୍ୟର ପୁରୀ ଜିଲାର ପିପିଲି, ସତ୍ୟବାଦୀ, ନିମାପଡା ଓ ଡେଲାଙ୍ଗ ବ୍ଲକର ୪ଟି ଗ୍ରାମରେ ବାର୍ଡ ଫ୍ଲୁ ରୋଗ ଚିହ୍ନଟ କରାଯାଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶିତ କାର୍ଯ୍ୟ ଯୋଜନା ଅନୁଯାୟୀ ଏହି ରୋଗର ନିୟନ୍ତ୍ରଣ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri