ମେଟ୍ରୋ

ଦୁର୍ଦ୍ଦିନ ବି କେଡ଼େ ଦୁଃଖଦାୟକ

ଭୁବନେଶ୍ୱର, ୨୫।୧୦(ସୁନିତ୍‌ ମିଶ୍ର): ବିଜେଡି ଗତ ଅକ୍ଟୋବର ୯ ରୁ ତା’ର ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ହେଲେ ଗତ ୨୪ ବର୍ଷ ଭିତରେ ଯେପରି ଦଳର ନେତା ଓ କର୍ମୀମାନେ ଏହି କାର୍ଯ୍ୟକୁ ଉତ୍ସାହ ସହକାରେ କରିଆସୁଥିଲେ ବର୍ତ୍ତମାନ କିନ୍ତୁ…

ସକାଳୁ ସକାଳୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

ଭୁବନେଶ୍ୱର,୨୫ା୧୦: ଶୁକ୍ରବାର ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ପହଞ୍ଚି ବାତ୍ୟା ‘ଦାନା’ର ପରବର୍ତ୍ତୀ ସମୀକ୍ଷା କରିଛନ୍ତି। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୋଲିସ ଡିଜି ଓ୍ବାଇ…

ବାତ୍ୟା ଆସିବା ପରେ…

ଭୁବନେଶ୍ୱର,୨୫ା୧୦:  ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ପେଣ୍ଠ ଅଞ୍ଚଳ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର…

ଲ୍ୟାଣ୍ଡଫଲ୍‌ କଲା ଦାନା: ଆରମ୍ଭ ହେଲାଣି ବର୍ଷା ସାଙ୍ଗକୁ ଜୋରଦାର ପବନ 

ଭୁବନେଶ୍ୱର,୨୫/୧୦: ବାତ୍ୟା ଦାନା ସ୍ଥଳଭାଗ ଛୁଇଁଛି। ଭିତରକନିକା-ଧାମରା ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ କରୁଛି ବାତ୍ୟା।ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସକାଳ ଯାଏ ଚାଲୁ ରହିବ।ଏବେ ବାଲେଶ୍ୱର,ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରର ଉପକୂଳ ଅଞ୍ଚଳରେ ୮୦ ରୁ ୧୦୦ କିମି ଚାଲିଛି। ଆଗକୁ ପବନର ବେଗ ଆହୁରି ବଢ଼ିବ।…

ଘଣ୍ଟାକୁ ୧୩ କିମି ବେଗରେ ମାଡ଼ିଆସୁଛି ଦାନା: ମୁଖ୍ୟମନ୍ତ୍ରୀ କହିଲେ, ମୁକାବିଲା ପାଇଁ ଆମେ ପ୍ରସ୍ତୁତ 

ଭୁବନେଶ୍ୱର,୨୫/୧୦:ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା। ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା। ଘଣ୍ଟାକୁ ୧୩ କିମି ବେଗରେ ଉପକୂଳକୁ ମାଡ଼ିଆସୁଛି। ସେହିପରି ବାତ୍ୟା ଧାମରା ଠାରୁ ୬୦ କିମି ଦୂରରେ ରହିଛି। ଘଣ୍ଟାକୁ ୧୩ କିମି ବେଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଓ ଉପକୂଳ ଆଡେ ମୁହାଁଇଛି ସାଇକ୍ଲୋନ ‘ଦାନା’। ଆଜି ମଧ୍ୟରାତ୍ରିରୁ କାଲି ସକାଳ ଭିତରେ ଭିତରକନିକା-ଧାମରା ପାଖରେ ‘ଦାନା’ ଲ୍ୟାଣ୍ଡଫଲ କରିବ। ଭିତରକନିକା-ଧାମରା ପାଖରେ ଉପକୂଳ ଅତିକ୍ରମ କରିବ। ଏଥିପାଇଁ ହାଜାର ହଜାର ଲୋକଙ୍କୁ ସ୍ଥରାନାନ୍ତର…

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପାଇଁ କାଉଣ୍ଟଡାଉନ ଆରମ୍ଭ: ପାରାଦୀପଠାରୁ ମାତ୍ର ୮୦ କିମି ଦୂରରେ…

ଭୁବନେଶ୍ୱର,୨୪।୧୦: ସାମୁଦ୍ରିକ ଝଡ଼ ‘ଦାନା’ କୂଳଆଡକୁ ମାଡି ଆସୁଥିବା ବେଳେ ଲ୍ୟାଣ୍ଡଫଲ ପ୍ରକ୍ରିୟାର କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ବାତ୍ୟା ପାରାଦୀପଠାରୁ ୮୦ କିମି ଦୂରରେ ରହିଥିବା ବେଳେ ଧାମରା ଠାରୁ ୧୧୦ କିମି ଦୂରରେ ରହିଛି। ଏପରିକି ଘଣ୍ଟାକୁ ୧୩ କି.ମି.…

ମନ୍ତ୍ରୀଙ୍କ ବଡ଼ ସୂଚନା: ବାତ୍ୟା ସମୟରେ ନେଟ୍‌ୱର୍କ ନ ଆସିଲେ…

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରେ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ। ବାତ୍ୟା ଦାନା ପାଇଁ ଟେଲିକମ୍‌ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବାତ୍ୟା ସମୟରେ…

ବଡ଼ ଅପଡେଟ୍‌: ଭୀଷଣ ବାତ୍ୟା ସମୟରେ ଏହି ୧୧ ଜିଲାକୁ ମାଡି ଆସିବ…ହୋଇଯାଆନ୍ତୁ ସତର୍କ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଭିତରକନିକା-ଧାମରା ପାଖରେ ବାତ୍ୟା…

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ ରାଜ୍ୟ ସରକାର ୧୪ ଜିଲାରେ ୨୩ରୁ ୨୫ ଯାଏ ସ୍କୁଲ ଛୁଟି ଘୋଷଣା କରିଥିଲେ।…

ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି।…

‘ଦାନା’ ପ୍ରଭାବ: ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ବଡ଼ ସୂଚନା ଦେଇଛନ୍ତି। ଭିତରକନିକା-ଧାମରା ପାଖରେ ବାତ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri