୨୪, ୨୫ରେ ହବିଷିଆଳିଙ୍କ ଶ୍ରୀମନ୍ଦିର ଦର୍ଶନ ବନ୍ଦ
ପୁରୀ,୨୪ା୧୦(ଅଜିତ୍ କୁମାର ମହାନ୍ତି): ବାତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପୁରୀ ଜିଲାକୁ ୟେଲୋ ଜୋନ୍ ଘୋଷଣା କରିଥିବା ବେଳେ ୨୪ ଓ ୨୫ ତାରିଖକୁ ଅରେଞ୍ଜ ଜୋନ୍ ଘୋଷଣା କରାଯାଇଛି। ପାଣିପାଗ ବିଭାଗ ଆକଳନ ଅନୁସାରେ…
ଭୀଷଣ ବାତ୍ୟାର ରୂପ ନେଲା ଦାନା, ବଢାଇଲାଣି ଫନି ଡର!
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା (ଦାନା) ଓଡ଼ିଶାକୁ ମାଡ଼ି ଆସୁଛି। ଏହା ଭୀଷଣ ବାତ୍ୟା (ସିଭିୟର ସାଇକ୍ଲୋନ)ର ରୂପ ନେଇ କେନ୍ଦ୍ରାପଡ଼ା ଜିଲାର ଭିତରକନିକାଠାରୁ ଭଦ୍ରକ ଜିଲାର ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୨୫…
ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୦: ବୁଧବାର ବାତ୍ୟା ମୁକାବିଲା ପ୍ରସ୍ତୁତିର ତଦାରଖ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହିତ ମୁଖ୍ୟ ସଚିବ, ଡିଜିପି, ଶକ୍ତି ସଚିବ ଏବଂ ଅଗ୍ନିଶମ ଡିଜି ସାମିଲ ହୋଇଛନ୍ତି। ପ୍ରଭାବିତ ହେବାକୁ…
ମହିଳା କମିଶନ ଭଙ୍ଗ କଲେ ସରକାର
ଭୁବନେଶ୍ୱର,୨୩ା୧୦: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି…
ଓଡ଼ିଶା ରେଞ୍ଜକୁ ପସିଲା ବାତ୍ୟା! ରାତିରେ ୧୦୦ ଛୁଇଁବ ପବନ, ମାଡି ଆସିବ ଜୁଆର…
ଭୁବନେଶ୍ୱର,୨୩।୧୦: ଭୀଷଣ ବେଗରେ ସ୍ଥଳଭାଗଆଡକୁ ମାଡି ଆସୁଛି ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୨ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ…
‘ଦାନା’ ପାଇଁ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୨୩।୧୦: ବେଳକୁ ବେଳ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଏହାକୁ ନେଇ ରାଜ୍ୟର ଉପକୂଳିଆ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଏବଂ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ ବୋଲି ସୂଚନା…
ଭୟଙ୍କର ଗର୍ଜନ କରୁଛି ସମୁଦ୍ର! ଚିତ୍ର ଦେଖିଲେ…
ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି। ସେହିଭଳି…
କେନ୍ଦ୍ରାପଡ଼ା-ଧାମରାକୁ ବଢ଼ିଲା ବିପଦ; ସତର୍କ ରୁହନ୍ତୁ ପୁରୀବାସୀ!, ବିପଦ ସଙ୍କେତ ଜାରି…
ଭୁବନେଶ୍ୱର,୨୩।୧୦: ଓଡ଼ିଶା ଉପକୂଳମୁହାଁ ବାତ୍ୟା ‘ଦାନା’। ଘଣ୍ଟାପ୍ରତି ୧୫ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ବାତ୍ୟା ଗତି କରୁଛି। ଏହା କେନ୍ଦ୍ରାପଡ଼ା-ଧାମରା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ। ଏହାକୁ ନେଇ ଧାମରାକୁ ସର୍ବୋଚ୍ଚ ୧୦ନଂ ବିପଦ ସଙ୍କେତ ଜାରି କରାଯାଇଛି।…
‘ସୁଭଦ୍ରା’ ଯୋଜନାରେ ସଂଶୋଧନ ପାଇଁ କ୍ୟାବିନେଟ୍ରେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ଅଭିମୁଖେ ଆସୁଥିବାବେଳେ ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା…
ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା
ଭୁବନେଶ୍ୱର,୨୩।୧୦: ସ୍ଥଗିତ ହେଲା ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ପ୍ରିଲିମକୁ ସ୍ଥଗିତ ରଖାଯାଇଛି। ପରୀକ୍ଷା ସ୍ଥଗିତ ନେଇ ଓପିଏସ୍ସି ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ତେବେ ୭ଦିନ ମଧ୍ୟରେ ନୂଆ ପରୀକ୍ଷା ତାରିଖ ଆସିବ ବୋଲି…
ଭିତରକନିକାରେ ଲ୍ୟାଣ୍ଡଫଲ୍! ସମୁଦ୍ରରେ ବଡ଼ ହଲଚଲ୍…
ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ମାଡି ଆସୁଛି ବାତ୍ୟା ଦାନା । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ବାତ୍ୟାରେ ରୂପ ନେଇଛି । ଏହା ଏବେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ଉପକୂଳକୁ ମାଡି ଆସୁଛି ।
ପ୍ରଭାବ ଦେଖାଇବା ଆରମ୍ଭ କଲାଣି ବାତ୍ୟା, ଏହି ୪ ଜିଲାରେ କରିବ ତାଣ୍ଡବ!
ଭୁବନେଶ୍ୱର,୨୩।୧୦: ୪ ଜିଲାରେ ବାତ୍ୟାର ପ୍ରଭାବ ବେଶି ରହିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକରେ ବେଶି ପ୍ରଭାବ ପଡିବ। ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ସମ୍ଭାବନା ରହିଛି।…
Archives


