ମେଟ୍ରୋ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡିର ପ୍ରାର୍ଥୀ କସରତ, ଏହି ୩ ନେତା ଗଲେ ନବୀନ ନିବାସ

ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ...

ନୂଆପଡା ଉପନିର୍ବାଚନ ପାଇଁ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ଭାଜପା, ବିଧିବଦ୍ଧ ଭାବେ ନାଁ ଘୋଷଣା

ଭୁବନେଶ୍ୱର,୧୫।୧୦: ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ...

ଏହି ଦିନ ପାଳନ କରନ୍ତୁ ଦୀପାବଳି, ତାରିଖ ଦ୍ୱନ୍ଦ୍ୱ ଦୂର କଲା ମୁକ୍ତି ପଣ୍ଡିତ ମହାସଭା

ଭୁବନେଶ୍ୱର,୧୫।୧୦: ଦୀପାବଳି ତାରିଖ ଦ୍ବନ୍ଦ୍ବ ଦୂର କଲା ମୁକ୍ତି ପଣ୍ଡିତ ମହାସଭା। ୨୧ ନୁହେଁ ୨୦ ତାରିଖରେ ପୟାଶ୍ରାଦ୍ଧ ଓ ଦୀପାବଳି ପାଳନ କରାଯାଉ ବୋଲି ପ୍ରେସମିଟ୍‌ରେ ମୁକ୍ତି ପଣ୍ଡିତ ମହାସଭା ସ୍ପଷ୍ଟ କରିଛି। ୨୦ ତାରିଖ ଅପରାହ୍ନ ୩ଟା...

ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୫ା୧୦(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ...

ଦେଶର ୧୦୦ ଦୁର୍ଘଟଣାପ୍ରବଣ ଜିଲା ମଧ୍ୟରେ ଓଡ଼ିଶାର ଏହି ୨ ଜିଲା

ଭୁବନେଶ୍ୱର, ୧୫।୧୦(ସୁନିତ୍‌ ମିଶ୍ର):କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଦେଶର ୧୦୦ଟି ଦୁର୍ଘଟଣାପ୍ରବଣ ଜିଲାକୁ ଚିହ୍ନଟ କରାଯାଇଛି। ସେଥିମଧ୍ୟରେ ଓଡ଼ିଶାର ସୁନ୍ଦରଗଡ଼ ଏବଂ ଗଞ୍ଜାମ ଜିଲା ରହିଛି। ଓଡ଼ିଶାର ଏହି ୨ ଜିଲାରେ ଘଟୁଥିବା ଦୁର୍ଘଟଣା ଏବଂ ଏଥିଜନିତ ହେଉଥିବା...

ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ଘଟଣାରେ ନୂଆମୋଡ଼: ପୀଡ଼ିତା କହିଦେଲେ ସାଂଘାତିକ କଥା, ଅନ୍ୟ କେହି ନୁହେଁ…

କୋଲକାତା,୧୫ା୧୦:ପଶ୍ଚିମବଙ୍ଗର ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜ ବାହାରେ ଓଡ଼ିଆ ଡାକ୍ତରୀ ଛାତ୍ରୀ ଗଣବଳାତ୍କାର ମାମଲା ମଙ୍ଗଳବାର ନୂଆ ମୋଡ଼ ନେଇଛି। ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଓ୍ବାସିଫ ଅଲ୍ଲୀ ଘଟଣାର ମୁଖ୍ୟ ଖଳନାୟକ ବୋଲି ପୋଲିସ ଜାଣିବାକୁ ପାଇଛି। ମଙ୍ଗଳବାର...

ନୂଆପଡ଼ା ପାଇଁ ବିଜେଡି ଗୋଟି: କାଲି ପ୍ର୍ରାର୍ଥୀ ଚୂଡ଼ାନ୍ତ, ବିଶେଷ ଚର୍ଚ୍ଚାରେ…

ଭୁବନେଶ୍ୱର, ୧୪।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ପ୍ରାର୍ଥୀ ଖୋଜା ଚାଲିଛି। ଦଳର କେତେଜଣ ବରିଷ୍ଠ ନେତା ୨ ଦିନ କାଳ ନୂଆପଡ଼ା ଯାଇ ସେଠାରେ ଡେରା ପକାଇ ରହିଥିଲେ। ଦଳର କର୍ମୀମାନଙ୍କ ସହ ଆଲୋଚନାକରିବା ପରେ...

ମହିଳା କିଣିବେ କାର୍‌, ଟଙ୍କା ଦେବେ ସରକାର! ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୪।୧୦: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଫ୍ଲାଗ୍‌ସିପ୍‌ ଯୋଜନା ସୁଭଦ୍ରା ସାରା ରାଜ୍ୟରେ ଚର୍ଚ୍ଚା ସାଉଁଟିଥିଲା । ଏବେ ମହିଳାଙ୍କ ପାଇଁ ଆଉ ଏକ ବଡ଼ ଯୋଜନା ଆସିବାକୁ ଯାଉଛି ।...

ମମତା ବାନାର୍ଜୀଙ୍କ ଉପରେ ବର୍ଷିଲେ ମନମୋହନ: ଦିଦିଙ୍କୁ ମାନୁନାହାନ୍ତି …

ଭୁବନେଶ୍ୱର,୧୪।୧୦: ମମତା ବାନାର୍ଜୀଙ୍କ ଉପରେ ଜୋରଦାର ବର୍ଷିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି, ମମତା ନାମକୁ ମାତ୍ର ଶାସନ ବ୍ୟବସ୍ଥାରେ ବସିଛନ୍ତି। ଜଣେ ମହିଳା ମୁଖ୍ୟମନ୍ତ୍ରୀ ମହିଳାଙ୍କୁ ମଧ୍ୟ ସୁରକ୍ଷା ଦେଇ ପାରୁ ନାହାନ୍ତି।ମମତାଙ୍କ ହାତରେ...

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏମାନଙ୍କୁ ଆଉ ମିଳିବନି ଚାଉଳ, ଆସନ୍ତା ମାସରୁ…

ଭୁବନେଶ୍ୱର,୧୪।୧୦: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ...

କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା

ଭୁବନେଶ୍ୱର,୧୪ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ଦୁର୍ଗାପୁରଠାରେ ଗଣବଳାତ୍କାରର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା’ ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା...

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ୨୪ ଯାଏ ବଢ଼ିଲା

ଭୁବନେଶ୍ୱର,୧୪ା୧୦(ସୁଚିସ୍ମିତା ସାହୁ):ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅଧୀନରେ ବିଭିନ୍ନ ବୃତ୍ତି ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ଇ-ମେଧାବୃତ୍ତି, ବ୍ୟାସକବି ଫକୀର ମୋହନ ଭାଷାବୃତ୍ତି ଯୋଜନା ଏବଂ ଗୋପବନ୍ଧୁ ଶିକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri