ମେଟ୍ରୋ

ବାତ୍ୟାର ପ୍ରକୋପ ଏହି ଜିଲାରେ ପଡ଼ିବ ବେଶୀ : ୭ ଜିଲାରେ ଭୟଙ୍କର ସ୍ଥିତି, ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି…

ଗଭୀର ଅବପାତ ନେଲା ବାତ୍ୟାର ରୂପ: ରାଡାର ଇମେଜରେ ଦୁଶ୍ୟମାନ ହେଲା ବାତ୍ୟାର ଚିତ୍ର

ଭୁବନେଶ୍ୱର,୨୩।୧୦: ସୃଷ୍ଟି ହେଲା ବାତ୍ୟା। । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଦାନା’। ଗଭୀର ଅବପାତ ବାତ୍ୟାର ରୂପ ନେଇଥିବା ସୂଚନା ମିଳିଛି। ପାରାଦୀପ ରାଡାର ଇମେଜରେ ବାତ୍ୟାର ଚିତ୍ର ଦୃଶ୍ୟମାନ ହୋଇଛି। ଏହା ପାରାଦୀପରୁ ୫୬୦ କିମି…

ବାତ୍ୟା ପାଇଁ ଭୟଭୀତ ହୁଅନ୍ତୁନି: ବିଏମ୍‌ସି ପକ୍ଷରୁ ୮୦ ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ

ଭୁବନେଶ୍ୱର, ୨୩।୧୦ (ବନ୍ଦନା ସେଠୀ):ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା କରିବା ପାଇଁ ବିଏମ୍‌ସି ପକ୍ଷରୁ ମଙ୍ଗଳବାର ଆଉ ଏକ ସମୀକ୍ଷା ବୈଠକ ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଅନୁଷ୍ଠିତ ହୋଇଯାଇଛି। ବିଏମ୍‌ସି ପକ୍ଷରୁ ସମସ୍ତ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରାଯାଉଥିବାରୁ ଲୋକେ…

ପରିବା ଦର ଆକାଶଛୁଆଁ: ପିଆଜ ୭୦, ଆଉ ଆଳୁ…

ବାରଙ୍ଗ,୨୩।୧୦(ଲିଙ୍ଗରାଜ ରାଉତ) ସମ୍ଭାବ୍ୟ ବାତ୍ୟା ‘ଦାନା’ର ପ୍ରଭାବ ଏବେଠାରୁ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳିଛି। ବାରଙ୍ଗ ବଜାର ପରିବା ମାର୍କେଟରେ ପରିବା ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇଛି। ବାରଙ୍ଗ ପରିବା ବ୍ୟବସାୟୀ ବିଶେଷ କରି କଟକ ଛତ୍ରବଜାରରୁ ପରିବା ସଂଗ୍ରହ…

ବାତ୍ୟା ଭୟ ମଧ୍ୟରେ ବଡ଼ ଘୋଷଣା କଲେ ମନମୋହନ: ଭାଜପା କାର୍ଯ୍ୟକର୍ତ୍ତାମାନେ…

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସମୟରେ ପବନର…

ଉପକୂଳ ଜିଲାରେ ମେଘୁଆ ପାଗ, ଘଣ୍ଟାପ୍ରତି ୩ କିମି ବେଗରେ ମାଡି ଆସୁଛି…

ଭୁବନେଶ୍ୱର,୨୩।୧୦: ଆଜି ବାତ୍ୟାର ରୂପ ନେବ ଗଭୀର ଅବପାତ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ ବୋଲି ଜଣାପଡିଛି। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ଘଣ୍ଟାକୁ ୩ କିମି ବେଗରେ ଗତି କରୁଛି…

ବାତ୍ୟାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଆଜି ରାତି ସୁଦ୍ଧା ଲୋକଙ୍କୁ ସ୍ଥାନାନ୍ତର କରାଯିବ

ଭୁବନେଶ୍ୱର,୨୩ା୧୦(ଅନିଲ ଦାସ):ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ପୂରା ଦମ୍‌ରେ ପ୍ରସ୍ତୁତ ଚଳାଇଛନ୍ତି। ତୃଣମୂଳ ସ୍ତରରେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବାତ୍ୟା ଦ୍ୱାରା ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ଲୋକଙ୍କୁ ବୁଧବାର ରାତି ସୁଦ୍ଧା ସ୍ଥାନାନ୍ତର କରାଯିବ। ଏନେଇ…

ଦର ବଢ଼ାଉଛି ‘ଦାନା’: କଳାବଜାର କରୁଥିବା ବେପାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୦(ସୁନିତ୍‌ ମିଶ୍ର/ଅନିଲ ଦାସ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ବାତ୍ୟା କେନ୍ଦ୍ରାପଡ଼ା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି

ଭୁବନେଶ୍ୱର,୨୨।୧୦: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…

ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର ପରିସରରୁ…

ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…

ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍‌ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ହାଇ ଆଲର୍ଟ କରିଛି॥ ପବନ ମଧ୍ୟ ଜୋରରେ ବହିବ। ତେବେ…

ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍‌, ଭାଇରାଲ ପରେ…

ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍‌ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍‌ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri