ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଋତୁସ୍ରାବ ପାଇଁଁ ମିଳିବ ୧୨ଦିନ ଛୁଟି
ଭୁବନେଶ୍ୱର,୨୨।୧୦: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଋତୁସ୍ରାବ ପାଇଁ ଏବେ ଦିନେ ନୁହେଁଁ ମିଳିବ ୧୨ଦିନ ଛୁଟି। ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…
ଜନ୍ମଦିନରେ ଘରକୁ ଫେରିଲେ ନାହିଁ; ମନ୍ଦିର ପରିସରରୁ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ମୃତଦେହ…
ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍ ରାଉତ)-ରାଜଧାନୀ ଭୁବନେଶ୍ୱରର ଇନ୍ଫୋସିଟି ଥାନା ଅଞ୍ଚଳରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ପଥଗାଡିଆ ଅଞ୍ଚଳର ସୁଶାନ୍ତ ବେହେରା ଓରଫ ରାଜୁ (୩୦)। ପଟିଆ ଚନ୍ଦକା ଶିଳ୍ପାଞ୍ଚଳରେ ଥିବା ଏକ ନିର୍ମାଣଧିନ ମନ୍ଦିର ପରିସରରୁ…
ଘଡିକି ଘଡି ବଦଳିବ ଦିଗ! ବିଶେଷଜ୍ଞ ତାଜୁବ…
ଭୁବନେଶ୍ୱର,୨୨।୧୦: ବଳୁଆ ହେଉଛି ବାତ୍ୟା ଦାନା। ଆସନ୍ତାକାଲି ଅର୍ଥାତ୍ ୨୩ରୁ ୨୫ଯାଏଁ ତିନି ଦିନ ଧରି ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ହାଇ ଆଲର୍ଟ କରିଛି॥ ପବନ ମଧ୍ୟ ଜୋରରେ ବହିବ। ତେବେ…
ଜେଲରେ ଏ କ’ଣ ଚାଲିଛି ! ହାତରେ ଛୁରୀ ଧରି କଏଦୀ କଲେ ଭିଡିଓ ଶୁଟ୍, ଭାଇରାଲ ପରେ…
ଭୁବନେଶ୍ୱର,୨୨ା୧୦(ସତ୍ୟଜିତ୍ ରାଉତ): ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲ୍ରେ ଚାଲୁଛି ଅପରାଧୀଙ୍କ ରାଜୁତି। ଜେଲ ଭିତରକୁ ବିଭିନ୍ନ ପ୍ରକାର ନିଶାଦ୍ରବ୍ୟ ଓ ବେଆଇନ ସାମଗ୍ରୀ ଯାଉଛି। ଏପରିକି କଏଦୀମାନେ ମୋବାଇଲ ଫୋନ୍ ବ୍ୟବହାର କରି ଅପରାଧ ଘଟାଉଛନ୍ତି। ମଙ୍ଗଳବାର ଏପରି ଏକ ଭିଡିଓ…
ବାତ୍ୟା ଦାନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ବିଧାୟକମାନେ…
ଭୁବନେଶ୍ୱର,୨୨।୧୦: ସମୁଦ୍ର ଭିତରେ ବଳ ଗୋଟାଇ ୭ କିମି ବେଗରେ ମାଡି ଆସୁଛି ବାତ୍ୟା ଦାନା। ବାତ୍ୟା ଦାନାକୁ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବିଭିନ୍ନ ସ୍ତରରେ ଅଧିକାରୀଙ୍କୁ ବାତ୍ୟା ପରିଚାଳନା ପାଇଁ ଗୁରୁ ଦାୟିତ୍ୱ…
ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ, କାଲି ସ୍ଥାନାନ୍ତର ହେବେ ଲୋକେ: ମନ୍ତ୍ରୀ
ଭୁବନେଶ୍ୱର,୨୨।୧୦: ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ମୁକାବିଲାକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ ଭାବେ ଗ୍ରହଣ କରିଛନ୍ତି। ତେବେ ଏହାର ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମ୍ବେଦନଶୀଳ…
ମଝିରାତିରେ ଲ୍ୟାଣ୍ଡଫଲ୍! ୭ କିମି ବେଗରେ ମାଡି ଆସୁଛି…
ଭୁବନେଶ୍ୱର,୨୨।୧୦: ମାଡିଆସୁଛି ଦାନା। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଥିଲା। ଏବେ ତାହା ଗଭୀର ଅବପାତରେ ପରିଣତ ହୋଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଛି…
ଡରାଇଲା ନୂଆ ମଡେଲ! ଏଇଠି ଲ୍ୟାଣ୍ଡଫଲ୍ ହେଲେ ସବୁ ସରିଲା…
ଓଡିଶାରେ ଲ୍ୟାଣ୍ଡଫଲ କରିପାରେ ବାତ୍ୟା ଦାନା। ପୁରୀରୁ ପାରାଦୀପ ମଧ୍ୟରେ ଛୁଇଁପାରେ ସ୍ଥଳଭାଗ। ଏନେଇ ବିଭିନ୍ନ ଆନ୍ତର୍ଜାତିକ ମଡେଲ ଆକଳନ କରିଛି ।ବାତ୍ୟା ଲ୍ୟାଣ୍ଡଫଲ୍ କରିବା ବେଳେ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷିବ।
ବାତ୍ୟା ପରିଚାଳନା କାର୍ଯ୍ୟରେ ନିୟୋଜିତ ହେବେ ଶିକ୍ଷୟିତ୍ରୀ-ଶିକ୍ଷକ, ଛୁଟି ହେଲା ବାତିଲ୍
ଭୁବନେଶ୍ୱର,୨୨।୧୦: ଓଡ଼ିଶାକୁ ସମ୍ଭାବ୍ୟ ବାତ୍ୟା ‘ଦାନା’ ଭୟ। ବେଳକୁ ବେଳ ଉପକୂଳ ମୁହାଁ ହେଉଥିବା ଯୋଗୁ ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।…
ବାତ୍ୟା ପୂର୍ବରୁ ଆଳୁ ଗାଏବ୍
ସମ୍ଭାବ୍ୟ ବାତ୍ୟା ଦାନା ପୂର୍ବରୁ ଜଟଣୀ ପରିବା ବଜାରରୁ ଆଳୁ ଉଭାନ । ଯେଉଁ କିଛି ଆଳୁ ମହଜୁଦ ରହିଛି ଚଡ଼ା ଦରରେ ବିକ୍ରି କରୁଛନ୍ତି ଅସାଧୁ ବ୍ୟବସାୟୀ । ଫଳରେ ସାଧାରଣ ଖାଉଟି ନାନା ହଇରାଣର ଶିକାର ହେଉଥିବା ଦେଖିବାକୁ…
ଆଇପିଏସ୍ ଲଳିତ ଦାସ ହେଲେ OSSSC ଅଧ୍ୟକ୍ଷ
ଭୁବନେଶ୍ୱର,୨୨।୧୦: ଅବସରପ୍ରାପ୍ତ ଆଇପିଏସ୍ ଲଳିତ ଦାସଙ୍କୁ ନୂଆ ଦାୟିତ୍ୱ ମିଳିଛି। ସେ ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ(ଓଏସ୍ଏସ୍ଏସ୍ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ତାଙ୍କ ସହ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ…
ବଡ଼ ବାତ୍ୟା! ୬ ଆଇଏଏସଙ୍କୁ ବଡ଼ ଦାୟିତ୍ୱ ଦେଲେ ସରକାର
ଭୁବନେଶ୍ୱର,୨୨।୧୦: ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ…
Archives


