ନଭେମ୍ବର ୧୫ରେ ରାଉରକେଲା ଆସିବେ ମୋଦି
୨୨।୧୦:ନଭେମ୍ବର ୧୫ରେ ରାଉରକେଲା ଆସିବେ ପ୍ରଧାନମନ୍ତ୍ରୀ ମୋଦି। ଜନଜାତି ଗୌରବ ଦିବସ ଅବସରରେ ରାଉରକେଲା ଆସିବାର କାର୍ଯ୍ୟକ୍ରମ ରହିଛି। ଏକ ସ୍ବତନ୍ତ୍ର ବିମାନ ଯେଗେ ଆସି ସେ ଦିନ ୧୧ଟାରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ସହିଦ୍ ମାଧୋସିଂ ହାତଖର୍ଚ୍ଚ…
ବାତ୍ୟା ପାଇଁ ୧୭୮ ଟ୍ରେନ ବାତିଲ: ଜାଣନ୍ତୁ କ’ଣ ରହିଛି
ଭୁବନେଶ୍ୱର,୨୨।୧୦: ବାତ୍ୟା ‘ଦାନା’ପାଇଁ ବ୍ୟାପକ ଟ୍ରେନ ବାତିଲ କରାଯାଇଛି। ମୋଟ ୧୭୮ଟି ଟ୍ରେନ ବାତିଲ ନେଇ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଅପ ଟ୍ରେନ ୮୫…
ଆସନ୍ତା ୨୩ରୁ ୨୫ ଯାଏ କଲେଜ ବନ୍ଦ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ଦାନା’। ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ଆଶଙ୍କା ଥିବାରୁ ରାଜ୍ୟ ସରକାର କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପାଇଁ ଆସନ୍ତା ୨୩ରୁ ୨୫ ଅକ୍ଟୋବର ଯାଏ କଲେଜ ଏବଂ…
ବାତ୍ୟା ବେଳେ ପାୱାର୍ କଟ ହେବ କି ନାହିଁ: ଶକ୍ତି ସଚିବ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୨୨।୧୦: ସମ୍ଭାବ୍ୟ ବାତ୍ୟା ପ୍ରସ୍ତୁତିକୁ ନେଇ ଶକ୍ତି ସଚିବ ବଡ଼ ସୂଚନା ଦେଇଛନ୍ତି। ଶକ୍ତି ସଚିବ କହିଛନ୍ତି, ବିତରଣ କମ୍ପାନୀ ସ୍ତରରେ ୨ଟି କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୧୦ ହଜାର ଷ୍ଟାଫ, ୮ ହଜାର ପୋଲ, ୫୦୦ ଟ୍ରାନ୍ସଫର୍ମର ରହିଛି। ୩୦୦…
ଆସୁଛି ବାତ୍ୟା, ଜାଣନ୍ତୁ କେଉଁ ଦିନ କେତେ ବେଗରେ ବହିବ ପବନ
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…
ସତ ହେଉଛି ପଞ୍ଜିକା ଗଣନା! ଭାଇରାଲ ହେଉଛି ଖଡିରତ୍ନ ପଞ୍ଜିକାର ପୃଷ୍ଠା, ଏହି ସବୁ ଅଞ୍ଚଳରେ ହେବ…
ଭୁବନେଶ୍ୱର,୨୨।୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…
ବାତ୍ୟା ପ୍ରସ୍ତୁତି ନେଇ ସୁରେଶ ପୂଜାରୀଙ୍କ ବଡ଼ ସୂଚନା: ଆସନ୍ତାକାଲି ରାତି ସୁଦ୍ଧା ଲୋକଙ୍କୁ…
ଭୁବନେଶ୍ୱର,୨୨।୧୦: ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ। ଜିଲା…
ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…
ଅବପାତ ରୂପ ନେଲା ଲଘୁଚାପ: ପାରାଦ୍ୱୀପ ଠାରୁ ଏତିକି କିଲୋମିଟର ଦୂରରେ ରହିଲା
ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି। ବର୍ତମାନ ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆସନ୍ତାକାଲି ୨୩…
ସ୍କୁଟିରୁ ବାହାରିଲା ସାପ
ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ବାରଙ୍ଗ ବ୍ଲକ ଅଧୀନ ତ୍ରିଶୂଳିଆ ଛକ ନିକଟରେ କୁହ୍ନେଇଁପଡ଼ା ଗ୍ରାମର ଅଜୟ ଦାଶଙ୍କ ସ୍କୁଟିରୁ ଏକ ସାପ ଉଦ୍ଧାର କରାଯାଇଛି। ଯୁବକ ଜଣକ ସାପ କାମୁଡ଼ାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ମଳିଥିବା ସୂଚନା ମୁତାବକ, ଅଜୟ ତ୍ରିଶୂଳିଆ ନିକଟରେ…
ବାତ୍ୟା ‘ଦାନା’ ପାଇଁ ନନ୍ଦନକାନନରେ ସ୍ବତନ୍ତ୍ର ପ୍ରସ୍ତୁତି
ତ୍ରିଶୂଳିଆ,୨୨।୧୦(ତୁଷାରକାନ୍ତ ବେହେରା): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ ହୋଇଛନ୍ତି। ବାତ୍ୟା ଆରମ୍ଭରୁ ପ୍ରାଣୀଙ୍କୁ ଖୁଆଡ଼ ବାହାରକୁ ଛଡ଼ା ନ ଯାଇ ସେମାନଙ୍କୁ ଫିଡିଂ ଚାମ୍ବରରେ ରଖାଯିବ। ସେମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପାନୀୟ ଔଷଧ…
Archives


