ବାତ୍ୟାକୁ ନେଇ ଆସିଲା ବଡ଼ ଏବଂ ନୂଆ ଅପ୍ଡେଟ୍: ଜାଣନ୍ତୁ କେଉଁ ସମୟରେ କରିବ ଲ୍ୟାଣ୍ଡଫଲ୍
ଭୁବନେଶ୍ୱର,୨୧।୧୦: ବାତ୍ୟାର ଗତିପଥ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ବଡ଼ ଏବଂ ନୂଆ ଅପ୍ଡେଟ୍ ଆସିଛି। ଏହି ବାତ୍ୟା ଓଡ଼ିଶାରେ ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ ହୋଇଛି। ଏହା ଉତ୍ତର ଓଡ଼ିଶାକୁ ହିଟ୍ କରିବା ସମ୍ଭାବନା ରହିଛି। ପୁରୀ ଓ…
ବାତ୍ୟା ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା: ୭ ଜିଲାକୁ ରେଡ୍ ୱାର୍ନିଂ
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ପୁରୀରୁ ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ଏନେଇ ଭାରତୀୟ ପାଣିପାଗ…
ଓଡ଼ିଶାର ଏହି ସ୍ଥାନରେ ମାଡ଼ ହେବ ବାତ୍ୟା: ସୂଚନା ଦେଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶାରେ ସ୍ଥଳଭାଗ ଛୁଇଁବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟାର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି…
ମାଡ଼ି ଆସୁଛି ବାତ୍ୟା: ଅପରାହ୍ନରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୧୦: ଦାନା ବାନ୍ଧୁଛି ବାତ୍ୟା ‘ଦାନା’। ବଳ ଗୋଟାଉଛି। ଏକଜୁଟ୍ ହେଉଛି। ଯାହାକୁ ନେଇ ଏବେ ଏକପ୍ରକାର ଆତଙ୍କିତ ହୋଇପଡ଼ଛନ୍ତି ଓଡ଼ିଶାବାସୀ। ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛନ୍ତି ସରକାର । ତେବେ ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାତ୍ୟା…
ଭୁଲ୍ ମାଗିଲେ ବୁଦ୍ଧାଦିତ୍ୟ: ରାହୁଲ ଗାନ୍ଧୀଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ
ଭୁବନେଶ୍ୱର,୨୧ା୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମ୍ବନ୍ଧରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଫସିଥିବା ଅଭିନେତା ବୁଦ୍ଧାଦିତ୍ୟ କ୍ଷମା ମାଗିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ଏନ୍ସିପି ନେତା ବାବା ସିଦ୍ଦିକଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିବା ଗ୍ୟାଙ୍ଗଷ୍ଟର୍ ଲରେନ୍ସ…
ସମ୍ଭାବ୍ୟ ବାତାକୁ ନେଇ ରାଜସ୍ବ ମନ୍ତ୍ରୀ ଦେଲେ ବଡ଼ ସୂଚନା, ପୂରା ୩୦ ଜିଲାରେ…
ଭୁବନେଶ୍ୱର,୨୧ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦…
ଆସିଲା ବାତ୍ୟା ‘ଦାନା’ର ସମ୍ଭାବ୍ୟ ଗତିପଥ; ଭୀଷଣ ବାତ୍ୟା ହୋଇ ବୁଧବାର ଛୁଇଁବ ସ୍ଥଳଭାଗ
ଭୁବନେଶ୍ୱର,୨୧ା୧୦: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ର ଗତିପଥ ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ ଟ୍ରାକ୍ ଜାରି କରିଛି। ଆଇଏମଡି ଅନୁଯାୟୀ, ସୋମବାର ଏହା ଲଘୁଚାପରେ ପରିଣତ ହୋଇଛି। କ୍ରମେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ…
‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୨୧।୧୦: ସାମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ରବିବାର ସାରେ ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ବତନ୍ତ୍ର ରିଲିଫ…
ଶକ୍ତିଶାଳୀ ହେଉଛି ବାତ୍ୟା ‘ଦାନା’, ଏହି ତିନି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୧ା୧୦: ଆଣ୍ଡାମାନ୍ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସୋମବାର ସକାଳ ସମୟରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛିl ଏହା ମଙ୍ଗଳବାର ସକାଳ ସୁଦ୍ଧା ଏକ ଅବପାତ ଏବଂ ବୁଧବାର ତାରିଖ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆସୁଛି ବଡ଼ ବାତ୍ୟା
ଭୁବନେଶ୍ୱର,୨୧।୧୦: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହେବ। ଆଜି ଲଘୁଚାପ କ୍ଷେତ୍ରରେ ଘୂର୍ଣ୍ଣିବଳୟ ପରିଣତ ହୋଇଛି। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା…
ଧର୍ମେନ୍ଦ୍ର କହିଲେ ବିଦେଶରେ ଭାରତୀୟଙ୍କ ସହିତ ରହିବା ମୋ’ ପାଇଁ…
ଭୁବନେଶ୍ୱର,୨୧।୧୦(ସୁନିତ୍ ମିଶ୍ର): ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ସହ ଶିକ୍ଷାକ୍ଷେତ୍ରରେ ସମ୍ପର୍କକୁ ମଜଭୁତ କରିବା ପାଇଁ ୭ ଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ରହୁଥିବା ଭାରତୀୟ ସମୁଦାୟଙ୍କୁ ଭେଟି ସେମାନଙ୍କ…
ଭୂପିନ୍ଦରଙ୍କ ଗୋଲ୍କିପର ମନ୍ତବ୍ୟକୁ ଅମରଙ୍କ ସ୍ବାଗତ
ଭୁବନେଶ୍ୱର,୨୧।୧୦ (ସୁନୀତ ମିଶ୍ର): ୨୦୨୪ ନିର୍ବାଚନ ସରିବା ୩ ମାସରୁ ଅଧିକ ସମୟ ବିତି ଗଲାଣି। ହେଲେ ପରାଜୟକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ ବୟାନବାଜି ଜାରି ରହିଛି। ଜଣଙ୍କ ପରେ ଜଣେ ବରିଷ୍ଠ ବିଜେଡି ନେତା ଦଳୀୟ ନେତୃତ୍ୱ ଓ…
Archives


