ମେଟ୍ରୋ

ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ବଡ଼ ପ୍ରତିକ୍ରିୟା ରଖିଛନ୍ତି। ସମସ୍ତ ପରିସ୍ଥିତିର ସାମ୍‌ନା କରିବାକୁ ସରକାର ପ୍ରସ୍ତୁତ ରହିଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ପ୍ରଭାବିତ ହେବାକୁ ଥିବା ଜିଲାର…

କଳାବଜାରୀଙ୍କୁ କଡ଼ା ଚେତାବନୀ ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୦ା୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ମଧ୍ୟ ସତର୍କ ରହିଛନ୍ତି। କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଜ୍ରପାତ ନେଇ ୫ଟି ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୦ା୧୦: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ…

ନବୀନଙ୍କୁ ନେଇ ଏହି ବଡ଼ କଥା କହିଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

କଟକ,୨୦ା୧୦: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର ଏକ ବଡ଼ କଥା କହିଦେଇଛନ୍ତି। ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍‌ ଧରିଛି। କୃଷ୍ଣଚନ୍ଦ୍ର କହିଛନ୍ତି, ପାଣ୍ଡିଆନଙ୍କୁ ଆଗକୁ ଆଣିଲେ ବିଜେଡିର ବହୁ…

କୋରାପୁଟ ଜିଲା ପାଇଁ ଆଣିଲେ ଗୌରବ: ଓଏଏସ ପରୀକ୍ଷାରେ ୬ ଜଣଙ୍କୁ ସଫଳତା

କୋରାପୁଟ,୨୦।୧୦(ଅମିତାଭ ବେହେରା ): ରାଜ୍ୟ ପବ୍ଲିକ ସର୍ଭିସ କମିଶନ ଦ୍ୱାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ କୋରାପୁଟ ଜିଲାର ୬ ଜଣ ଯୁବତୀ ଓ ଯୁବକ ସଫଳତା ପାଇଛନ୍ତି।  ସେମାନେ ହେଲେ  ଲକ୍ଷ୍ମୀପୁର ବ୍ଲକର ତୁନପାର ଗ୍ରାମର ନିବାସୀ ନାରାୟଣ…

ସ୍ପଷ୍ଟ ହେଲା ବାତ୍ୟା, ଓଡ଼ିଶାକୁ ସତର୍କ ରହିବା ନେଇ ଆଇଏମ୍‌ଡି ଡିଜି କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦: ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫…

ପାଣିପାଗ ବିଭାଗର ଆଲର୍ଟ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୨୦।୧୦: ଅଧିକ ଘନୀଭୂତ ହେଉଛି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ବର୍ତ୍ତମାନ ତାହା ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

ତାସ୍‌ ଘର ଭଳି ବିଜେଡି ଭୁଶୁଡ଼ି ଚାଲିଛି : ମୋକିମ୍‌

ଜଗତ୍‌ସିଂହପୁର, ୨୦।୧୦(ପ୍ରମୋଦ କୁମାର ନାୟକ):ବିଜେଡି ୨୪ ବର୍ଷ କାଳ ଶାସନ କଲା। ଶାସନରୁ ଯିବା ୩ ମାସ ହେଇଛି କି ନାହିଁ ବିଜେଡି ତାସ ଘର ଭଳି ଧୀରେ ଧୀରେ ଭୁଶୁଡ଼ି ଚାଲିଛି। ଏଥିରୁ ଅନୁମାନ କରିପାରୁଛେ କଂଗ୍ରେସ ନେତା ଓ…

ଭୟଙ୍କର ହେଉଛି ଘୂର୍ଣ୍ଣିବଳୟ, ପ୍ରବଳ…

ବଙ୍ଗୋପସାଗରରେ ଆସନ୍ତା ୨୦ ତାରଖରେ ସୃଷ୍ଟି ହେବ ଘୂର୍ଣ୍ଣି ବଳୟ।। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଜାନୁଆରୀ ୮ରେ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ସମାରୋହ

ଭୁବନେଶ୍ୱର,୨୦।୧୦(ଅନିଲ ଦାସ): ୨୦୨୫ ଜାନୁଆରୀ ୮ରୁ ୧୦ ଯାଏ ସ୍ଥାନୀୟ ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ସମାରୋହ ଅନୁଷ୍ଠିତ ହେବ। ସମାରୋହ ଆୟୋଜନ ପାଇଁ ବହିର୍ବ୍ୟାପାର ମନ୍ତ୍ରଣାଳୟ ତରଫରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଏହି କାର୍ଯ୍ୟକ୍ରମ ଉଭୟ…

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ ହ୍ୟାଣ୍ଡେଲରେ ଲେଖିଛନ୍ତି, ଓଡ଼ିଶା…

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ: ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଯାଇଛି ଇଣ୍ଡିଆ କେମ୍‌ ୨୦୨୪। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ନିବେଶକମାନଙ୍କୁ ଆମନ୍ତ୍ରଣ କରିବା ସହ ବିକଶିତ ଓଡ଼ିଶା ଲକ୍ଷ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri