ଓଏଏସ୍ ରେଜଲ୍ଟ ପ୍ରକାଶ: ଶ୍ୱେତାଶ୍ରୀ ମହାପାତ୍ର ଟପ୍ପର, ଟପ୍ ଟେନ୍ରେ ଅଛନ୍ତି…
ଭୁବନେଶ୍ୱର,୧୯ା୧୦: ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍ ରେଜଲ୍ଟ। ଏହାର ତାଲିକା ଓଡ଼ିଶା ଲୋକସେବା ଆୟୋଗର ଓ୍ବେବ୍ସାଇଟ୍ www.opsc.gov.inରେ ଉପଲବ୍ଧ। ଏଥିରେ ମୋଟ୍ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍ ଟେନ୍ରେ ୫ ମହିଳା ଏବଂ ୫ ପୁରୁଷ ଅଛନ୍ତି।…
ଆତଙ୍କ ଖେଳାଇଥିବା କୁମ୍ଭୀରକୁ ମାଡ଼ିବସିଲା ମତ୍ସ୍ୟଜୀବୀ
ପୁରୀ,୧୯।୧୦: ପୁରୀ ଜିଲାରେ ଆତଙ୍କ ଖେଳାଇଥିବା କୁମ୍ଭୀର ଶନିବାର ଧରାପଡ଼ିଛି। କୁମ୍ଭୀରଟି ମତ୍ସଜୀବୀଙ୍କ ଜାଲରେ ପଡ଼ିଛି। ମତ୍ସ୍ୟଜୀବୀମାନେ କୁମ୍ଭୀରକୁ କାବୁ କରି ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ବନ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି କୁମ୍ଭୀରକୁ ଉଦ୍ଧାର କରିିଛି।…
ଭୁବନେଶ୍ବର- କଟକରେ ୩ ଘଣ୍ଟା ପ୍ରବଳ ଛେଚିବ
ଭୁବନେଶ୍ୱର,୧୯।୧୦: ଭୁବନେଶ୍ବର ଓ କଟକରେ ୩ ଘଣ୍ଟା ଯାଏ ବର୍ଷିବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଟୁଇନ୍ସିଟିକୁ ହାଇ ଆର୍ଲଟ କରାଯାଇଛି। ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷିବ। ବର୍ଷା ନେଇ ଅରେଞ୍ଜ ଆଲର୍ଟ…
ବିଧାୟକ ଦଳ ନେତା ଦେଲେ ବଡ଼ ସୂଚନା, ଦୀପାବଳି ପୂର୍ବରୁ…
ଭୁବନେଶ୍ୱର,୧୯ା୧୦: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେ ବରିଷ୍ଠ କଂଗ୍ରେସ ନେତା ଚରଣ ଦାସ ମହନ୍ତ। ଏନେଇ ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ। ପିସିସି ସଭାପତି ଚୟନ ନେଇ କଂଗ୍ରେସ ନେତାଙ୍କ ସହ ସେ ଆଲୋଚନା…
ରାଜଧାନୀରେ ଚାଞ୍ଚଲ୍ୟ, ସେଲୁନ୍ ନାଁରେ ଚାଲିଥିଲା ସେକ୍ସ ରାକେଟ୍
ଭୁବନେଶ୍ୱର,୧୯।୧୦: ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳା କାରନାମା । ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିଲା ସେକ୍ସ ରାକେଟର କଳାଧନ୍ଦା। ତେବେ ଏହାକୁ ଠାବ କରିଛି ପୋଲିସ । ରବି ଟକିଜ ଛକର ଏକ…
ଆସିଲା ଆଲର୍ଟ, ସୃଷ୍ଟି ହେଲା ବଡ଼ ଘୂର୍ଣ୍ଣିବଳୟ, ଏହି ଜିଲାରେ…
ଭୁବନେଶ୍ୱର,୧୯।୧୦: ବଙ୍ଗୋପସାଗରରେ ବଢୁଛି ବାତ୍ୟା ଭୟ। ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟା, ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବ ବୋଲି ବିଭିନ୍ନ ଅନ୍ତର୍ଜାତୀୟ ମଡେଲ ପୂର୍ବାନୁମାନ କରିଛନ୍ତି। ତେବେ ଏହାରି ଭିତରେ କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଆଉ…
ବରିଷ୍ଠ ବିଜେଡି ନେତା ନୃସିଂହ ସାହୁ ଦେଲେ ଖୋଲା ବୟାନ, କାର୍ତ୍ତିକ ପାଣ୍ଡିଆନ ଓ ନବୀନ ପଟ୍ଟନାୟକଙ୍କ ଭିତରେ…
ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ ଥିବା ବଜେଡିର ବରିଷ୍ଠ ଦଳର ନେତା ଜଣେ ପରେ ଜଣେ ମୁହଁ ଖୋଲୁଛନ୍ତି। ଆଉ ତାହା ପୁଣି ବିଜେଡି…
ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ: ମନ୍ତ୍ରୀ
ଭୁବନେଶ୍ୱର,୧୯।୧୦: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ । ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ କହିଛନ୍ତି, ଯୋଜନାର ନାମ ପରିବର୍ତ୍ତନ ନେଇ ରାଜ୍ୟ…
‘ଭାଜପାରେ ମିଶିଯିବ ବିଜେଡି’
ଭୁବନେଶ୍ୱର,୧୯।୧୦: ଗତ କିଛିଦିନ ଧରି ବିଜେଡିର ତୁଙ୍ଗ ନେତାମାନେ ଦଳ ବିରୋଧରେ ବୟାନବାଜି କରୁଛନ୍ତି। ଏଥିନେଇ ଦଳରେ କନ୍ଦଳ ସୃଷ୍ଟି ହୋଇଥିବା କୁହାଯାଉଛି। ତେବେ ବିଜେଡି ନେଇ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି…
ବୋଲ ମାନୁନି ବିଜେଡି ନେତାଙ୍କ ତୁଣ୍ଡ, ଏବେ ପଦ୍ମନାଭ କହିଲେ କାହିଁକି…
ଭୁବନେଶ୍ୱର,୧୯।୧୦: ନିର୍ବାଚନ ବେଳେ ଯେଉଁ ମୁହଁରେ ତାଲା ପଡ଼ିଥିଲା, ଏବେ କିନ୍ତୁ ବୋଲ ମାନୁନାହିଁ। ଭୋଟ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଭୟରେ ଚୁପ୍ ଥିବା ବିଜୁ ଜନତା ଦଳର ନେତା ଏବେ ନିଜର ଅସନ୍ତୋଷ ଝାଡ଼ୁଛନ୍ତି। ସଭାମଞ୍ଚ ହେଉ ଅବା ଗଣମାଧ୍ୟମରେ ବୟାନବାଜି…
୫ଜି କଭରେଜ୍ରେ ଜିଓ ଶ୍ରେଷ୍ଠ
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):୫ଜି କଭରେଜ୍ ଉପଲବ୍ଧତା ଏବଂ ଡାଉନଲୋଡ୍ ସ୍ପିଡ୍ ଅନୁଭୂତି ପ୍ରଦାନ କରିବାରେ ରିଲାଏନ୍ସ ଜିଓ ସର୍ବାଗ୍ରେ ରହିଛି। ବିଶ୍ୱର ଅନ୍ୟତମ ପ୍ରମୁଖ ମାନକ ବିଶ୍ଳେଷଣ ସଂସ୍ଥା ଓପନ ସିଗ୍ନାଲ ପକ୍ଷରୁ ପ୍ରକାଶିତ ମୋବାଇଲ ନେଟ୍ୱର୍କ ଅନୁଭୂତି ରିପୋର୍ଟରୁ ଏହା ଜଣାପଡିଛି…
ଟ୍ରେନ୍ରେ ବାଣ ପରିବହନ କଲେ ଜେଲ
ଭୁବନେଶ୍ୱର,୧୯ା୧୦(ଅନୁରାଧା ମହାରଣା):ଦୀପାବଳି ପାଖେଇ ଆସୁଥିବାରୁ ବାଣଜନିତ ସମ୍ଭାବ୍ୟା ବିପଦକୁ ଏଡାଇବା ଲାଗି ପୂର୍ବତଟ ରେଳପଥ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଟ୍ରେନରେ ବାଣ ଓ ଅନ୍ୟାନ୍ୟ ଦହନଶୀଳ ସାମଗ୍ରୀର ବେଆଇନ ପରିବହନକୁ ବାରଣ କରାଯାଇଛି। ଯାତ୍ରୀ ପରିବହନ କରୁଥିବା ଟ୍ରେନ୍ରେ ବାଣ,…
Archives


